Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:24 - ପବିତ୍ର ବାଇବଲ (CL) NT (BSI)

24 କିଛି ଦିନ ପରେ ତାଙ୍କର ସ୍ତ୍ରୀ ଏଲିଶାବେଥ୍ ଗର୍ଭବତୀ ହେଲେ ଓ ପଞ୍ଚମ ମାସ ପର୍ଯ୍ୟନ୍ତ ଘରଛାଡ଼ି ବାହାରକୁ ଗଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଏଥିଉତ୍ତାରେ ତାଙ୍କ ଭାର୍ଯ୍ୟା ଏଲୀଶାବେଥ ଗର୍ଭବତୀ ହେଲେ, ଆଉ ସେ ପାଞ୍ଚ ମାସ ଗୋପନରେ ରହି କହିଲେ,

Gade chapit la Kopi

ଓଡିଆ ବାଇବେଲ

24 ଏଥିଉତ୍ତାରେ ତାହାଙ୍କ ଭାର୍ଯ୍ୟା ଏଲିଶାବେଥ ଗର୍ଭବତୀ ହେଲେ, ଆଉ ସେ ପାଞ୍ଚ ମାସ ଗୋପନରେ ରହି କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏଥିଉତ୍ତାରେ ତାହାଙ୍କ ଭାର୍ଯ୍ୟା ଏଲୀଶାବେଥ ଗର୍ଭବତୀ ହେଲେ, ଆଉ ସେ ପାଞ୍ଚ ମାସ ଗୋପନରେ ରହି କହିଲେ,

Gade chapit la Kopi

ପବିତ୍ର ବାଇବଲ

24 ତା'ପରେ ଜିଖରିୟଙ୍କ ପତ୍ନୀ ଏଲୀଶାବେଥ ଗର୍ଭବତୀ ହେଲେ, ତେଣୁ ଏଲୀଶାବେଥ ଘର ବାହାରକୁ ପାଞ୍ଚମାସ ପର୍ଯ୍ୟନ୍ତ ବାହାରିଲେ ନାହିଁ। ଏଲୀଶାବେଥ କହିଲେ,

Gade chapit la Kopi




ଲୂକ ଲିଖିତ ସୁସମାଚାର 1:24
6 Referans Kwoze  

“ଯିହୁଦାର ରାଜା ହେରୋଦଙ୍କ ସମୟରେ ଅବୀୟ ଦଳର ଜିଖରିୟ ନାମକ ଜଣେ ଯାଜକ ଥିଲେ। ତାଙ୍କର ପତ୍ନୀ ଏଲିଶାବେଥ୍ ହାରୋଣ ଯାଜକଙ୍କ ବଂଶଜ ଥିଲେ।


ମନ୍ଦିରରେ ତାଙ୍କର ଉପାସନା ସମୟ ଶେଷ ହେବା ପରେ ଜିଖରିୟ ଗୃହକୁ ଫେରିଗଲେ।


ସେ କହିଲେ, “ଅବଶେଷରେ ପ୍ରଭୁ ମୋତେ କୃପା କରିଛନ୍ତି। ସେ ମୋର ନିନ୍ଦା ଦୂର କରିଛନ୍ତି।”


ଶ୍ରଦ୍ଧେୟ ଥିୟୋଫିଲ୍‌ସ, ମୋର ପ୍ରଥମ ପୁସ୍ତକରେ ଯୀଶୁ ତାଙ୍କ କାର୍ଯ୍ୟ ଆରମ୍ଭ କରିବା ଦିନଠାରୁ


Swiv nou:

Piblisite


Piblisite