Biblia Todo Logo
Bib sou entènèt

- Piblisite -




ଯୋହନ 8:3 - ପବିତ୍ର ବାଇବଲ (CL) NT (BSI)

3 ଦଳେ ଧର୍ମଗୁରୁ ଓ ଫାରୁଶୀ ବ୍ୟଭିଚାର ଅପରାଧରେ ଧରା ପଡ଼ିଥିବା ଗୋଟିଏ ସ୍ତ୍ରୀ ଲୋକକୁ ଟାଣି ଆଣିଲେ। ସମସ୍ତଙ୍କ ଆଗରେ ଠିଆ କରାଇ ଯୀଶୁଙକୁ ପଚାରିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ, ଶାସ୍ତ୍ରୀ ଓ ଫାରୂଶୀମାନେ ବ୍ୟଭିଚାର କର୍ମରେ ଧୃତା ଜଣେ ସ୍ତ୍ରୀଲୋକକୁ ଘେନିଆସି ତାହାକୁ ମଧ୍ୟସ୍ଥଳରେ ଠିଆ କରାଇ ତାହାଙ୍କୁ କହିଲେ,

Gade chapit la Kopi

ଓଡିଆ ବାଇବେଲ

3 ଆଉ, ଶାସ୍ତ୍ରୀ ଓ ଫାରୂଶୀମାନେ ବ୍ୟଭିଚାର କର୍ମରେ ଧୃତା ଜଣେ ସ୍ତ୍ରୀଲୋକକୁ ଘେନିଆସି ତାହାକୁ ମଧ୍ୟସ୍ଥଳରେ ଠିଆ କରାଇ ତାହାଙ୍କୁ କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ, ଶାସ୍ତ୍ରୀ ଓ ଫାରୂଶୀମାନେ ବ୍ୟଭିଚାର କର୍ମରେ ଧୃତା ଜଣେ ସ୍ତ୍ରୀଲୋକକୁ ଘେନିଆସି ତାହାକୁ ମଧ୍ୟସ୍ଥଳରେ ଠିଆ କରାଇ ତାହାଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ

3 ବ୍ୟବସ୍ଥା ଶାସ୍ତ୍ରଜ୍ଞମାନେ, ଶିକ୍ଷକମାନେ ଓ ଫାରୂଶୀମାନେ ଜଣେ ସ୍ତ୍ରୀଲୋକକୁ ସେଠାକୁ ଆଣିଲେ। ସେହି ସ୍ତ୍ରୀଲକଟି ବ୍ୟଭିଗ୍ଭର କଲାବେଳେ ଧରା ପଡ଼ିଥିଲା। ଯିହୂଦୀମାନେ ତାହାକୁ ଲୋକମାନଙ୍କ ଆଗରେ ଠିଆ ହେବା ପାଇଁ ବାଧ୍ୟ କଲେ।

Gade chapit la Kopi




ଯୋହନ 8:3
10 Referans Kwoze  

ତା’ ପରଦିନ ପ୍ରତ୍ୟୁଷରେ ସେ ମନ୍ଦିରକୁ ଫେରି ଆସିଲେ ଏବଂ ସେଠାରେ ସମବେତ ହୋଇଥିବା ଲୋକମାନଙ୍କ ମଧ୍ୟରେ ବସି ଶିକ୍ଷା ଦେବାକୁ ଆରମ୍ଭ କଲେ।


“ଗୁରୁ, ଏହି ସ୍ତ୍ରୀ ଲୋକଟି ବ୍ୟଭିଚାର କରୁଥିବାବେଳେ ଧରା ପଡ଼ିଛି।


ଯୀଶୁଙ୍କ କଥା ଶୁଣି ସେମାନଙ୍କ ମଧ୍ୟରୁ ସମସ୍ତେ ଜଣକ ପରେ ଜଣେ ଚାଲିଗଲେ। ବୟୋଜ୍ୟେଷ୍ଠମାନେ ପ୍ରଥମେ ପଳାଇଗଲେ। ଶେଷରେ ସେଠାରେ ରହିଗଲେ କେବଳ ଯୀଶୁ ଓ ତାଙ୍କ ସମ୍ମୁଖରେ ଠିଆହୋଇ ରହିଥିଲା ସେହି ସ୍ତ୍ରୀ ଲୋକଟି।


ଶିଷ୍ୟମାନଙ୍କୁ ସେମାନଙ୍କ ସମ୍ମୁଖକୁ ଅଣାଇ ପ୍ରଶ୍ନ କଲେ, “ତୁମେ ଏହାସବୁ କିପରି କରୁଛ? କାହା ଶକ୍ତିରେ ବା କାହା ନାମରେ ଏହା କରୁଛ?”


ହେରୋଦ ପ୍ରଧାନ ଯାଜକ ଓ ଧର୍ମଗୁରୁମାନଙ୍କୁ ଡ଼କାଇ ସେମାନଙ୍କୁ ପଚାରିଲେ, “ମସୀହ କେଉଁଠାରେ ଜନ୍ମ ହେବେ?”


ଦୃଷ୍ଟି ଶକ୍ତି ପାଇଥିବା ସେହି ଜନ୍ମାନ୍ଧକୁ ଲୋକମାନେ ଫାରୁଶୀମାନଙ୍କ ନିକଟକୁ ନେଇଗଲେ।


ସ୍ୱାମୀ ଜୀବିତ ଥିବାବେଳେ; ସ୍ତ୍ରୀ ଯଦି ଅନ୍ୟ ପୁରୁଷ ଗ୍ରହଣ କରେ, ତାକୁ ବ୍ୟଭିଚାରିଣୀ ବୋଲି କୁହାଯିବ; କିନ୍ତୁ ସ୍ୱାମୀର ମୃତ୍ୟୁ ପରେ ସେ ଆଉ ଜଣକୁ ବିବାହ କଲେ, ତାହା ବ୍ୟଭିଚାର ହେବ ନାହିଁ।


Swiv nou:

Piblisite


Piblisite