Biblia Todo Logo
Bib sou entènèt

- Piblisite -




ଯୋହନ 6:5 - ପବିତ୍ର ବାଇବଲ (CL) NT (BSI)

5 ତାଙ୍କ ନିକଟକୁ ଅନେକ ଲୋକ ଆସୁଥିବା ଦେଖି, ଯୀଶୁ ଫିଲିପ୍ଙ୍କୁ ପଚାରିଲେ: “ଏତେ ଲୋକଙ୍କ ପାଇଁ କେଉଁଠୁ ଯଥେଷ୍ଟ ଖାଦ୍ୟ କିଣିବା?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି, ଯୀଶୁ ଦୃଷ୍ଟିପାତ କରି ବହୁସଂଖ୍ୟକ ଲୋକଙ୍କୁ ଆପଣା ନିକଟକୁ ଆସିବା ଦେଖି ଫିଲିପ୍ପଙ୍କୁ କହିଲେ, ଏମାନଙ୍କର ଭୋଜନ ନିମନ୍ତେ ଆମ୍ଭେମାନେ କେଉଁଠାରୁ ରୋଟୀ କିଣିବା?

Gade chapit la Kopi

ଓଡିଆ ବାଇବେଲ

5 ପୁଣି, ଯୀଶୁ ଦୃଷ୍ଟିପାତ କରି ବହୁସଂଖ୍ୟକ ଲୋକଙ୍କୁ ଆପଣା ନିକଟକୁ ଆସିବା ଦେଖି ଫିଲିପ୍ପଙ୍କ କହିଲେ, ଏମାନଙ୍କର ଭୋଜନ ନିମନ୍ତେ ଆମ୍ଭେମାନେ କେଉଁଠାରୁ ରୁଟି କିଣିବା ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ଯୀଶୁ ଦୃଷ୍ଟିପାତ କରି ବହୁସଂଖ୍ୟକ ଲୋକଙ୍କୁ ଆପଣା ନିକଟକୁ ଆସିବା ଦେଖି ଫିଲିପ୍ପଙ୍କୁ କହିଲେ, “ଏମାନଙ୍କର ଭୋଜନ ନିମନ୍ତେ ଆମ୍ଭେମାନେ କେଉଁଠାରୁ ରୁଟି କିଣିବା?”

Gade chapit la Kopi

ପବିତ୍ର ବାଇବଲ

5 ଯୀଶୁ ଦେଖିଲେ ଲୋକମାନେ ବହୁ ସଂଖ୍ୟାରେ ତାହାଙ୍କ ପାଖକୁ ଆସୁଛନ୍ତି। ସେ ଫିଲି‌ପ୍‌ପଙ୍କୁ କହିଲେ, “ଫିଲି‌ପ୍‌ପ, ଏହି ଲୋକମାନଙ୍କୁ ଖୁଆଇବା ପାଇଁ ଆମ୍ଭେ କେଉଁଠାରୁ ଯଥେଷ୍ଟ ଖାଦ୍ୟ କିଣି ପାରିବା?”

Gade chapit la Kopi




ଯୋହନ 6:5
14 Referans Kwoze  

ଶିଷ୍ୟମାନେ ପଚାରିଲେ, “ଏମରୁ ଅଞ୍ଚଳରେ ଏତେ ଲୋକଙ୍କୁ ଖୁଆଇବା ପାଇଁ ଆମେ କେଉଁଠୁ ଖାଦ୍ୟ ପାଇବା?”


ତୁମ୍ଭେମାନେ କହିଥାଅ, ‘ଆଉ ଚାରି ମାସ ପରେ ଫସଲ କାଟିବାର ସମୟ ଆସିବ’। କିନ୍ତୁ ମୁଁ କହୁଛି, କ୍ଷେତଗୁଡ଼ିକୁ ଭଲ କରି ଚାହିଁ ଦେଖ। ବର୍ତ୍ତମାନ ଶସ୍ୟ ସବୁ ପାଚି ଯାଇଛି ଓ ଅମଳ ପାଇଁ ଉପଯୁକ୍ତ ହୋଇ ସାରିଛି।


ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଲେ। ବାଟରେ ଫିଲିପ୍ ନାମକ ଜଣେ ବ୍ୟକ୍ତିକୁ ଭେଟି କହିଲେ, “ମୋ’ ସଙ୍ଗରେ ଆସ।” (


ତା’ପରେ ଯୀଶୁ ଓ ତାଙ୍କ ଶିଷ୍ୟମାନେ ନୌକାଚଢ଼ି ଗୋଟିଏ ନିର୍ଜନ ସ୍ଥାନକୁ ଯିବା ପାଇଁ ବାହାରିଲେ।


ପ୍ରେରିତ ଶିଷ୍ୟମାନେ ଫେରି ଆସିଲେ ଓ ସେମାନେ ଯାହା ଯାହା କରିଥିଲେ, ସବୁ ଯୀଶୁଙ୍କୁ ଜଣାଇଲେ। ସେ ସେମାନଙ୍କୁ ସଙ୍ଗରେ ନେଇ ବେଥ୍ସାଇଦା ନାମକ ଏକ ସହରକୁ ଗଲେ।


ଫିଲିପ୍ ମଧ୍ୟ ଆନ୍ଦ୍ରିୟ ଓ ପିତରଙ୍କ ବାସସ୍ଥାନ ବେଥ୍ସାଇଦାରେ ରହୁଥିଲେ।)


ଫିଲିପ୍ ନିଥ୍ନିୟେଲଙ୍କୁ ଭେଟି କହିଲେଏ “ଯାହାଙ୍କ ବିଷୟରେ ମୋଶା ତାଙ୍କ ବ୍ୟବସ୍ଥା ପୁସ୍ତକରେ ଉଲ୍ଲେଖ କରିଛନ୍ତି ଓ ଭାବବାଦୀମାନେ ଲେଖି ଯାଇଛନ୍ତି, ଆମେ ତାଙ୍କର ପରିଚୟ ପାଇଛୁ। ସେ ହେଉଛନ୍ତି ନାଜରିତ ଗ୍ରାମର ଯୋଷେଫଙ୍କ ପୁତ୍ର ଯୀଶୁ।”


ନିଥ୍ନିୟେଲ ପ୍ରଶ୍ନ କଲେ, “ନାଜରିତରୁ କ’ଣ କୌଣସି ଉକ୍ରୃଷ୍ଟ ବିଷୟ ବାହାରିପାରେ?” ଫିଲିପ୍ ଉତ୍ତର ଦେଲେ, “ଆସି ଦେଖ।”


ନିଥ୍‌ନିୟେଲ ପଚାରିଲେ, “ମୋତେ ଆପଣ କିପରି ଜାଣିଲେ?” ଯୀଶୁ ଉତ୍ତର ଦେଲେ: “ଫିଲିପ୍ ତୁମକୁ ଡାକିବା ପୂର୍ବରୁ ତୁମେ ଡିମିରି ଗଛ ତଳେ ଥିବାବେଳେ ମୁଁ ତୁମକୁ ଦେଖିଛି।”


Swiv nou:

Piblisite


Piblisite