ଯୋହନ 3:7 - ପବିତ୍ର ବାଇବଲ (CL) NT (BSI)7 ସମସ୍ତଙ୍କୁ ଆଉ ଥରେ ଜନ୍ମ ହେବାକୁ ପଡ଼ିବ ବୋଲି ମୁଁ ଯାହା କହୁଛି, ଏଥିରେ ବିସ୍ମିତ ହୁଅ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)7 ତୁମ୍ଭମାନଙ୍କୁ ଅବଶ୍ୟ ପୁନର୍ବାର ଜନ୍ମିବାକୁ ହେବ ବୋଲି ମୁଁ ଯେ ତୁମ୍ଭକୁ କହିଲି, ଏଥିରେ ଚମତ୍କୃତ ହୁଅ ନାହିଁ। Gade chapit laଓଡିଆ ବାଇବେଲ7 ତୁମ୍ଭମାନଙ୍କୁ ଅବଶ୍ୟ ପୁନର୍ବାର ଜନ୍ମିବାକୁ ହେବ ବୋଲି ମୁଁ ଯେ ତୁମ୍ଭକୁ କହିଲି, ଏଥିରେ ଚମତ୍କୃତ ହୁଅ ନାହିଁ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ‘ତୁମ୍ଭମାନଙ୍କୁ ଅବଶ୍ୟ ପୁନର୍ବାର ଜନ୍ମିବାକୁ ହେବ’ ବୋଲି ମୁଁ ଯେ ତୁମ୍ଭକୁ କହିଲି, ଏଥିରେ ଚମତ୍କୃତ ହୁଅ ନାହିଁ। Gade chapit laପବିତ୍ର ବାଇବଲ7 ତେଣୁ ଆଶ୍ଚର୍ଯ୍ୟ ହୁଅ ନାହିଁ, କାରଣ ତୁମ୍ଭକୁ କହିଲି ଯେ, ‘ତୁମ୍ଭକୁ ନିଶ୍ଚୟ ପୁନର୍ବାର ଜନ୍ମ ହେବାକୁ ପଡ଼ିବ।’ Gade chapit la |