Biblia Todo Logo
Bib sou entènèt

- Piblisite -




ଯୋହନ 4:12 - ପବିତ୍ର ବାଇବଲ (CL) NT (BSI)

12 ଆମ ପୂର୍ବପୁରୁଷ ଯାକୁବ ଏହି କୂଅ ଖୋଳାଇଥିଲେ। ସେ, ତାଙ୍କ ପୁଅମାନେ ଓ ତାଙ୍କ ପଶୁପଲ ଏଇ କୂଅରୁ ପାଣି ପିଉଥିଲେ। ଆପଣ କଅଣ ଯାକୁବଙ୍କଠାରୁ ମହାନ୍?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆମ୍ଭମାନଙ୍କର ଯେଉଁ ପିତୃପୁରୁଷ ଯାକୁବ ଆମ୍ଭମାନଙ୍କୁ ଏହି କୂଅ ଦେଇଥିଲେ, ଆଉ ଆପେ, ପୁଣି ତାଙ୍କ ପୁତ୍ରମାନେ ଓ ପଶୁପଲ ଏଥିରୁ ପାନ କରିଥିଲେ, ତାଙ୍କଠାରୁ କି ଆପଣ ଶ୍ରେଷ୍ଠ?

Gade chapit la Kopi

ଓଡିଆ ବାଇବେଲ

12 ଆମ୍ଭମାନଙ୍କର ଯେଉଁ ପିତୃପୁରୁଷ ଯାକୁବ ଆମ୍ଭମାନଙ୍କୁ ଏହି କୂଅ ଦେଇଥିଲେ, ଆଉ ଆପେ, ପୁଣି, ତାଙ୍କ ପୁତ୍ରମାନେ ଓ ପଶୁପଲ ଏଥିରୁ ପାନ କରିଥିଲେ, ତାଙ୍କଠାରୁ କି ଆପଣ ଶ୍ରେଷ୍ଠ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆମ୍ଭମାନଙ୍କର ଯେଉଁ ପିତୃ-ପୁରୁଷ ଯାକୁବ ଆମ୍ଭମାନଙ୍କୁ ଏହି କୂଅ ଦେଇଥିଲେ, ଆଉ ଆପେ, ପୁଣି, ତାହାଙ୍କ ପୁତ୍ରମାନେ ଓ ପଶୁପଲ ଏଥିରୁ ପାନ କରିଥିଲେ, ତାଙ୍କଠାରୁ କି ଆପଣ ଶ୍ରେଷ୍ଠ?

Gade chapit la Kopi

ପବିତ୍ର ବାଇବଲ

12 ଆପଣ କ'ଣ ଆମ ପୂର୍ବପୁରୁଷ ଯାକୁବଙ୍କଠାରୁ ଶ୍ରେଷ୍ଠ? ଯାକୁବ ହିଁ ଆମ୍ଭକୁ ଏହି କୂଅ ଦେଇଥିଲେ। ସେ ନିଜେ ଏହି କୂଅରୁ ଜଳ ପିଉଥିଲେ, ତାହାଙ୍କର ପୁତ୍ରମାନେ ଓ ସବୁ ପଶୁମାନେ ମଧ୍ୟ ଏହି କୂଅରୁ ଜଳ ପିଉଥିଲେ।”

Gade chapit la Kopi




ଯୋହନ 4:12
8 Referans Kwoze  

ଗୃହ ଅପେକ୍ଷା ଗୃହନିର୍ମାତାକୁ ଅଧିକ ସମ୍ମାନ ଦିଆଯାଏ। ସେହିପରି ମୋଶାଙ୍କ ଅପେକ୍ଷା ଯୀଶୁ ଅଧିକ ସମ୍ମାନ ପାଇବାକୁ ଯୋଗ୍ୟ।


ଏବଂ ସେଠାରେ “ଯାକୁବଙ୍କ ପୂପ” ନାମକ ଗୋଟିଏ କୂପ ପାଖରେ ଯୀଶୁ ପଥଶ୍ରାନ୍ତ ହୋଇ ବସି ପଡ଼ିଲେ। ସେତେବେଳେ ମଧ୍ୟାହ୍ନ ସମୟ।


ବିଚାର ଦିନରେ ଶିବାର ରାଣୀ ତୁମ୍ଭମାନଙ୍କର ଦୋଷ ଦେଖାଇବା ନାଇଁ ଠିଆ ହେବେ, କାରଣ ଶଲୋମନଙ୍କ ଜ୍ଞାନପୂର୍ଣ କଥା ଶୁଣିବା ପାଇଁ ସୁଦୂର ଦେଶରୁ ସେ ଆସିତିଲେ; କିନ୍ତୁ ମୁଁ ତୁମ୍ଭମାନଙ୍କୁ ନିଶ୍ଚିତ ଭାବରେ କହୁଛି, ଶଲୋମନଙ୍କଠାରୁ ମହୀୟାନ ଜଣେ ଏରଡାରେ ଅଛନ୍ତି।


ଆମ ପିତୃପୁରୁଷ ଅବ୍ରାହାମ ମରିଛନ୍ତି। ତୁମେ କ’ଣ ଅବ୍ରାହାମଙ୍କଠାରୁ ମହାନ୍ ବୋଲି ମନେ କରୁଛ? ଭାବବାଦୀମାନେ ମଧ୍ୟ ମରିଛନ୍ତି। ନିଜକୁ ତୁମେ କ’ଣ ବୋଲି ମନେ କରୁଛ?”


ଏହି ସହରର ନିକଟବର୍ତ୍ତୀ ଖଣ୍ଡିଏ ଜମିକୁ ଯାକୁବ ତାଙ୍କ ପୁତ୍ର ଯୋଷେଫଙ୍କୁ ଦାନ କରିଥିଲେ


ଯୀଶୁ ଉତ୍ତର ଦେଲେ; “ଏହି କୂପର ଜଳ ଯେ ପାନ କରେ, ସେ ପୁନର୍ବାର ତୃଷିତ ହୁଏ,


ଆମ ଶମିରୋଣୀୟ ପୂର୍ବପୁରୁଷମାନେ ଏହି ପର୍ବତ ଉପରେ ଉପାସନା କରି ଆସିଛନ୍ତି; କିନ୍ତୁ ଆପଣଙ୍କର ଇହୁଦୀମାନେ କହୁଛନ୍ତି, ଈଶ୍ୱରଙ୍କୁ ଉପାସନା କରିବାର ଉପଯୁକ୍ତ ସ୍ଥାନ ହେଉଛି ଯିରୂଶାଲମ।”


Swiv nou:

Piblisite


Piblisite