Biblia Todo Logo
Bib sou entènèt

- Piblisite -




ଯୋହନ 8:16 - ପବିତ୍ର ବାଇବଲ (CL) NT (BSI)

16 କିନ୍ତୁ ମୁଁ ଯଦି ତା’ କରନ୍ତି, ମୋର ବିଚାର ଯଥାର୍ଥ ହୁଅନ୍ତା, କାରଣ ମୁଁ ଏକାକୀ ଏ କାର୍ଯ୍ୟ କରେ ନାହିଁ, ମୋର ପ୍ରେରଣକାରୀ ପିତା ମୋ’ ସଙ୍ଗରେ ଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କିନ୍ତୁ ମୁଁ ଯଦି ବିଚାର କରେ, ତେବେ ସୁଦ୍ଧା ମୋହର ବିଚାର ଯଥାର୍ଥ; କାରଣ ମୁଁ ଏକାକୀ ନୁହେଁ, କିନ୍ତୁ ମୋହର ପ୍ରେରଣକର୍ତ୍ତା ମୋʼ ସାଙ୍ଗରେ ଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

16 କିନ୍ତୁ ମୁଁ ଯଦି ବିଚାର କରେ, ତେବେ ସୁଦ୍ଧା ମୋହର ବିଚାର ଯଥାର୍ଥ; କାରଣ ମୁଁ ଏକାକୀ ନୁହେଁ, କିନ୍ତୁ ମୋହର ପ୍ରେରଣକର୍ତ୍ତା ମୋ' ସାଙ୍ଗରେ ଅଛନ୍ତି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କିନ୍ତୁ ମୁଁ ଯଦି ବିଚାର କରେ, ତେବେ ସୁଦ୍ଧା ମୋହର ବିଚାର ଯଥାର୍ଥ; କାରଣ ମୁଁ ଏକାକୀ ନୁହେଁ, କିନ୍ତୁ ମୋହର ପ୍ରେରଣକର୍ତ୍ତା ମୋʼ ସାଙ୍ଗରେ ଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

16 କିନ୍ତୁ ମୁଁ ଯଦି ବିଗ୍ଭର କରେ, ତେବେ ମୋ’ ବିଗ୍ଭର ଠିକ୍ ହୁଅନ୍ତା। କାରଣ ମୁଁ ଏକୁଟିଆ ନୁହେଁ, ମୋ’ ସହିତ ମୋର ପ୍ରେରଣକର୍ତ୍ତା ପରମପିତା ଅଛନ୍ତି।

Gade chapit la Kopi




ଯୋହନ 8:16
15 Referans Kwoze  

ଯେ ମୋତେ ପ୍ରେରଣ କରିଛନ୍ତି, ସେ ମୋ’ ସଙ୍ଗରେ ଅଛନ୍ତି। ସେ ମୋତେ ଏକାକୀ ଛାଡ଼ି ଦେଇ ନାହାନ୍ତି, କାରଣ ଯାହା ତାଙ୍କର ସନ୍ତୋଷଜନକ, କେବଳ ତାହା ମୁଁ ସବୁବେଳେ କରିଥାଏ।”


ସେ ଗୋଟିଏ ଦିନ ନିରୂପଣ କରିଛନ୍ତି। ସେହିଦିନ ସେ ତାଙ୍କର ମନୋନୀତ ବ୍ୟକ୍ତିଙ୍କ ଦ୍ୱାରା ସମଗ୍ର ଜଗତର ନ୍ୟାୟ ବିଚାର କରିବେ। ସେହି ବ୍ୟକ୍ତିଙ୍କୁ ମୃତ୍ୟୁରୁ ପୁନରୁତ୍ôଥତ କରିବା ଦ୍ୱାରା ସେ ଏହି କଥାର ନିଶ୍ଚିତତା ସମସ୍ତଙ୍କୁ ଜଣାଇ ଅଛନ୍ତି।”


ସମୟ ଆସୁଛି- ବର୍ତ୍ତମାନ ସେ ସମୟ ଆସିଗଲାଣି, ଯେତେବେଳେ ତୁମେ ସମସ୍ତେ ଛିନ୍ନଭିନ୍ନ ହୋଇଯିବ, ପ୍ରତ୍ୟେକେ ନିଜ ନିଜ ଘରକୁ ପଳାଇଯିବ, ଆଉ ମୁଁ ଏକାକୀ ହୋଇ ରହିଯିବି। କିନ୍ତୁ ପ୍ରକୃତରେ ମୁଁ ଏକାକୀ ନୁହେଁ, କାରଣ ପିତା ଈଶ୍ୱର ମୋ’ ସଙ୍ଗରେ ଅଛନ୍ତି।


ତାହାପରେ ମୁଁ ଦେଖିଲି, ସ୍ୱର୍ଗଦ୍ୱାର ଉନ୍ମୁକ୍ତ ଓ ସେଠାରେ ଏକ ଶ୍ୱେତ ବର୍ଣ୍ଣ ଅଶ୍ୱ। ତାହାର ଆରୋହୀ ବିଶ୍ୱସ୍ତ ଓ ସତ୍ୟ ନାମରେ ପରିଚିତ। ତାଙ୍କ ବିଚାର ନ୍ୟାୟପର ଓ ସେ ଧର୍ମଯୁଦ୍ଧରେ ନିୟୋଜିତ।


Swiv nou:

Piblisite


Piblisite