ଯୋହନ 7:41 - ପବିତ୍ର ବାଇବଲ (CL) NT (BSI)41 କେହି କେହି କହିଲେ, “ସେ ମସୀହ।” କିନ୍ତୁ ଅନ୍ୟମାନେ କହିଲେ, “ମସୀହଙ୍କ ଆବିର୍ଭାବ ଗାଲିଲୀରୁ ହୋଇ ପାରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)41 ଅନ୍ୟମାନେ କହିବାକୁ ଲାଗିଲେ, ଏ ଖ୍ରୀଷ୍ଟ; କିନ୍ତୁ କେହି କେହି କହିବାକୁ ଲାଗିଲେ, କଅଣ ! ଖ୍ରୀଷ୍ଟ ଗାଲିଲୀରୁ ଆସିବେ? Gade chapit laଓଡିଆ ବାଇବେଲ41 ଅନ୍ୟମାନେ କହିବାକୁ ଲାଗିଲେ, ଏ ଖ୍ରୀଷ୍ଟ; କିନ୍ତୁ କେହି କେହି କହିବାକୁ ଲାଗିଲେ, କ'ଣ! ଖ୍ରୀଷ୍ଟ ଗାଲିଲୀରୁ ଆସିବେ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ଅନ୍ୟମାନେ କହିବାକୁ ଲାଗିଲେ, ଏ ଖ୍ରୀଷ୍ଟ; କିନ୍ତୁ କେହି କେହି କହିବାକୁ ଲାଗିଲେ, କଅଣ! ଖ୍ରୀଷ୍ଟ ଗାଲିଲୀରୁ ଆସିବେ? Gade chapit laପବିତ୍ର ବାଇବଲ41 ଅନ୍ୟମାନେ କହିଲେ, “ସେ ଖ୍ରୀଷ୍ଟ।” ଅନ୍ୟମାନେ କହିଲେ, “ଗାଲିଲୀରୁ ଖ୍ରୀଷ୍ଟ ଆସିବେ ନାହିଁ। Gade chapit la |