Biblia Todo Logo
Bib sou entènèt

- Piblisite -




ଯୋହନ 5:9 - ପବିତ୍ର ବାଇବଲ (CL) NT (BSI)

9 ତତ୍କ୍ଷଣାତ୍ ରୋଗୀଟି ସୁସ୍ଥ ହୋଇଗଲା ଏବଂ ତା’ର ବିଛଣା ଉଠାଇ ଚାଲିବାକୁ ଲାଗିଲା। ସେଦିନ ଥିଲା ବିଶ୍ରାମବାର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସେହିକ୍ଷଣି ସେ ଲୋକଟି ସୁସ୍ଥ ହେଲା ଓ ଆପଣାର ଖଟିଆ ଘେନି ଚାଲିବାକୁ ଲାଗିଲା। ସେ ଦିନ ବିଶ୍ରାମବାର ଥିଲା।

Gade chapit la Kopi

ଓଡିଆ ବାଇବେଲ

9 ସେହିକ୍ଷଣି ସେ ଲୋକଟି ସୁସ୍ଥ ହେଲା ଓ ଆପଣାର ଖଟିଆ ଘେନି ଚାଲିବାକୁ ଲାଗିଲା । ସେ ଦିନ ବିଶ୍ରାମବାର ଥିଲା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେହିକ୍ଷଣି ସେ ଲୋକଟି ସୁସ୍ଥ ହେଲା ଓ ଆପଣାର ଖଟିଆ ଘେନି ଚାଲିବାକୁ ଲାଗିଲା। ସେହି ଦିନ ବିଶ୍ରାମବାର ଥିଲା।

Gade chapit la Kopi

ପବିତ୍ର ବାଇବଲ

9 ସଙ୍ଗେ ସଙ୍ଗେ ଲୋକଟି ସୁସ୍ଥ ହୋଇଗଲା। ସେ ତା’ ବିଛଣା ଉଠେଇ ଗ୍ଭଲିବାକୁ ଆରମ୍ଭ କଲା। ଏହି ଘଟଣା ବିଶ୍ରାମବାରର ଦିନ ହୋଇଥିଲା।

Gade chapit la Kopi




ଯୋହନ 5:9
15 Referans Kwoze  

ଯୀଶୁ ଯେଉଁ ଦିନ କାଦୁଅ କରି ତାକୁ ଦୃଷ୍ଟି ଶକ୍ତି ଦେଇଥିଲେ, ସେହି ଦିନ ଥିଲା ବିଶ୍ରାମବାର।


ଅନ୍ଧ କହିଲା, “ଗୁରୁ! ମୁଁ ଦୃଷ୍ଟିଶକ୍ତି ଫେରି ପାଇବାକୁ ଚାହେଁ।” ଯୀଶୁ ତାକୁ କହିଲେ, “ଯାଅ, ତୁମର ବିଶ୍ୱାସ ତୁମକୁ ସୁସ୍ଥ କରିଛି।” ସଙ୍ଗେ ସଙ୍ଗେ ଅନ୍ଧ ତା’ର ଦୃଷ୍ଟିଶକ୍ତି ଫେରି ପାଇଲା ଏବଂ ସେ ମଧ୍ୟ ଯୀଶୁଙ୍କ ପଛେ ପଛେ ଚାଲିଲା।


ସେ ଯୀଶୁଙ୍କ ବସ୍ତ୍ରକୁ ଛୁଇଁଦେବା ମାତ୍ରେ ତା’ର ରକ୍ତସ୍ରାବ ବନ୍ଦ ହୋଇଗଲା ଏବଂ ସେ ରୋଗ ମୁକ୍ତ ହୋଇ ଯାଇଛି ବୋଲି ଅନୁଭବ କଲା।


ତତ୍କ୍ଷଣାତ୍ ସେହି ରୋଗ ତା’ଠାରୁ ଦୂର ହୋଇଗଲା ଓ ସେ ଶୁଚି ହେଲା।


ଯୀଶୁ ତାଙ୍କ ନିକଟକୁ ଯାଇ ତାଙ୍କ ହାତ ଧରି ଉଠାଇଲେ। ତାଙ୍କ ଜ୍ୱର ଛାଡ଼ିଗଲା ଏବଂ ସେ ସେମାନଙ୍କର ଆତିଥ୍ୟ କରିବାରେ ଲାଗି ପଡ଼ିଲେ।


ଯଦି ବିଶ୍ରାମବାରରେ ଗୋଟିଏ ପୁଅକୁ ସୁନ୍ନତ କରାଇବା ଦ୍ୱାରା ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କରାଯାଉ ନାହିଁ, ସେହିଦିନ ମୁଁ ଜଣେ ଲୋକର ଶରୀରକୁ ସମ୍ପୂଣର୍ଣ ଆରୋଗ୍ୟ କରିଦେଲେ, କାହିଁକି ଉତ୍ତ୍ୟକ୍ତ ହେଉଛ?


ଏହାପରେ ଯୀଶୁ ତାକୁ ମନ୍ଦିର ଭିତରେ ଦେଖି କହିଲେ: “ଶୁଣ, ତୁମେ ଏବେ ସୁସ୍ଥ ହୋଇଛ, ଆଉ ପାପ କର ନାହିଁ, ନଚେତ୍ ତୁମର ଅଧିକ ଅନିଷ୍ଟ ହୋଇପାରେ।”


Swiv nou:

Piblisite


Piblisite