Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:26 - ପବିତ୍ର ବାଇବଲ (CL) NT (BSI)

26 ଏଲିଶାବେଥ୍ ଗର୍ଭବତୀ ହେବାର ଷଷ୍ଠ ମାସରେ ଈଶ୍ୱର ସ୍ୱର୍ଗଦୂତ ଗାବ୍ରିଏଲ୍କୁ ଗାଲିଲୀର ନାଜରିତ ନାମକ ସହରକୁ ପଠାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ପରେ ଷଷ୍ଠ ମାସରେ ଗାବ୍ରିଏଲ ଦୂତ ଈଶ୍ଵରଙ୍କ ନିକଟରୁ ଗାଲିଲୀର ନାଜରିତ ନାମକ ନଗରକୁ ଜଣେ କନ୍ୟା ନିକଟକୁ ପ୍ରେରିତ ହେଲେ;

Gade chapit la Kopi

ଓଡିଆ ବାଇବେଲ

26 ଏଲୀଶାବେଥଙ୍କ ଗର୍ଭର ଛଅ ମାସରେ ଗାବ୍ରିଏଲ ଦୂତ ଈଶ୍ୱରଙ୍କ ନିକଟରୁ ଗାଲିଲୀର ନାଜରିତ ନାମକ ନଗରକୁ ଜଣେ କନ୍ୟା ନିକଟକୁ ପଠାଗଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଏଲୀଶାବେଥଙ୍କ ଗର୍ଭର ଛଅ ମାସରେ ଗାବ୍ରିଏଲ ଦୂତ ଈଶ୍ବରଙ୍କ ନିକଟରୁ ଗାଲିଲୀର ନାଜରିତ ନାମକ ନଗରକୁ ଜଣେ କନ୍ୟା ନିକଟକୁ ପଠାଗଲେ;

Gade chapit la Kopi

ପବିତ୍ର ବାଇବଲ

26-27 ଏଲୀଶାବେଥଙ୍କର ଗର୍ଭର ଷଷ୍ଠ ମାସ ଗ୍ଭଲୁଥିଲା। ଗାଲିଲୀର ଗୋଟିଏ ସହର ନାଜରିତରେ ବାସ କରୁଥିବା ଜଣେ କୁମାରୀକନ୍ୟା ପାଖକୁ ପରମେଶ୍ୱର ଦୂତ ଗାବ୍ରିଏଲଙ୍କୁ ପଠାଇଲେ। ଦାଉଦଙ୍କ ବଂଶଜ ଯୋଷେଫ ନାମକ ଜଣେ ପୁରୁଷ ସହିତ ସେ କନ୍ୟାଙ୍କର ବିବାହ ନିର୍ବନ୍ଧ ହୋଇ ସାରିଥିଲା। ତାହାଙ୍କର ନାମ ମରିୟମ ଥିଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:26
8 Referans Kwoze  

ପୁନର୍ବାର ଅନ୍ୟ ପ୍ରକାର ସ୍ୱପ୍ନାଦେଶ ପାଇ ସେ ଗାଲିଲୀ ପ୍ରଦେଶର ନାଜରିତ ସହରରେ ଘର କରି ରହିଲେ। ଏଥିମଧ୍ୟରେ ଭାବବାଦୀଙ୍କର ନିମ୍ନଲିଖିତ ଗୋଟିଏ ଉକ୍ତି ସଫଳ ହେଲା। “ସେ ନାଜରିତୀୟ ବୋଲି ପରିଚିତ ହେବେ।”


ସ୍ୱର୍ଗଦୂତ ଉତ୍ତର ଦେଲେ, “ମୁଁ ଗାବ୍ରିଏଲ୍। ଯେଉଁ ଈଶ୍ୱର ତୁମକୁ ଏହି ଶୁଭବାର୍ତ୍ତା ଜଣାଇବା ପାଇଁ ମୋତେ ପଠାଇଛନ୍ତି, ମୁଁ ତାଙ୍କ ଛାମୁରେ ଠିଆ ହୋଇଥାଏ।


କେହି କେହି କହିଲେ, “ସେ ମସୀହ।” କିନ୍ତୁ ଅନ୍ୟମାନେ କହିଲେ, “ମସୀହଙ୍କ ଆବିର୍ଭାବ ଗାଲିଲୀରୁ ହୋଇ ପାରିବ ନାହିଁ।


ଯୋସେଫ ରାଜା ଦାଉଦଙ୍କ ବଂଶଧର ଥିôବାରୁ ଗାଲିଲୀର ନାଜରିତ ସହରରୁ ଦାଉଦଙ୍କ ଜନ୍ମ ସ୍ଥାନ ଯିହୂଦାର ବେଥଲିହିମ ସହରକୁ ଗଲେ।


ପ୍ରଭୁଙ୍କ ବ୍ୟବସ୍ଥା ଅନୁଯାୟୀ ଯାହା ଆବଶ୍ୟକ ଥିଲା, ସେ ସମସ୍ତ ଶେଷ ହେବା ପରେ ଯୋସେଫ ଓ ମରିୟମ ନିଜର ବାସସ୍ଥାନ ଗାଲିଲୀର ନାଜରିତ ସହରକୁ ଫେରିଗଲେ।


Swiv nou:

Piblisite


Piblisite