Biblia Todo Logo
Bib sou entènèt

- Piblisite -




ଯୋହନ 7:21 - ପବିତ୍ର ବାଇବଲ (CL) NT (BSI)

21 ଯୀଶୁ କହିଲେ: “ମୁଁ ଗୋଟିଏ ମହାନ୍ କାର୍ଯ୍ୟ କରିବା ଦେଖି ତୁମ୍ଭେମାନେ ଆଶ୍ଚର୍ଯ୍ୟ ହେଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଗୋଟିଏ କର୍ମ କଲି, ଆଉ ତୁମ୍ଭେମାନେ ସମସ୍ତେ ଚମତ୍କୃତ ହୋଇଅଛ।

Gade chapit la Kopi

ଓଡିଆ ବାଇବେଲ

21 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଗୋଟିଏ କର୍ମ କଲି, ଆଉ ତୁମ୍ଭେମାନେ ସମସ୍ତେ ଚମତ୍କୃତ ହୋଇଅଛ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ଗୋଟିଏ କର୍ମ କଲି, ଆଉ ତୁମ୍ଭେମାନେ ସମସ୍ତେ ଚମତ୍କୃତ ହୋଇଅଛ।

Gade chapit la Kopi

ପବିତ୍ର ବାଇବଲ

21 ଯୀଶୁ ସେମାନଙ୍କୁ କହିଲେ, “ମୁଁ ଗୋଟିଏ ଆଶ୍ଚର୍ଯ୍ୟକାର୍ଯ୍ୟ କଲି, ଏବଂ ତୁମ୍ଭେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଥିଲ।

Gade chapit la Kopi




ଯୋହନ 7:21
3 Referans Kwoze  

ଯଦି ବିଶ୍ରାମବାରରେ ଗୋଟିଏ ପୁଅକୁ ସୁନ୍ନତ କରାଇବା ଦ୍ୱାରା ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କରାଯାଉ ନାହିଁ, ସେହିଦିନ ମୁଁ ଜଣେ ଲୋକର ଶରୀରକୁ ସମ୍ପୂଣର୍ଣ ଆରୋଗ୍ୟ କରିଦେଲେ, କାହିଁକି ଉତ୍ତ୍ୟକ୍ତ ହେଉଛ?


ଯୀଶୁ ବିଶ୍ରାମବାରରେ ଏଭଳି କାର୍ଯ୍ୟ କରୁଥିବାରୁ ଇହୁଦୀମାନେ ତାଙ୍କ ଉପରେ ନିର୍ଯ୍ୟାତନା କରିବାକୁ ଆରମ୍ଭ କଲେ।


Swiv nou:

Piblisite


Piblisite