Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:23 - ପବିତ୍ର ବାଇବଲ (CL) NT (BSI)

23 ମନ୍ଦିରରେ ତାଙ୍କର ଉପାସନା ସମୟ ଶେଷ ହେବା ପରେ ଜିଖରିୟ ଗୃହକୁ ଫେରିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ପରେ ତାଙ୍କ ସେବାପାଳିର ଦିନସବୁ ଶେଷ ହୁଅନ୍ତେ, ସେ ଆପଣା ଗୃହକୁ ପ୍ରସ୍ଥାନ କଲେ।

Gade chapit la Kopi

ଓଡିଆ ବାଇବେଲ

23 ପରେ ତାଙ୍କ ସେବାପାଳିର ଦିନସବୁ ଶେଷ ହୁଅନ୍ତେ, ସେ ଆପଣା ଘରକୁ ଗଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପରେ ତାହାଙ୍କ ସେବାପାଳିର ଦିନସବୁ ଶେଷ ହୁଅନ୍ତେ, ସେ ଆପଣା ଘରକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ

23 ଜିଖରିୟଙ୍କ ସେବାକାର୍ଯ୍ୟର ସମୟ ଶେଷ ହୋଇଯିବା ପରେ ସେ ଘରକୁ ଫେରିଗଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:23
4 Referans Kwoze  

ଯେତେବେଳେ ସେ ବାହାରକୁ ଆସି ସେମାନଙ୍କ ସହିତ କଥା କହି ପାରିଲେ ନାହିଁ, ସେମାନେ ଜାଣିଲେ ଯେ ମନ୍ଦିରରେ ସେ କୌଣସି ଦର୍ଶନ ପାଇଛନ୍ତି। ଗୋଟିଏ ହେଲେ ଶବ୍ଦ ଉଚ୍ଚାରଣ କରିବାକୁ ସମର୍ଥ ନ ହୋଇ ସେ ହାତ ଠାରି ସେମାନଙ୍କୁ ଇଙ୍ଗିତ ଦେଲେ।


କିଛି ଦିନ ପରେ ତାଙ୍କର ସ୍ତ୍ରୀ ଏଲିଶାବେଥ୍ ଗର୍ଭବତୀ ହେଲେ ଓ ପଞ୍ଚମ ମାସ ପର୍ଯ୍ୟନ୍ତ ଘରଛାଡ଼ି ବାହାରକୁ ଗଲେ ନାହିଁ।


Swiv nou:

Piblisite


Piblisite