Biblia Todo Logo
Bib sou entènèt

- Piblisite -




ଯୋହନ 4:5 - ପବିତ୍ର ବାଇବଲ (CL) NT (BSI)

5 ଏହି ସହରର ନିକଟବର୍ତ୍ତୀ ଖଣ୍ଡିଏ ଜମିକୁ ଯାକୁବ ତାଙ୍କ ପୁତ୍ର ଯୋଷେଫଙ୍କୁ ଦାନ କରିଥିଲେ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତେଣୁ ସେ ଯାଇ ଯାକୁବ ଆପଣା ପୁତ୍ର ଯୋଷେଫଙ୍କୁ ଯେଉଁ ଭୂମିଖଣ୍ତିକ ଦାନ କରିଥିଲେ, ସେଥିର ନିକଟବର୍ତ୍ତୀ ସୁଖାର ନାମକ ଶମିରୋଣର ଗୋଟିଏ ନଗରରେ ପହଞ୍ଚିଲେ;

Gade chapit la Kopi

ଓଡିଆ ବାଇବେଲ

5 ତେଣୁ ସେ ଯାଇ ଯାକୁବ ଆପଣା ପୁତ୍ର ଯୋଷେଫଙ୍କୁ ଯେଉଁ ଭୂମିଖଣ୍ଡିକ ଦାନ କରିଥିଲେ, ସେଥିର ନିକଟବର୍ତ୍ତୀ ସୁଖାର ନାମକ ଶମିରୋଣର ଗୋଟିଏ ନଗରରେ ପହଞ୍ଚିଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତେଣୁ ସେ ଯାଇ ଯାକୁବ ଆପଣା ପୁତ୍ର ଯୋଷେଫଙ୍କୁ ଯେଉଁ ଭୂମିଖଣ୍ଡିକ ଦାନ କରିଥିଲେ, ସେଥିର ନିକଟବର୍ତ୍ତୀ ସୁଖାର ନାମକ ଶମିରୋଣର ଗୋଟିଏ ନଗରରେ ପହଞ୍ଚିଲେ;

Gade chapit la Kopi

ପବିତ୍ର ବାଇବଲ

5 ଯୀଶୁ ଶମିରୋଣର ସୁଖାରରେ ଆସି ପହଞ୍ଚିଲେ। ଏହି ନଗରଟି ଯାକୁବ ତାହାଙ୍କ ପୁତ୍ର ଯୋଷେଫଙ୍କୁ ଦେଇଥିବା ଜମି ପାଖରେ ଥିଲା।

Gade chapit la Kopi




ଯୋହନ 4:5
9 Referans Kwoze  

ଆମ ପୂର୍ବପୁରୁଷ ଯାକୁବ ଏହି କୂଅ ଖୋଳାଇଥିଲେ। ସେ, ତାଙ୍କ ପୁଅମାନେ ଓ ତାଙ୍କ ପଶୁପଲ ଏଇ କୂଅରୁ ପାଣି ପିଉଥିଲେ। ଆପଣ କଅଣ ଯାକୁବଙ୍କଠାରୁ ମହାନ୍?”


ଯିବା ପୂର୍ବରୁ ସେ କେତେଜଣ ଶିଷ୍ୟଙ୍କୁ ତାଙ୍କ ପାଇଁ ସବୁ ପ୍ରସ୍ତୁତ କରିବା ନିମନ୍ତେ ଶମିରୋଣର ଗୋଟିଏ ଗ୍ରାମକୁ ପଠାଇଲେ।


ଏବଂ ସେଠାରେ “ଯାକୁବଙ୍କ ପୂପ” ନାମକ ଗୋଟିଏ କୂପ ପାଖରେ ଯୀଶୁ ପଥଶ୍ରାନ୍ତ ହୋଇ ବସି ପଡ଼ିଲେ। ସେତେବେଳେ ମଧ୍ୟାହ୍ନ ସମୟ।


ସେହି ସମୟରେ ତାଙ୍କ ଶିଷ୍ୟମାନେ କିଛି ଖାଦ୍ୟ ପଦାର୍ଥ କିଣିବା ପାଇଁ ସହର ଭିତରକୁ ଯାଇଥିଲେ।


ସେହି ସହରର ଅନେକ ଶମିରୋଣୀୟ ଯୀଶୁଙ୍କୁ ବିଶ୍ୱାସ କଲେ, କାରଣ ସ୍ତ୍ରୀ ଲୋକଟି ସେମାନଙ୍କୁ କହିଥିଲା, “ଅତୀତରେ ମୁଁ ଯାହାସବୁ କରିଛି, ସେସବୁ କଥା ସେ ମୋତେ କହିଦେଲେ।”


Swiv nou:

Piblisite


Piblisite