ଯୋହନ 7:34 - ପବିତ୍ର ବାଇବଲ (CL) NT (BSI)34 ତୁମ୍ଭେମାନେ ମୋତେ ଖୋଜିବ, କିନ୍ତୁ ପାଇବ ନାହିଁ, କାରଣ, ମୁଁ ଯେଉଁଠି ରହିବି, ତୁମ୍ଭେମାନେ ସେଠାକୁ ଯାଇ ପାରିବ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)34 ତୁମ୍ଭେମାନେ ମୋତେ ଖୋଜିବ, ମାତ୍ର ପାଇବ ନାହିଁ; ଆଉ, ମୁଁ ଯେଉଁଠାରେ ଥିବି, ତୁମ୍ଭେମାନେ ସେଠାକୁ ଯାଇ ପାରିବ ନାହିଁ। Gade chapit laଓଡିଆ ବାଇବେଲ34 ତୁମ୍ଭେମାନେ ମୋତେ ଖୋଜିବ, ମାତ୍ର ପାଇବ ନାହିଁ; ଆଉ, ମୁଁ ଯେଉଁଠାରେ ଥିବି, ତୁମ୍ଭେମାନେ ସେଠାକୁ ଆସିପାରିବ ନାହିଁ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ତୁମ୍ଭେମାନେ ମୋତେ ଖୋଜିବ, ମାତ୍ର ପାଇବ ନାହିଁ; ଆଉ, ମୁଁ ଯେଉଁଠାରେ ଥିବି, ତୁମ୍ଭେମାନେ ସେଠାକୁ ଆସିପାରିବ ନାହିଁ।” Gade chapit laପବିତ୍ର ବାଇବଲ34 ତୁମ୍ଭେମାନେ ମୋତେ ଖୋଜିବ, କିନ୍ତୁ ମୋତେ ପାଇବ ନାହିଁ। ଆଉ, ମୁଁ ଯେଉଁଠାରେ ଥିବି, ସେଠାକୁ ତୁମ୍ଭେମାନେ ଯାଇ ପାରିବ ନାହିଁ।” Gade chapit la |