Biblia Todo Logo
Bib sou entènèt

- Piblisite -




ଯୋହନ 8:5 - ପବିତ୍ର ବାଇବଲ (CL) NT (BSI)

5 ଏଭଳି ସ୍ତ୍ରୀ ଲୋକକୁ ପଥର ପକାଇ ମାରି ଦେବା ପାଇଁ ମେଶା ଆମ ବ୍ୟବସ୍ଥାରେ ନିର୍ଦ୍ଦେଶ ଦେଇଛନ୍ତି। ଏ ବିଷୟରେ ଆପଣ କ’ଣ କହୁଛନ୍ତି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏହିପରି ଲୋକମାନଙ୍କୁ ପଥର ଫୋପାଡ଼ି ମାରିବାକୁ ମୋଶା ଆମ୍ଭମାନଙ୍କୁ ବ୍ୟବସ୍ଥାରେ ଆଜ୍ଞା ଦେଇଅଛନ୍ତି; ତେବେ ଆପଣ କଅଣ କହୁଅଛନ୍ତି?

Gade chapit la Kopi

ଓଡିଆ ବାଇବେଲ

5 ଏହିପରି ଲୋକମାନଙ୍କୁ ପଥର ଫୋପାଡ଼ି ମାରିବାକୁ ମୋଶା ଆମ୍ଭମାନଙ୍କୁ ମୋଶାଙ୍କ ବ୍ୟବସ୍ଥାରେ ଆଜ୍ଞା ଦେଇଅଛନ୍ତି; ତେବେ ଆପଣ କ'ଣ କହୁଅଛନ୍ତି ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏହିପରି ଲୋକମାନଙ୍କୁ ପଥର ଫୋପାଡ଼ି ମାରିବାକୁ ମୋଶା ଆମ୍ଭମାନଙ୍କୁ ବ୍ୟବସ୍ଥାରେ ଆଜ୍ଞା ଦେଇଅଛନ୍ତି; ତେବେ ଆପଣ କଅଣ କହୁଅଛନ୍ତି?

Gade chapit la Kopi

ପବିତ୍ର ବାଇବଲ

5 ମୋଶାଙ୍କର ବ୍ୟବସ୍ଥା ଆଦେଶ ଦିଏ ଯେ ଏଭଳି କାର୍ଯ୍ୟ କରୁଥିବା ପ୍ରତ୍ୟେକ ସ୍ତ୍ରୀକୁ ଆମ୍ଭେ ପଥର ଫୋପାଡ଼ି ମାରି ଦେବା ଉଚିତ୍। କିନ୍ତୁ ଆମ୍ଭେ କ'ଣ କରିବା ଉଚିତ୍ ବୋଲି ଆପଣ କହୁଛନ୍ତି?”

Gade chapit la Kopi




ଯୋହନ 8:5
9 Referans Kwoze  

“ଭାବନାହିଁ ଯେ ମୁଁ ମୋଶାଙ୍କ ପ୍ରଦତ୍ତ ବ୍ୟବସ୍ଥା ଓ ଭାବବାଦୀମାନଙ୍କର ଶିକ୍ଷା ସବୁ ଲୋପ କରି ଦେବାକୁ ଆସିଛି। ସେଗୁଡ଼ିକ ଲୋପ କରିବାକୁ ନୁହେଁ, ବରଂ ବାସ୍ତବରେ ପରିଣତ କରିବାକୁ ମୁଁ ଆସିଛି।


ଯୋସେଫ ସବୁବେଳେ ନ୍ୟାୟସଙ୍ଗତ କାର୍ଯ୍ୟ କରୁଥିଲେ। ଅତଏବ ମରିୟମଙ୍କୁ ଲୋକନିନ୍ଦାରୁ ରକ୍ଷା କରିବାଲାଗି ଗୁପ୍ତରେ ନିର୍ବନ୍ଧଟିକୁ ଭାଙ୍ଗିଦେବା ପାଇଁ ଉପାୟ ପାଞ୍ôଚଲେ।


“ଗୁରୁ, ଏହି ସ୍ତ୍ରୀ ଲୋକଟି ବ୍ୟଭିଚାର କରୁଥିବାବେଳେ ଧରା ପଡ଼ିଛି।


Swiv nou:

Piblisite


Piblisite