ଯୋହନ 8:53 - ପବିତ୍ର ବାଇବଲ (CL) NT (BSI)53 ଆମ ପିତୃପୁରୁଷ ଅବ୍ରାହାମ ମରିଛନ୍ତି। ତୁମେ କ’ଣ ଅବ୍ରାହାମଙ୍କଠାରୁ ମହାନ୍ ବୋଲି ମନେ କରୁଛ? ଭାବବାଦୀମାନେ ମଧ୍ୟ ମରିଛନ୍ତି। ନିଜକୁ ତୁମେ କ’ଣ ବୋଲି ମନେ କରୁଛ?” Gade chapit laପବିତ୍ର ବାଇବଲ (Re-edited) - (BSI)53 ତୁ କଅଣ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କ ଅପେକ୍ଷା ଶ୍ରେଷ୍ଠ? ସେ ତ ମୃତ୍ୟଭୋଗ କରିଅଛନ୍ତି, ଭାବବାଦୀମାନେ ମଧ୍ୟ ମୃତ୍ୟୁଭୋଗ କରିଅଛନ୍ତି; ତୁ ନିଜକୁ କିଏ ବୋଲି କହୁଅଛୁ? Gade chapit laଓଡିଆ ବାଇବେଲ53 ତୁ କ'ଣ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କ ଅପେକ୍ଷା ଶ୍ରେଷ୍ଠ? ସେ ତ ମୃତ୍ୟୁଭୋଗ କରିଅଛନ୍ତି, ଭାବବାଦୀମାନେ ମଧ୍ୟ ମୃତ୍ୟୁଭୋଗ କରିଅଛନ୍ତି; ତୁ ନିଜକୁ କିଏ ବୋଲି କହୁଅଛୁ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT53 ତୁ କଅଣ ଆମ୍ଭମାନଙ୍କ ପୂର୍ବପିତା ଅବ୍ରହାମଙ୍କ ଅପେକ୍ଷା ଶ୍ରେଷ୍ଠ? ସେ ତ ମୃତ୍ୟୁଭୋଗ କରିଅଛନ୍ତି, ଭାବବାଦୀମାନେ ମଧ୍ୟ ମୃତ୍ୟୁଭୋଗ କରିଅଛନ୍ତି; ତୁ ନିଜକୁ କିଏ ବୋଲି କହୁଅଛୁ? Gade chapit laପବିତ୍ର ବାଇବଲ53 ତୁମ୍ଭେ କ'ଣ ଭାବୁଛ ଯେ ତୁମ୍ଭେ ଆମ୍ଭ ପିତା ଅବ୍ରହାମଙ୍କଠାରୁ ମହାନ୍? ଅବ୍ରହାମ ତ’ ମରିଗଲେ ଓ ଭବିଷ୍ୟଦ୍ବକ୍ତାମାନେ ମଧ୍ୟ ମରିଗଲେ। ତୁମ୍ଭେ ନିଜକୁ କିଏ ବୋଲି ଭାବୁଛ?” Gade chapit la |