Biblia Todo Logo
Bib sou entènèt

- Piblisite -




ଯୋହନ 5:3 - ପବିତ୍ର ବାଇବଲ (CL) NT (BSI)

3 ଏବଂ ଏହି ମଣ୍ଡପଗୁଡ଼ିକ ଉପରେ ଅନେକ ରୋଗୀ, ଅନ୍ଧ, ଛୋଟା ଓ ପକ୍ଷଘାତୀମାନେ ପଡ଼ି ରହିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେଗୁଡ଼ିକରେ ଅନେକ ଅନେକ ପୀଡ଼ିତ, ଅନ୍ଧ, ଖଞ୍ଜ ଓ ଶୁଷ୍କାଙ୍ଗ ପଡ଼ିରହୁଥିଲେ। [ସେମାନେ ଜଳସଞ୍ଚଳନ ଅପେକ୍ଷାରେ ରହୁଥିଲେ;

Gade chapit la Kopi

ଓଡିଆ ବାଇବେଲ

3 ସେଗୁଡ଼ିକରେ ଅନେକ ଅନେକ ପୀଡ଼ିତ, ଅନ୍ଧ, ଖଞ୍ଜ ଓ ଶୁଷ୍କାଙ୍ଗ ପଡ଼ିରହୁଥିଲେ । [ସେମାନେ ଜଳସଞ୍ଚଳନ ଅପେକ୍ଷାରେ ରହୁଥିଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେଗୁଡ଼ିକରେ ଅନେକ ଅନେକ ପୀଡ଼ିତ, ଅନ୍ଧ, ଖଞ୍ଜ ଓ ଶୁଷ୍କାଙ୍ଗ ପଡ଼ିରହୁଥିଲେ। [ସେମାନେ ଜଳସଞ୍ଚଳନ ଅପେକ୍ଷାରେ ରହୁଥିଲେ;

Gade chapit la Kopi

ପବିତ୍ର ବାଇବଲ

3 ବହୁତ ଅସୁସ୍ଥ ଲୋକେ ପୋଖରୀ ପାଖ ମଣ୍ଡପ ଗୁଡ଼ିକରେ ପଡ଼ି ରହୁଥିଲେ। ସେମାନଙ୍କ ମଧ୍ୟରୁ କେତେକ ଅନ୍ଧ, ଛୋଟା ଓ ପକ୍ଷାଘାତଗ୍ରସ୍ତ ରୋଗୀ ଥିଲେ।

Gade chapit la Kopi




ଯୋହନ 5:3
12 Referans Kwoze  

ସେ ଯୋହନଙ୍କଠାରୁ ଖବର ଆଣିଥିବା ଲୋକଙ୍କୁ ଉତ୍ତର ଦେଲେ, “ଫେରି ଯାଇ ତୁମ୍ଭେମାନେ ଯାହା ଦେଖିଛ ଓ ଶୁଣିଛ, ତାହା ଯୋହନଙ୍କୁ କୁହ: ଅନ୍ଧମାନେ ଦେଖିପାରୁଛନ୍ତି, ଖଞ୍ଜମାନେ ଚାଲି ପାରୁଛନ୍ତି, କୁଷ୍ଠରୋଗୀମାନେ ସୁସ୍ଥ ହେଉଛନ୍ତି, ବଧିରମାନେ ଶୁଣି ପାରୁଛନ୍ତି, ମୃତମାନେ ଜୀବନ ପାଉଛନ୍ତି ଓ ଦରିଦ୍ରମାନଙ୍କ ନିକଟରେ ଶୁଭବାର୍ତ୍ତା ପ୍ରଚାର କରାଯାଉଛି।


ବହୁ ସଂଖ୍ୟାରେ ଲୋକମାନେ ଆସି ତାଙ୍କ ନିକଟରେ ଜମା ହେଲେ। ସେମାନେ ପଙ୍ଗୁ, ଅନ୍ଧ, ବିକଳାଙ୍ଗ ଓ ଅନେକ ପୀଡ଼ିତ ଲୋକମାନଙ୍କୁ ଆଣି ଯୀଶୁଙ୍କ ପାଦ ତଳେ ରଖିଲେ ଏବଂ ଯୀଶଉ ସେ ସମସ୍ତଙ୍କୁ ସୁସ୍ଥ କଲେ।


ହେ ଭାଇମାନେ, ପ୍ରଭୁଙ୍କର ପୁନରାଗମନ ପଯ୍ୟନ୍ତ ଧୈର୍ଯ୍ୟ ଧର। ଦେଖ, କୃଷକ କିପରି ତା’ କ୍ଷେତରେ ବହୁମୂଲ୍ୟ ଫସଲ ଉତ୍ପନ୍ନ କରିବା ପାଇଁ ଧେର୍ଯ୍ୟ ସହକାରେ ପ୍ରଥମ ଓ ଶେଷ ବର୍ଷାକୁ ଅପେକ୍ଷା କରେ!


କିନ୍ତୁ ଆମେ ଯଦି ଅଦୃଶ୍ୟ ବିଷୟ ପାଇଁ ଭରସା କରୁ, ତେବେ ଆମକୁ ଧୈର୍ଯ୍ୟ ସହକାରେ ଅପେକ୍ଷା କରିବାକୁ ପଡ଼ିବ।


ସମୁଦାୟ ସିରିଆରେ ତାଙ୍କ ଖ୍ୟାତି ବ୍ୟାପି ଗଲା ଏବଂ ଲୋକେ ଭୂତଗ୍ରସ୍ତ, ଅପସ୍ମାର, ପକ୍ଷାଘାତ ପ୍ରଭୃତି ସବୁ ପ୍ରକାର ବ୍ୟାଧିଗ୍ରସ୍ତ ଲୋକଙ୍କୁ ତାଙ୍କ ନିକଟକୁ ନେଇ ଆସିଲେ।


ସେଠାରେ “ମେଷଦ୍ୱାର” ନିକଟରେ ବେଥଜାଥା ନାମକ ଗୋଟିଏ ପୁଷ୍କରିଣୀ ଥିଲା। ପୁଷ୍କରିଣୀର ପାଞ୍ଚଟି ମଣ୍ଡପ ଥିଲା


Swiv nou:

Piblisite


Piblisite