Biblia Todo Logo
Bib sou entènèt

- Piblisite -




ଯୋହନ 9:8 - ପବିତ୍ର ବାଇବଲ (CL) NT (BSI)

8 ତା’ର ପଡ଼ୋଶୀମାନେ ଓ ଯେଉଁମାନେ ତାକୁ ଆଗରୁ ଭିକ୍ଷା କରିବା ଦେଖିଥିଲେ, ସେମାନେ ପଚାରିଲେ, “ଏ ଲୋକଟି କ’ଣ ରାସ୍ତାକଡ଼ରେ ବସି ଭିକ୍ଷା ମାଗୁ ନ ଥିଲା?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତେଣୁ ପ୍ରତିବାସୀମାନେ, ପୁଣି ଯେଉଁମାନେ ତାହାକୁ ପୂର୍ବେ ଜଣେ ଭିକାରୀ ବୋଲି ଦେଖିଥିଲେ, ସେମାନେ ପଚାରିଲେ, ଯେ ବସି ଭିକ ମାଗୁଥିଲା, ଏ କଅଣ ସେହି ନୁହେଁ?

Gade chapit la Kopi

ଓଡିଆ ବାଇବେଲ

8 ତେଣୁ ପ୍ରତିବାସୀମାନେ, ପୁଣି, ଯେଉଁମାନେ ତାହାକୁ ପୂର୍ବେ ଜଣେ ଭିକାରୀ ବୋଲି ଦେଖିଥିଲେ, ସେମାନେ ପଚାରିଲେ, ଯେ ବସି ଭିକ ମାଗୁଥିଲା, ଏ କ'ଣ ସେହି ନୁହେଁ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତେଣୁ ପ୍ରତିବାସୀମାନେ, ପୁଣି, ଯେଉଁମାନେ ତାହାକୁ ପୂର୍ବେ ଜଣେ ଭିକାରୀ ବୋଲି ଦେଖିଥିଲେ, ସେମାନେ ପଚାରିଲେ, ଯେ ବସି ଭିକ ମାଗୁଥିଲା, ଏ କଅଣ ସେହି ନୁହେଁ?

Gade chapit la Kopi

ପବିତ୍ର ବାଇବଲ

8 କେତେକ ଲୋକ ଏହି ଲୋକଟିକୁ ପ୍ରଥମେ ଭିକ ମାଗିବା ଦେଖିଥିଲେ। ସେହି ଲୋକମାନେ ଓ ଲୋକଟିର ପଡ଼ୋଶୀମାନେ ତାହାଙ୍କୁ ଦେଖି କହିଲେ, “ଦେଖ, ଯିଏ ସବୁବେଳେ ବସି ଭିକ ମାଗୁଥାଏ ଏ ଲୋକଟି ସେହି ନୁହେଁ କି?”

Gade chapit la Kopi




ଯୋହନ 9:8
9 Referans Kwoze  

ଯୀଶୁ ଯିରୀହୋର ନିକଟବର୍ତ୍ତୀ ହେବାବେଳେ ରାସ୍ତା କଡ଼ରେ ଜଣେ ଅନ୍ଧ ବସି ଭିକ ମାଗୁଥିଲା।


ଯୀଶୁ ଆଉ ତାଙ୍କ ଶିଷ୍ୟମାନେ ଯିରିହୋକୁ ଆସିଲେ। ସେମାନେ ସେହି ସହର ଛାଡ଼ି ଯିବାବେଳେ ଅନେକ ଲୋକ ତାଙ୍କ ପଛେ ପଛେ ଗଲେ। ଟିମୟର ପୁତ୍ର ବାର୍ଟିମୟ ନାମକ ଗୋଟିଏ ଅନ୍ଧ ଭିକାରୀ ରାସ୍ତା କଡ଼ରେ ବସିଥିଲା।


ଈଶ୍ୱର ତାଙ୍କୁ କେଡ଼େ ଆଶ୍ଚର୍ଯ୍ୟଭାବେ ଦୟା କରିଛନ୍ତି, ଏ କଥା ଶୁଣି ତାଙ୍କର ପ୍ରତିବାସୀ ଓ ଆତ୍ମୀୟସ୍ୱଜନମାନେ ସମସ୍ତେ ତାଙ୍କ ସହିତ ଆନନ୍ଦ କଲେ।


କେତେକ କହିଲେ, “ହଁ, ଏ ତ ସେହି।” ଅନ୍ୟମାନେ କହିଲେ, “ନା, ସେ ନୁହେଁ, କିନ୍ତୁ ଠିକ୍ ତା’ ପରି ଦେଖାଯାଉଛି।” କିନ୍ତୁ ଲୋକଟି କହିଲା, “ମୁଁ ସେହି।”


Swiv nou:

Piblisite


Piblisite