Biblia Todo Logo
Bib sou entènèt

- Piblisite -




ଯୋହନ 4:7 - ପବିତ୍ର ବାଇବଲ (CL) NT (BSI)

7 ଯୀଶୁ ସେଠାରେ ବସିଥିବା ବେଳେ ଜଣେ ଶମିରୋଣୀୟ ସ୍ତ୍ରୀ ଲୋକ ପାଣି କାଢ଼ିବା ପାଇଁ ସେହି କୂପ ନିକଟକୁ ଆସିଲା। ଯୀଶୁ ତାକୁ କହିଲେ: “ମୋତେ ପଇବାକୁ ଟିକିଏ ପାଣି ଦିଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆଉ, ଜଣେ ଶମିରୋଣୀୟା ସ୍ତ୍ରୀ ପାଣି କାଢ଼ିବା ନିମନ୍ତେ ଆସିଲା। ଯୀଶୁ ତାହାକୁ କହିଲେ, ମୋତେ ପିଇବାକୁ ଦିଅ।

Gade chapit la Kopi

ଓଡିଆ ବାଇବେଲ

7 ଆଉ, ଜଣେ ଶମିରୋଣୀୟା ସ୍ତ୍ରୀ ପାଣି କାଢ଼ିବା ନିମନ୍ତେ ଆସିଲା । ଯୀଶୁ ତାହାକୁ କହିଲେ, ମୋତେ ପିଇବାକୁ ଦିଅ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ, ଜଣେ ଶମିରୋଣୀୟା ସ୍ତ୍ରୀ ପାଣି କାଢ଼ିବା ନିମନ୍ତେ ଆସିଲା। ଯୀଶୁ ତାହାକୁ କହିଲେ, “ମୋତେ ପିଇବାକୁ ଦିଅ।”

Gade chapit la Kopi

ପବିତ୍ର ବାଇବଲ

7 ସେତିକିବେଳେ ଜଣେ ଶମିରୋଣୀୟା ସ୍ତ୍ରୀ ସେହି କୂଅରୁ ପାଣି ନେବା ପାଇଁ ଆସିଲା। ଯୀଶୁ ତାକୁ କହିଲେ, “ମୋତେ ଦୟାକରି ମୁନ୍ଦେ ପାଣି ପିଇବାକୁ ଦିଅ।”

Gade chapit la Kopi




ଯୋହନ 4:7
9 Referans Kwoze  

ଯେ କେହି ମୋର ଜଣେ ସବୁଠାରୁ ପ୍ରିୟ ଶିଷ୍ୟକୁ ଗିପାଏ ଥଣ୍ଡା ପାଣି ଦିଏ, ସେ ନିଶ୍ଚୟ ପୁରସ୍କୃତ ହେବ।”


ଯୀଶୁ ତାଙ୍କୁ କହିଲେ: “ଈଶ୍ୱର କ’ଣ ଦେଇ ପାରନ୍ତି, ତୁମେ ଯଦି ଜାଣି ଥାଆନ୍ତି ଏବଂ କିଏ ତୁମ ହାତରୁ ପିଇବାକୁ ଚାହୁଁଛନ୍ତି, ତାଙ୍କୁ ଯଦି ଜାଣି ଥାଆନ୍ତ, ତୁମେ ତାଙ୍କୁ ମାଗନ୍ତ ଓ ସେ ତୁମକୁ ଜୀବନ ପ୍ରଦାୟୀ ଜଳ ଦେଇ ଥାଆନ୍ତେ।”


ଯୀଶୁ ଜାଣିପାରିଲେ, ସବୁ ବିଷୟ ସମ୍ପୂର୍ଣ୍ଣ ହୋଇଛି। କିନ୍ତୁ ଶାସ୍ତ୍ରୋକ୍ତ ଭବିଷ୍ୟବାଣୀକୁ ସଫଳ କରିବା ପାଇଁ ସେ କହିଲେ: “ମୋତେ ତୃଷା ହେଉଅଛି।”


ଏବଂ ସେଠାରେ “ଯାକୁବଙ୍କ ପୂପ” ନାମକ ଗୋଟିଏ କୂପ ପାଖରେ ଯୀଶୁ ପଥଶ୍ରାନ୍ତ ହୋଇ ବସି ପଡ଼ିଲେ। ସେତେବେଳେ ମଧ୍ୟାହ୍ନ ସମୟ।


ସେହି ସମୟରେ ତାଙ୍କ ଶିଷ୍ୟମାନେ କିଛି ଖାଦ୍ୟ ପଦାର୍ଥ କିଣିବା ପାଇଁ ସହର ଭିତରକୁ ଯାଇଥିଲେ।


Swiv nou:

Piblisite


Piblisite