Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:11 - ପବିତ୍ର ବାଇବଲ (CL) NT (BSI)

11 ସେତେବେଳେ ଧୂପ ଜଳୁଥିବା ବେଦୀର ଦକ୍ଷିଣ ପାଶ୍ୱର୍ରେ ଠିଆ ହୋଇ ଜଣେ ସ୍ୱର୍ଗଦୂତ ତାଙ୍କୁ ଦର୍ଶନ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେତେବେଳେ ପ୍ରଭୁଙ୍କର ଜଣେ ଦୂତ ଧୂପବେଦିର ଦକ୍ଷିଣ ପାର୍ଶ୍ଵରେ ଦଣ୍ତାୟମାନ ହୋଇ ତାଙ୍କୁ ଦର୍ଶନ ଦେଲେ।

Gade chapit la Kopi

ଓଡିଆ ବାଇବେଲ

11 ସେତେବେଳେ ପ୍ରଭୁଙ୍କର ଜଣେ ଦୂତ ଧୂପବେଦିର ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇ ତାହାଙ୍କୁ ଦର୍ଶନ ଦେଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେତେବେଳେ ପ୍ରଭୁଙ୍କର ଜଣେ ଦୂତ ଧୂପବେଦିର ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇ ତାହାଙ୍କୁ ଦର୍ଶନ ଦେଲେ।

Gade chapit la Kopi

ପବିତ୍ର ବାଇବଲ

11 ସେହି ସମୟରେ ଜିଖରିୟଙ୍କ ଆଗରେ ପ୍ରଭୁଙ୍କର ଜଣେ ସ୍ୱର୍ଗଦୂତ ଦର୍ଶନ ଦେଲେ। ସେ ଧୂପ ବେଦିର ଡାହାଣ ପଟେ ଠିଆ ହୋଇଥିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:11
15 Referans Kwoze  

ତତ୍ପରେ ଷଷ୍ଠ ଦୂତ ତାଙ୍କର ତୂରୀ ବଜାଇବା ମାତ୍ରେ ଈଶ୍ୱରଙ୍କ ସମ୍ମୁଖରେ ସ୍ଥାପିତ ସୁବର୍ଣ୍ଣ ବେଦୀର ଚାରି ଶୃଙ୍ଗରୁ ମୁଁ ଗୋଟିଏ କଣ୍ଠସ୍ୱର ଶୁଣିଲି।


ତେବେ ସ୍ୱର୍ଗଦୂତମାନେ କିଏ? ସେମାନେ ହେଉଛନ୍ତି ଈଶ୍ୱରଙ୍କ ସେବକ, ପରିତ୍ରାଣପ୍ରାର୍ଥୀ ମନୁଷ୍ୟମାନଙ୍କର ସାହାଯ୍ୟ ପାଇଁ ଈଶ୍ବରଙ୍କ ଦ୍ୱାରା ପ୍ରେରିତ ଆତ୍ମାଗଣ।


କିନ୍ତୁ ସେହି ରାତିରେ ପ୍ରଭୁଙ୍କର ଜଣେ ସ୍ୱର୍ଗଦୂତ କାରାଗାରର ଦ୍ୱାର ଖୋଲି ଦେଲେ ଓ ପ୍ରେରିତ ଶିଷ୍ୟମାନଙ୍କୁ ମୁକୁଳାଇ ସେମାନଙ୍କୁ କହିଲେ,


କିନ୍ତୁ ସ୍ୱର୍ଗଦୂତ ସେମାନଙ୍କୁ କହିଲେ, “ଭୟ କର ନାହିଁ! ମୁଁ ତୁମ୍ଭମାନଙ୍କ ନିମନ୍ତେ ଶୁଭବାର୍ତ୍ତା ନେଇ ଏଠାକୁ ଆସିଛି। ତାହା ସମସ୍ତଙ୍କର ଆନନ୍ଦଦାୟକ ହେବ।


ସ୍ୱର୍ଗଦୂତ ମରିୟମଙ୍କୁ କହିଲେ, “ତୁମର ଶାନ୍ତି ହେଉ! ଈଶ୍ୱର ତୁମର ସହବର୍ତ୍ତୀ ଓ ତୁମକୁ ପ୍ରଚୁର ଆଶୀର୍ବାଦ କରିଛନ୍ତି।”


ସ୍ୱର୍ଗଦୂତ ଉତ୍ତର ଦେଲେ, “ମୁଁ ଗାବ୍ରିଏଲ୍। ଯେଉଁ ଈଶ୍ୱର ତୁମକୁ ଏହି ଶୁଭବାର୍ତ୍ତା ଜଣାଇବା ପାଇଁ ମୋତେ ପଠାଇଛନ୍ତି, ମୁଁ ତାଙ୍କ ଛାମୁରେ ଠିଆ ହୋଇଥାଏ।


ସେତେବେଳେ ପ୍ରଭୁଙ୍କର ଜଣେ ସ୍ୱର୍ଗଦୂତ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କ ଉପରେ ପ୍ରଭୁ୍ଙ୍କ ମହିମା ପ୍ରକାଶିତ ହେଲା। ସେମାନେ ଅତିଶୟ ଭୟଭୀତ ହେଲେ।


Swiv nou:

Piblisite


Piblisite