Biblia Todo Logo
Bib sou entènèt

- Piblisite -




ଯୋହନ 5:6 - ପବିତ୍ର ବାଇବଲ (CL) NT (BSI)

6 ଯୀଶୁ ସେଠାରେ ତାକୁ ପଡ଼ି ରହିଥିବା ଦେଖି ଜାଣିପାରିଲେ, ଲୋକଟି ବହୁ ବର୍ଷ ଧରି ପୀଡ଼ିତ ଥିଲା। ତେଣୁ ସେ ତାକୁ ପଚାରିଲେ: “ତୁମେ କ’ଣ ସୁସ୍ଥ ହେବାକୁ ଚାହଁ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଯୀଶୁ ତାକୁ ପଡ଼ିରହିଥିବା ଦେଖି ବହୁକାଳର ରୋଗୀ ବୋଲି ଜାଣି ତାକୁ ପଚାରିଲେ, ତୁମ୍ଭେ କଅଣ ସୁସ୍ଥ ହେବାକୁ ଇଚ୍ଛା କରୁଅଛ?

Gade chapit la Kopi

ଓଡିଆ ବାଇବେଲ

6 ଯୀଶୁ ତାକୁ ପଡ଼ିରହିଥିବା ଦେଖି ବହୁକାଳର ରୋଗୀ ବୋଲି ଜାଣି ତାକୁ ପଚାରିଲେ, ତୁମ୍ଭେ କ'ଣ ସୁସ୍ଥ ହେବାକୁ ଇଚ୍ଛା କରୁଅଛ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଯୀଶୁ ତାହାକୁ ପଡ଼ିରହିଥିବା ଦେଖି ବହୁକାଳର ରୋଗୀ ବୋଲି ଜାଣି ତାହାକୁ ପଚାରିଲେ, “ତୁମ୍ଭେ କଅଣ ସୁସ୍ଥ ହେବାକୁ ଇଚ୍ଛା କରୁଅଛ?”

Gade chapit la Kopi

ପବିତ୍ର ବାଇବଲ

6 ଯୀଶୁ ସେହି ଲୋକକୁ ସେଠାରେ ପଡ଼ି ରହିଥିବା ଦେଖିଲେ। ସେ ଜାଣିଲେ ଯେ, ସେ ଲୋକଟି ବହୁତ ବର୍ଷ ହେଲାଣି ରୋଗରେ ପଡ଼ିଛି। ତେଣୁ ଯୀଶୁ ତାକୁ ପଗ୍ଭରିଲେ, “ତୁମ୍ଭେ କ'ଣ ସୁସ୍ଥ ହେବାକୁ ଗ୍ଭହଁ?”

Gade chapit la Kopi




ଯୋହନ 5:6
9 Referans Kwoze  

ଯେ ଆମର ଦୋଷ ଦୁର୍ବଳତା ଅନୁଭବ କରି ପାରନ୍ତି ନାହିଁ, ସେପରି ମହାଯାଜକ ସେ ନୁଦ୍ନ୍ି। ବରଂ ଆମ ମହାଯାଜକ, ଆମ ପରି ନାନା ପ୍ରକାରେ ପ୍ରଲୋଭିତ ହୋଇଥିଲେ, କିନ୍ତୁ ସେ ନିଷ୍ପାପ ରହିଲେ;


“ତୋ’ ପାଇଁ କ’ଣ କରିବି ବୋଲି ତୁ ଚାହୁଁଛୁ?” ସେ ଉତ୍ତର ଦେଲା, “ପ୍ରଭୁ, ମୁଁ ଯେପରି ଦୃଷ୍ଟି ପାଏ।”


ଈଶ୍ୱରଙ୍କଠାରୁ କୌଣସି ବିଷୟ ଗୁପ୍ତ ନୁହେୁଁ; ସମୁଦାୟ ସୃଷ୍ଟିରେ ସମୟ ବଷୟ ତାହାଙ୍କ ସର୍ବଦର୍ଶୀ ଚକ୍ଷୁ ସମ୍ମୁଖରେ ଅନାଚ୍ଛାଦିତ ଓ ଉନ୍ମୁକ୍ତ। ସେହି ଈଶ୍ୱରଙ୍କ ସମ୍ମୁଖରେ ଆମ୍ଭମାନଙ୍କୁ ହିସାବ ଦେବାକୁ ପଡ଼ିବ।


ଯୀଶୁ ଶିମୋନଙ୍କୁ ତୃତୀୟ ଥର ପଚାରିଲେ, “ଯୋହନଙ୍କ ପୁତ୍ର ଶିମୋନ, ତୁମେ ମୋତେ ସ୍ନେହ କରୁଛ?” ଏଥିରେ ପିତର ଦୁଃଖିତ ହେଲେ। କାରଣ ଯୀଶୁ ତାଙ୍କୁ ତୃତୀୟ ଥର ପଚାରିଲେ, “ତୁମେ ମୋତେ ସ୍ନେହ କରୁଛ?” ସେ କହିଲେ, “ପ୍ରଭୁ, ଆପଣ ସବୁ ଜାଣନ୍ତି- ମୁଁ ଯେ ଆପଣଙ୍କୁ ସ୍ନେହ କରେ, ଆପଣ ତାହା ଜାଣନ୍ତି।” ଯୀଶୁ ତାଙ୍କୁ କହିଲେ, “ମୋର ମେଷମାନଙ୍କର ଯତ୍ନ ନିଅ।


ସେମାନଙ୍କ ମଧ୍ୟରେ ଅଠତିରିଶି ବର୍ଷଯାଏ ଅସୁସ୍ଥ ଥିବା ଜଣେ ରୋଗୀ ଥିଲା।


ରୋଗୀଟି ଉତ୍ତର ଦେଲା, “ଆଜ୍ଞା, ପାଣି ଚହଲିଲା ବେଳେ ପୁଷ୍କରିଣୀ ପାଖକୁ ନେଇଯିବା ପାଇଁ ମୋର କେହି ନାହିଁ। ମୁଁ ଯିବାକୁ ଚେଷ୍ଟା କରିବାବେଳେ ଆଉ ଜଣେ ସେଠାରେ ଆଗେ ପହଞ୍ଚିଯାଏ।”


Swiv nou:

Piblisite


Piblisite