Biblia Todo Logo
Bib sou entènèt

- Piblisite -




ଯୋହନ 4:2 - ପବିତ୍ର ବାଇବଲ (CL) NT (BSI)

2 (ପ୍ରକୃତ ପକ୍ଷେ, ଯୀଶୁ ନିଜେ କାହାକୁ ଜଳଦୀକ୍ଷା ଦେଉ ନ ଥିଲେ; ସେହି ଦୀକ୍ଷା ତାଙ୍କ ଶିଷ୍ୟମାନେ ଦେଉଥିଲେ।)

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 (ଯଦ୍ୟପି ଯୀଶୁ ଆପେ ବାପ୍ତିସ୍ମ ଦେଉ ନ ଥିଲେ, ମାତ୍ର ତାହାଙ୍କ ଶିଷ୍ୟମାନେ ଦେଉଥିଲେ), ଏହା ଫାରୂଶୀମାନେ ଶୁଣିଅଛନ୍ତି ବୋଲି ଯେତେବେଳେ ପ୍ରଭୁ ଜାଣିଲେ,

Gade chapit la Kopi

ଓଡିଆ ବାଇବେଲ

2 (ଯଦ୍ୟପି ଯୀଶୁ ଆପେ ବାପ୍ତିସ୍ମ ଦେଉ ନ ଥିଲେ, ମାତ୍ର ତାହାଙ୍କ ଶିଷ୍ୟମାନେ ଦେଉଥିଲେ), ଏହା ଫାରୂଶୀମାନେ ଶୁଣିଅଛନ୍ତି ବୋଲି ଯେତେବେଳେ ପ୍ରଭୁ ଜାଣିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 (ଯଦ୍ୟପି ଯୀଶୁ ଆପେ ବାପ୍ତିସ୍ମ ଦେଉ ନ ଥିଲେ, ମାତ୍ର ତାହାଙ୍କ ଶିଷ୍ୟମାନେ ଦେଉଥିଲେ), ଏହା ଫାରୂଶୀମାନେ ଶୁଣିଅଛନ୍ତି ବୋଲି ଯେତେବେଳେ ପ୍ରଭୁ ଜାଣିଲେ,

Gade chapit la Kopi

ପବିତ୍ର ବାଇବଲ

2 କିନ୍ତୁ ଯୀଶୁ ପ୍ରକୃତରେ ଲୋକମାନଙ୍କୁ ବାପ୍ତିସ୍ମ ଦେଉ ନ ଥିଲେ। ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଇଁ ଲୋକଙ୍କୁ ବାପ୍ତିସ୍ମ ଦେଉଥିଲେ। ଯୀଶୁ ଜାଣିଥିଲେ ଯେ ଫାରୂଶୀମାନେ ତାହାଙ୍କ ସମ୍ବନ୍ଧରେ ଶୁଣିଛନ୍ତି।

Gade chapit la Kopi




ଯୋହନ 4:2
5 Referans Kwoze  

ତେଣୁ ସେ ସେମାନଙ୍କୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଜଳଦୀକ୍ଷା ନେବା ପାଇଁ ଆଦେଶ ଦେଲେ। ତା’ପରେ ସେମାନେ ତାଙ୍କୁ ଆଉ କିଛି ଦିନ ସେମାନଙ୍କ ସହିତ ରହିବାକୁ ଅନୁରୋଧ କଲେ।


ଯୀଶୁ ଓ ତାଙ୍କର ଶିଷ୍ୟମାନେ ମଧ୍ୟ ନିମନ୍ତ୍ରିତ ହେଇ ସେଠାକୁ ଯାଇଥିଲେ।


ଏହା ପରେ ଯୀଶୁ ତାଙ୍କ ଶିଷ୍ୟମାନଙ୍କ ସହ ଯିହୁଦା ପ୍ରଦେଶକୁ ଯାଇ ସେଠାରେ କିଛି ଦିନ ଅତିବାହିତ କଲେ। ସେଠାରେ ସେ ଜଳଦୀକ୍ଷା ଦେଲେ।


ସେମାନେ ଯୋହନଙ୍କୁ କହିଲେ, “ଗୁରୁ, ଆପଣଙ୍କ ମନେ ଥିବ, ଯର୍ଦ୍ଦନ ନଦୀର ପୂର୍ବ ପଟେ ଜଣେ ବ୍ୟକ୍ତି ଆପଣଙ୍କ ପାଖରେ ଠିଆ ହୋଇଥିଲେ। ତାଙ୍କ ବିଷୟରେ ଆପଣ ସାକ୍ଷ୍ୟ ଦେଉଥିଲେ। ସେ ଏବେ ନିଜେ ଜଳଦୀକ୍ଷା ଦେଉଛନ୍ତି ଓ ସମସ୍ତେ ତାଙ୍କ ନିକଟକୁ ଯାଉଛନ୍ତି।”


Swiv nou:

Piblisite


Piblisite