ଯୋହନ 8:54 - ପବିତ୍ର ବାଇବଲ (CL) NT (BSI)54 ଯୀଶୁ ଉତ୍ତର ଦେଲେ: “ମୁଁ ଯଦି ନିଜକୁ ଗୌରବାନ୍ୱିତ କରିବାକୁ ଚେଷ୍ଟା କରୁଥାଆନ୍ତି, ଏହାର କିଛି ମୂଲ୍ୟ ରହନ୍ତା ନାହିଁ। ଯେ ମୋତେ ଗୌରବାନ୍ୱିତ କରନ୍ତି, ସେ ମୋର ପିତା- ଯାହାଙ୍କୁ ତୁମ୍ଭମାନଙ୍କର ଈଶ୍ୱର ବୋଲି କହୁଛ। Gade chapit laପବିତ୍ର ବାଇବଲ (Re-edited) - (BSI)54 ଯୀଶୁ ଉତ୍ତର ଦେଲେ, ମୁଁ ଯଦି ନିଜର ଗୌରବ କରୁଥାଏ, ତେବେ ମୋହର ଗୌରବ କିଛି ନୁହେଁ; ମୋହର ଯେଉଁ ପିତାଙ୍କୁ ତୁମ୍ଭେମାନେ ତୁମ୍ଭମାନଙ୍କ ଈଶ୍ଵର ବୋଲି କହୁଅଛ, ସେ ମୋହର ଗୌରବ କରୁଅଛନ୍ତି; Gade chapit laଓଡିଆ ବାଇବେଲ54 ଯୀଶୁ ଉତ୍ତର ଦେଲେ, ମୁଁ ଯଦି ନିଜର ଗୌରବ କରୁଥାଏ, ତେବେ ମୋହର ଗୌରବ କିଛି ନୁହେଁ; ମୋହର ଯେଉଁ ପିତାଙ୍କୁ ତୁମ୍ଭେମାନେ ତୁମ୍ଭମାନଙ୍କ ଈଶ୍ୱର ବୋଲି କହୁଅଛ, ସେ ମୋହର ଗୌରବ କରୁଅଛନ୍ତି ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT54 ଯୀଶୁ ଉତ୍ତର ଦେଲେ, “ମୁଁ ଯଦି ନିଜର ଗୌରବ କରୁଥାଏ, ତେବେ ମୋହର ଗୌରବ କିଛି ନୁହେଁ; ମୋହର ଯେଉଁ ପିତାଙ୍କୁ ତୁମ୍ଭେମାନେ ତୁମ୍ଭମାନଙ୍କ ଈଶ୍ବର ବୋଲି କହୁଅଛ, ସେ ମୋହର ଗୌରବ କରୁଅଛନ୍ତି; Gade chapit laପବିତ୍ର ବାଇବଲ54 ଯୀଶୁ ଉତ୍ତର ଦେଲେ, “ଯଦି ମୁଁ ନିଜକୁ ସମ୍ମାନ ଦିଅନ୍ତି, ତେବେ ସେ ସମ୍ମାନର କିଛି ମୂଲ୍ୟ ନାହିଁ। ମୋତେ ଯିଏ ସମ୍ମାନ ଦିଅନ୍ତି, ସେ ମୋର ପରିମପିତା। ଏବଂ ତୁମ୍ଭେମାନେ କହୁଛ, ସେ ତୁମ୍ଭର ପରମେଶ୍ୱର। Gade chapit la |
ଈଶ୍ୱର ଉକ୍ତ ଭାବବାଦୀମାନଙ୍କ ନିକଟରେ ପ୍ରକାଶ କଲେ ଯେ, ସେମାନେ ନିଜର ହିତ ପାଇଁ କିଛି କରୁ ନ ଥିଲେ। ସେମାନେ ଯାହା କହୁଥିଲେ, ତାହା ତୁମ୍ଭମାନଙ୍କ ପାଇଁ ଉଦ୍ଦିଷ୍ଟ ଥିଲା। ସ୍ୱର୍ଗରୁ ପ୍ରେରିତ ପବିତ୍ରଆତ୍ମାଙ୍କ ଶକ୍ତିରେ ବର୍ତ୍ତମାନ ଯେଉଁ ବାର୍ତ୍ତାବହମାନେ ସୁସମାଚାର ପ୍ରଚାର କରୁଛନ୍ତି, ତୁମ୍ଭେମାନେ ଏବେ ସେମାନଙ୍କଠାରୁ ସେହିସବୁ କଥା ଶୁଣୁଛ- ଏହି ସମସ୍ତ ବିଷୟରେ ମର୍ମ ବୁଝିବା ପାଇଁ ସ୍ୱର୍ଗଦୂତମାନେ ମଧ୍ୟ ଇଚ୍ଛୁକ।