Biblia Todo Logo
Bib sou entènèt

- Piblisite -




ଯୋହନ 4:54 - ପବିତ୍ର ବାଇବଲ (CL) NT (BSI)

54 ଯୀଶୁ ଗାଲିଲୀକୁ ଆସିବା ପରେ, ଏହା ହେଉଛି ତାଙ୍କର ଦ୍ୱିତୀୟ ଅଲୌକିକ କାର୍ଯ୍ୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

54 ଯିହୁଦାରୁ ପୁର୍ନବାର ଗାଲିଲୀକି ଆସି ଯୀଶୁ ଏହି ଦ୍ଵିତୀୟ ଆଶ୍ଚର୍ଯ୍ୟକର୍ମ ସାଧନ କଲେ।

Gade chapit la Kopi

ଓଡିଆ ବାଇବେଲ

54 ଯିହୂଦାରୁ ପୁର୍ନବାର ଗାଲିଲୀକୁ ଆସି ଯୀଶୁ ଏହି ଦ୍ୱିତୀୟ ଆଶ୍ଚର୍ଯ୍ୟକର୍ମ ସାଧନ କଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

54 ଯିହୂଦିୟା ପ୍ରଦେଶରୁ ପୁର୍ନବାର ଗାଲିଲୀ ପ୍ରଦେଶକୁ ଆସି ଯୀଶୁ ଏହି ଦ୍ୱିତୀୟ ଆଶ୍ଚର୍ଯ୍ୟକର୍ମ ସାଧନ କଲେ।

Gade chapit la Kopi

ପବିତ୍ର ବାଇବଲ

54 ଯିହୂଦା ପ୍ରଦେଶରୁ ଗାଲିଲୀକୁ ଆସିବା ପରେ ଯୀଶୁଙ୍କର ଏହା ଦ୍ୱିତୀୟ ଆଶ୍ଚର୍ଯ୍ୟକାର୍ଯ୍ୟ ଥିଲା।

Gade chapit la Kopi




ଯୋହନ 4:54
4 Referans Kwoze  

ଗାଲିଲୀର ଲୋକମାନେ ଯୀଶୁଙ୍କୁ ସ୍ୱାଗତ କଲେ, କାରଣ ନିସ୍ତାର ପର୍ବବେଳେ ଯିରୂଶାଲମରେ ଯୀଶୁ କରିଥିବା କାର୍ଯ୍ୟ ସବୁ ସେମାନେ ଦେଖିଥିଲେ।


ହେରୋଦଙ୍କ ରାଜତ୍ୱ ସମୟରେ ଇହୁଦା ପ୍ରଦେଶର ବେଥ୍ଲେହିମ ସହରରେ ଯୀଶୁ ଜନ୍ମ ଗ୍ରହଣ କଲେ। ଏହାର ଅଳ୍ପ ସମୟ ପରେ ପୂର୍ବ ଦେଶରେ କେତେଜଣ ଜ୍ୟୋତିର୍ବିଦ ଯିରୂଶାଲମକୁ ଆସି ପଚାରିଲେ,


ସେଠାରେ ଥିବା ଜଣେ ରାଜକର୍ମଚାରୀଙ୍କ ପୁତ୍ର କପର୍ନାହୂମରେ ପୀଡ଼ିତ ଥିଲା। ଯୀଶୁ ଯିହୁଦାରୁ ଗାଲିଲୀକୁ ଆସିଛନ୍ତି ବୋଲି ଶୁଣି, ଉକ୍ତ କର୍ମଚାରୀ ଯୀଶୁଙ୍କ ନିକଟକୁ ଗଲେ। ମୃତ୍ୟୁ ଶଯ୍ୟାରେ ପଡ଼ିଥିବା ତାଙ୍କ ପୁତ୍ରକୁ ସୁସ୍ଥ କରିବା ପାଇଁ କପର୍ନାହୂମ ଯିବାକୁ ସେ ଯୀଶୁଙ୍କୁ ଅନୁରୋଧ କଲେ।


Swiv nou:

Piblisite


Piblisite