Biblia Todo Logo
Bib sou entènèt

- Piblisite -




ଯୋହନ 5:1 - ପବିତ୍ର ବାଇବଲ (CL) NT (BSI)

1 ଏହାପରେ ଇହୁଦୀମାନଙ୍କର ଗୋଟିଏ ପର୍ବରେ ଯୋଗ ଦେବା ପାଇଁ ଯୀଶୁ ଯିରୂଶାଲମକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏଥିଉତ୍ତାରେ ଯିହୁଦୀମାନଙ୍କର ଗୋଟିଏ ପର୍ବ ପଡ଼ିଲା, ଆଉ ଯୀଶୁ ଯିରୂଶାଲମକୁ ଯାତ୍ରା କଲେ।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଯିହୂଦୀମାନଙ୍କର ଗୋଟିଏ ପର୍ବ ପଡ଼ିଲା, ଆଉ ଯୀଶୁ ଯିରୂଶାଲମକୁ ଯାତ୍ରା କଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଯିହୁଦୀମାନଙ୍କର ଗୋଟିଏ ପର୍ବ ପଡ଼ିଲା, ଆଉ ଯୀଶୁ ଯିରୂଶାଲମ ସହରକୁ ଯାତ୍ରା କଲେ।

Gade chapit la Kopi

ପବିତ୍ର ବାଇବଲ

1 ଏହା ପରେ ଯୀଶୁ ଯିହୂଦୀମାନଙ୍କର ଗୋଟିଏ ବିଶେଷ ପର୍ବ ଥିବାରୁ ସେ ଯିରୁଶାଲମକୁ ଗଲେ।

Gade chapit la Kopi




ଯୋହନ 5:1
8 Referans Kwoze  

ଇହୁଦୀମାନଙ୍କର ନିସ୍ତାର ପର୍ବ ଅତି ନିକଟ ହୋଇ ଆସିଲା। ତେଣୁ ଯୀଶୁ ଯିରୂଶଶଲମକୁ ଗଲେ।


ଶେଷରେ ଯେତେବେଳେ ଉପଯୁକ୍ତ ସମୟ ଆସିଲା, ଈଶ୍ୱର ତାଙ୍କ ନିଜ ପୁତ୍ରଙ୍କୁ ପ୍ରେରଣ କଲେ। ଜଣେ ସାଧାରଣ ସ୍ତ୍ରୀ ଗର୍ଭରୁ ସେ ଜାତ ହୋଇ ଇହୁଦୀୟ ବ୍ୟବସ୍ଥାର ଅଧୀନରେ ଜୀବନ ଯାପନ କଲେ।


କିନ୍ତୁ ଯୀଶୁ ଉତ୍ତର ଦେଲେ, “ମୋ’ କଥାରେ ସମ୍ମତ ହୁଅ। କାରଣ ଏହା ଦ୍ୱାରା ଆମେ ଈଶ୍ୱରଙ୍କ ଇଚ୍ଛାନୁରୂପ କର୍ମ କରିପାରିବା।” ତେଣୁ ଯୋହନ ତାଙ୍କୁ ଜଳଦୀକ୍ଷା ଦେବାକୁ ରାଜି ହେଲେ।


Swiv nou:

Piblisite


Piblisite