Biblia Todo Logo
Bib sou entènèt

- Piblisite -




ଯୋହନ 4:13 - ପବିତ୍ର ବାଇବଲ (CL) NT (BSI)

13 ଯୀଶୁ ଉତ୍ତର ଦେଲେ; “ଏହି କୂପର ଜଳ ଯେ ପାନ କରେ, ସେ ପୁନର୍ବାର ତୃଷିତ ହୁଏ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଯୀଶୁ ତାହାକୁ ଉତ୍ତର ଦେଲେ, ଯେକେହି ଏହି ଜଳ ପାନ କରେ, ସେ ପୁନର୍ବାର ତୃଷିତ ହେବ;

Gade chapit la Kopi

ଓଡିଆ ବାଇବେଲ

13 ଯୀଶୁ ତାହାକୁ ଉତ୍ତର ଦେଲେ, ଯେ କେହି ଏହି ଜଳ ପାନ କରେ, ସେ ପୁନର୍ବାର ତୃଷିତ ହେବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଯୀଶୁ ତାହାକୁ ଉତ୍ତର ଦେଲେ, “ଯେ କେହି ଏହି ଜଳ ପାନ କରେ, ସେ ପୁନର୍ବାର ତୃଷିତ ହେବ;

Gade chapit la Kopi

ପବିତ୍ର ବାଇବଲ

13 ଯୀଶୁ ଉତ୍ତର ଦେଲେ, “ପ୍ରତ୍ୟେକ ଲୋକ ଏହି ଜଳ ପାନ କରିବା ପରେ ପୁଣି ତୃଷାର୍ତ୍ତ ହେବ।

Gade chapit la Kopi




ଯୋହନ 4:13
6 Referans Kwoze  

ଯେଉଁ ଖାଦ୍ୟ କ୍ଷୟ ହୁଏ, ତା’ ପାଇଁ ଏତେ ପରିଶ୍ରମ କର ନାହିଁ। ବରଂ ଯେଉଁ ଅକ୍ଷୟ ଖାଦ୍ୟ ଅନନ୍ତ ଜୀବନ ପ୍ରଦାନ କରେ, ସେଥିପାଇଁ ପରିଶ୍ରମ କର। ଏହି ଖାଦ୍ୟ ମନୁଷ୍ୟପୁତ୍ର ଦିଅନ୍ତି, କାରଣ ପିତା ଈଶ୍ୱର ସେଥିପାଇଁ ତାଙ୍କୁ ଅଧିକାର ଦେଇଛନ୍ତି।”


ସେ ଚିକ୍ରାର କରି କହିଲା, ‘ହେ ପିତା ଅବ୍ରାହାମ! ମୋ’ ପ୍ରତି ଦୟା କରନ୍ତୁ; ଲାଜାରକୁ ପଠାନ୍ତୁ, ସେ ତା’ ଅଙ୍ଗୁଳିରେ ଟିକେ ପାଣି ମୋ’ ଜିଭରେ ଦେଇ ଶୀତଳ କରିବ - ଏହି ଅଗ୍ନିରେ ମୁଁ ବଡ଼ କଷ୍ଟ ପାଉଛି।’


ତୁମ ପୂର୍ବପୁରୁଷମାନେ ମରୁଭୂମିରେ ମାନ୍ନା ଖାଇଥିଲେ, ତଥାପି ସେମାନେ ମଲେ।


ଆମ ପୂର୍ବପୁରୁଷ ଯାକୁବ ଏହି କୂଅ ଖୋଳାଇଥିଲେ। ସେ, ତାଙ୍କ ପୁଅମାନେ ଓ ତାଙ୍କ ପଶୁପଲ ଏଇ କୂଅରୁ ପାଣି ପିଉଥିଲେ। ଆପଣ କଅଣ ଯାକୁବଙ୍କଠାରୁ ମହାନ୍?”


କିନ୍ତୁ ମୁଁ ଯେଉଁ ଜଳ ଦିଏ, ତାହା ଯେ ପାନ କରିବ, ସେ ଆଉ କେବେ ତୃଷାର୍ତ୍ତ ହେବ ନାହିଁ, ବରଂ ମୁଁ ଦେଉଥିବା ଜଳ ତା’ ଅନ୍ତରରେ ଗୋଟିଏ ଜୀବନ ପ୍ରଦାୟୀ ନିର୍ଝରରେ ପରିଣତ ହେବ। ସେଥିରୁ ପାନ କଲେ, ସେ ଅନନ୍ତ ଜୀବନ ପାଇବ।”


Swiv nou:

Piblisite


Piblisite