Biblia Todo Logo
Bib sou entènèt

- Piblisite -




ଯୋହନ 6:1 - ପବିତ୍ର ବାଇବଲ (CL) NT (BSI)

1 ଏହାପରେ ଯୀଶୁ ଗାଲିଲୀ ବା ତିବିରିଆର ହ୍ରଦର ଆରପାରିକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏଥିଉତ୍ତାରେ ଯୀଶୁ ଗାଲିଲୀ ସମୁଦ୍ରର, ଅର୍ଥାତ୍, ତିବିରୀୟା ସମୁଦ୍ରର ଆରପାରିକି ଗଲେ।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଯୀଶୁ ଗାଲିଲୀ ସମୁଦ୍ରର, ଅର୍ଥାତ୍‍, ତିବିରୀୟା ସମୁଦ୍ରର ଆରପାରିକୁ ଗଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଯୀଶୁ ଗାଲିଲୀ ସମୁଦ୍ରର, ଅର୍ଥାତ୍‍, ତିବିରୀୟା ହ୍ରଦର ଆରପାରିକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ

1 ଏହା ପରେ ଯୀଶୁ ଗାଲିଲୀ ହ୍ରଦ (ଅର୍ଥାତ୍ ତିବିରିଆ ହ୍ରଦ) ପାର ହୋଇ ଆରପାରିକି ଗଲେ।

Gade chapit la Kopi




ଯୋହନ 6:1
12 Referans Kwoze  

ଯେଉଁଠାରେ ଯୀଶୁ ପ୍ରାର୍ଥନା କରି ଲୋକମାନଙ୍କୁ ରୋଟୀ ଖାଇବାକୁ ଦେଇଥିଲେ, ତିବିରିଆରୁ ଆଉ କେତୋଟି ନୌକା ସେହି ସ୍ଥାନ ନିକଟରେ ପହଞ୍ôଚଲା।


ଦିନେ ଯୀଶୁ ଗିନେସରତ୍ ହ୍ରଦ କୂଳରେ ଛିଡ଼ା ହୋଇଥିଲେ ଓ ଲୋକମାନେ ତାଙ୍କଠାରୁ ଈଶ୍ୱରଙ୍କ ବାକ୍ୟ ଶୁଣିବା ପାଇଁ ତାଙ୍କ ଉପରେ ମାଡ଼ି ପଡ଼ୁଥିଲେ।


ଯୀଶୁ ଗାଲିଲୀ ହ୍ରଦକୂଳ ଦେଇ ଗମନ କଲାବେଳେ ଶିମୋନ (ପିତର) ଓ ଆନ୍ଦ୍ରିୟ ନାମକ ଦୁଇଜଣ ଧୀବରଙ୍କୁ ଭେଟିଲେ। ଏ ଦୁଇ ଭାଇ ଜାଲ ପକାଇ ହ୍ରଦରେ ମାଛ ଧରୁଥିଲେ।


ଏହା ପରେ ତିବିରିଆ ହ୍ରଦ କୂଳରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଆଉ ଥରେ ଦର୍ଶନ ଦେଲେ।


ସେଠାରୁ ବାହାରି ଯୀଶୁ ହ୍ରଦ କୂଳେ କୂଳେ ଯାଇ ଗୋଟିଏ ପାହାଡ଼ ଉପରେ ବସିଲେ।


ଏହାପରେ ଯୀଶୁ ଗାଲିଳୀରେ ଭ୍ରମଣ କଲେ। ସେ ଆଉ ଯିହୁଦା ଦେଶରେ ଭ୍ରମଣ କରିବାକୁ ଚାହିଁଲେ ନାହିଁ, କାରଣ ସେଠାକାର ଇହୁଦୀ କର୍ତ୍ତୃପକ୍ଷମାନେ ତାଙ୍କୁ ପ୍ରାଣରେ ମାରିଦେବା ପାଇଁ ଚାହୁଁଥିଲେ।


ଲୋକମାନେ ତାକୁ ପଚାରିଲେ, “ତା’ ହେଲେ, ତୁ ଏବେ ଦେଖିପାରୁଛୁ କିପରି?”


Swiv nou:

Piblisite


Piblisite