ଯୋହନ 8:10 - ପବିତ୍ର ବାଇବଲ (CL) NT (BSI)10 ଯୀଶୁ ମୁଣ୍ଡ ଟେକି ତାକୁ ପଚାରିଲେ, “ସେମାନେ କାହାନ୍ତି? ତୁମକୁ ଦଣ୍ଡ ଦେବାକୁ ଜଣେ ହେଲେ ରହିଲେ ନାହିଁ?” Gade chapit laପବିତ୍ର ବାଇବଲ (Re-edited) - (BSI)10 ପୁଣି, ଯୀଶୁ ମସ୍ତକ ଉତ୍ତୋଳନ କରି ତାକୁ କହିଲେ, ଗୋ ନାରୀ, ସେମାନେ କାହାନ୍ତି? କେହି କଅଣ ତୁମ୍ଭକୁ ଦଣ୍ତନୀୟ ବୋଲି ବିଚାର କଲେ ନାହିଁ? Gade chapit laଓଡିଆ ବାଇବେଲ10 ପୁଣି, ଯୀଶୁ ମସ୍ତକ ଉତ୍ତୋଳନ କରି ତାକୁ କହିଲେ, ଗୋ ନାରୀ, ସେମାନେ କାହାନ୍ତି ? କେହି କ'ଣ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଚାର କଲେ ନାହିଁ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ଯୀଶୁ ମସ୍ତକ ଉତ୍ତୋଳନ କରି ତାହାକୁ କହିଲେ, ଗୋ ନାରୀ, ସେମାନେ କାହାନ୍ତି? କେହି କଅଣ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଚାର କଲେ ନାହିଁ? Gade chapit laପବିତ୍ର ବାଇବଲ10 ଯୀଶୁ ମୁଣ୍ଡ ଟେକି ତାହାକୁ ପଗ୍ଭରିଲେ, “ସେମାନେ କୁଆଡ଼େ ଗଲେ? କ'ଣ କେହି ତୁମ୍ଭକୁ ଦଣ୍ଡନୀୟ ବୋଲି ବିଗ୍ଭର କଲେ ନାହିଁ।” Gade chapit la |