Biblia Todo Logo
Bib sou entènèt

- Piblisite -




ଯୋହନ 7:11 - ପବିତ୍ର ବାଇବଲ (CL) NT (BSI)

11 ଉତ୍ସବ ସମୟରେ ଇହୁଦୀ କର୍ତ୍ତୃପକ୍ଷମାନ ତାଙ୍କୁ ଖୋଜୁ ଖୋଜୁ ପଚାରିଲେ, “ସେ କାହାନ୍ତି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏଣୁ ଯିହୁଦୀମାନେ ପର୍ବରେ ତାହାଙ୍କୁ ଖୋଜୁ ଖୋଜୁ ପଚାରିଲେ, ସେ କାହିଁ?

Gade chapit la Kopi

ଓଡିଆ ବାଇବେଲ

11 ଏଣୁ ଯିହୂଦୀମାନେ ପର୍ବରେ ତାହାଙ୍କୁ ଖୋଜୁ ଖୋଜୁ ପଚାରିଲେ, ସେ କାହିଁ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଣୁ ଯିହୁଦୀମାନେ ପର୍ବରେ ତାହାଙ୍କୁ ଖୋଜୁ ଖୋଜୁ ପଚାରିଲେ, ସେ କାହିଁ?

Gade chapit la Kopi

ପବିତ୍ର ବାଇବଲ

11 ଯିହୂଦୀମାନେ ପର୍ବରେ ଯୀଶୁଙ୍କୁ ଖୋଜିଲେ। ସେମାନେ ପଗ୍ଭରିଲେ, “ସେହି ଲୋକଟି କାହିଁ?”

Gade chapit la Kopi




ଯୋହନ 7:11
6 Referans Kwoze  

ସେମାନେ ଯୀଶୁଙ୍କୁ ଖୋଜିବାକୁ ଲାଗିଲେ ଏବଂ କୁହାକୁହି ହେଲେ, “ସେ ବୋଧହୁଏ ଏହି ପର୍ବକୁ ଆସିବେ ନାହିଁ। କ’ଣ କହୁଛ?”


ଯିରୂଶାଲମର ଇହୁଦୀ କର୍ତ୍ତୃପକ୍ଷ କେତେ ଜଣ ଧର୍ମଯାଜକ ଓ ଲେବୀୟମାନଙ୍କୁ ଯୋହନଢ଼ଙ୍କ ନିକଟକୁ ପଠାଇଲେ। ସେମାନେ ତାଙ୍କୁ ପଚାରିଲେ, “ଆପର କିଏ?”


ଏହାପରେ ଯୀଶୁ ଗାଲିଳୀରେ ଭ୍ରମଣ କଲେ। ସେ ଆଉ ଯିହୁଦା ଦେଶରେ ଭ୍ରମଣ କରିବାକୁ ଚାହିଁଲେ ନାହିଁ, କାରଣ ସେଠାକାର ଇହୁଦୀ କର୍ତ୍ତୃପକ୍ଷମାନେ ତାଙ୍କୁ ପ୍ରାଣରେ ମାରିଦେବା ପାଇଁ ଚାହୁଁଥିଲେ।


କିନ୍ତୁ ଇହୁଦୀ କର୍ତ୍ତୃପକ୍ଷମାନଙ୍କ ଭୟରେ କେହି ତାଙ୍କ ବିଷୟରେ ପ୍ରକାଶ୍ୟରେ କଥାବାର୍ତ୍ତା ହୋଇ ପାରିଲେ ନାହିଁ।


ଇହୁଦୀ କର୍ତ୍ତୃପକ୍ଷମାନେ ବିସ୍ମୟ ପ୍ରକାଶ କରି କହିଲେ, “କୌଣସି ବିଷୟରେ ତାଳିମ ନ ପାଇଁ ସେ ଏତେ କଥା ଜାଣିଛନ୍ତି କିପରି?”


“ସେ କାହାନ୍ତି”, ବୋଲି ଲୋକମାନେ ତାକୁ ପଚାରିଲେ। ଲୋକଟି ଉତ୍ତର ଦେଲା, “ମୁଁ ଜାଣେ ନାହିଁ।”


Swiv nou:

Piblisite


Piblisite