Biblia Todo Logo
Bib sou entènèt

- Piblisite -




ଯୋହନ 4:8 - ପବିତ୍ର ବାଇବଲ (CL) NT (BSI)

8 ସେହି ସମୟରେ ତାଙ୍କ ଶିଷ୍ୟମାନେ କିଛି ଖାଦ୍ୟ ପଦାର୍ଥ କିଣିବା ପାଇଁ ସହର ଭିତରକୁ ଯାଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କାରଣ ତାହାଙ୍କର ଶିଷ୍ୟମାନେ ଖାଦ୍ୟ କିଣିବା ନିମନ୍ତେ ନଗରକୁ ଯାଇଥିଲେ।

Gade chapit la Kopi

ଓଡିଆ ବାଇବେଲ

8 କାରଣ ତାହାଙ୍କର ଶିଷ୍ୟମାନେ ଖାଦ୍ୟ କିଣିବା ନିମନ୍ତେ ନଗରକୁ ଯାଇଥିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କାରଣ ତାହାଙ୍କର ଶିଷ୍ୟମାନେ ଖାଦ୍ୟ କିଣିବା ନିମନ୍ତେ ନଗରକୁ ଯାଇଥିଲେ।

Gade chapit la Kopi

ପବିତ୍ର ବାଇବଲ

8 ସେ ସମୟରେ ତାହାଙ୍କ ଶିଷ୍ୟମାନେ କିଛି ଖାଦ୍ୟ କିଣିବା ପାଇଁ ନଗରକୁ ଯାଇଥିଲେ।

Gade chapit la Kopi




ଯୋହନ 4:8
7 Referans Kwoze  

ସେହି ସହରର ଅନେକ ଶମିରୋଣୀୟ ଯୀଶୁଙ୍କୁ ବିଶ୍ୱାସ କଲେ, କାରଣ ସ୍ତ୍ରୀ ଲୋକଟି ସେମାନଙ୍କୁ କହିଥିଲା, “ଅତୀତରେ ମୁଁ ଯାହାସବୁ କରିଛି, ସେସବୁ କଥା ସେ ମୋତେ କହିଦେଲେ।”


ଏହି ସହରର ନିକଟବର୍ତ୍ତୀ ଖଣ୍ଡିଏ ଜମିକୁ ଯାକୁବ ତାଙ୍କ ପୁତ୍ର ଯୋଷେଫଙ୍କୁ ଦାନ କରିଥିଲେ


କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ନିଜେ ସେମାନଙ୍କୁ କିଛି ଖାଇବାକୁ ଦିଅ।” ସେମାନେ ଉତ୍ତର ଦେଲେ, “ଆମ ପାଖରେ କେବଳ ପାଞ୍ଚଟି ରୋଟି ଓ ଦୁଇଟି ମାଛ ଅଛି। ଆମେ ଯାଇ ଏତେ ଲୋକଙ୍କ ପାଇଁ ଖାଦ୍ୟ କିଣିବା, ଏହା କ’ଣ ଆପଣଙ୍କ ଇଚ୍ଛା?”


ଯୀଶୁ ଓ ତାଙ୍କର ଶିଷ୍ୟମାନେ ମଧ୍ୟ ନିମନ୍ତ୍ରିତ ହେଇ ସେଠାକୁ ଯାଇଥିଲେ।


ଯୀଶୁ ସେଠାରେ ବସିଥିବା ବେଳେ ଜଣେ ଶମିରୋଣୀୟ ସ୍ତ୍ରୀ ଲୋକ ପାଣି କାଢ଼ିବା ପାଇଁ ସେହି କୂପ ନିକଟକୁ ଆସିଲା। ଯୀଶୁ ତାକୁ କହିଲେ: “ମୋତେ ପଇବାକୁ ଟିକିଏ ପାଣି ଦିଅ।”


ଏହି ସମୟରେ ଶିଷ୍ୟମାନେ ସେଠାକୁ ଫେରି ଆସି ଯୀଶୁ ଗୋଟିଏ ସ୍ତ୍ରୀ ଲୋକ ସହିତ କଥାବାର୍ତ୍ତା କରୁଥିବା ଦେଖି ବିସ୍ମିତ ହେଲେ। କିନ୍ତୁ “ତୁମେ କଅଣ ଚାହଁ” ବୋଲି କେହି ତାକୁ ପଚାରିଲେ ନାହିଁ, କିମ୍ବା “ତା’ ସହିତ କାହିଁକି ଆଳାପ କରୁଥିଲେ” ବୋଲି ଯୀଶୁଙ୍କୁ ମଧ୍ୟ ପଚାରିବାକୁ ସାହାସ କଲେ ନାହିଁ।


Swiv nou:

Piblisite


Piblisite