Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:27 - ପବିତ୍ର ବାଇବଲ (CL) NT (BSI)

27 ସେ ମରିୟମ ନାମ୍ନୀ ଏକ କୁମାରୀଙ୍କ ନିକଟକୁ ବାର୍ତ୍ତା ନେଇ ଆସିଥିଲେ। ଦାଉଦ ରାଜା ବଂଶଜ ଯୋସେଫଙ୍କ ସହିତ ମରିୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଦାଉଦଙ୍କ ବଂଶର ଯୋଷେଫ ନାମକ ଜଣେ ପୁରୁଷଙ୍କ ସହିତ ତାଙ୍କର ବିବାହ ନିର୍ବନ୍ଧ ହୋଇଥିଲା; ସେହି କନ୍ୟାଙ୍କ ନାମ ମରୀୟମ।

Gade chapit la Kopi

ଓଡିଆ ବାଇବେଲ

27 ଦାଉଦଙ୍କ ବଂଶର ଯୋଷେଫ ନାମକ ଜଣେ ପୁରୁଷଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହୋଇଥିଲା; ସେହି କନ୍ୟାଙ୍କ ନାମ ମରୀୟମ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଦାଉଦଙ୍କ ବଂଶର ଯୋଷେଫ ନାମକ ଜଣେ ପୁରୁଷଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହୋଇଥିଲା; ସେହି କନ୍ୟାଙ୍କ ନାମ ମରୀୟମ।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:27
9 Referans Kwoze  

ଏହା ହେଉଛି ଯୀଶୁଖ୍ରୀଷ୍ଟଙ୍କ ଜନ୍ମ ବୃତ୍ତାନ୍ତ। ତାଙ୍କ ମାତା ମରିୟମଙ୍କର ଯୋସେଫଙ୍କ ସହିତ ନିର୍ବନ୍ଧ ହୋଇଥିଲା। କିନ୍ତୁ ସେମାନଙ୍କର ବିବାହ ସମ୍ପନ୍ନ ହେବା ପୂର୍ବରୁ ମରିୟମ ଜାଣିଲେ ଯେ ପବିତ୍ର ଆତ୍ମାଙ୍କ ଦ୍ୱାରା ତାଙ୍କର ଗର୍ଭ ସଞ୍ଚାର ହୋଇଛି।


ଏହି ଯୋସେଫ ମରିୟମଙ୍କୁ ବିବାହ କରିଥିଲେ। ମରିୟମଙ୍କ ଗର୍ଭରେ ଯୀଶୁ ଜନ୍ମ ଗ୍ରହଣ କଲେ। ଯୀଶୁଖ୍ରୀଷ୍ଟ ମସୀହ ନାମରେ ମଧ୍ୟ ପରିଚିତ।


ସେହି ଭବିଷ୍ୟବାଣୀ ହେଉଛି, “ଜଣେ କୁମାରୀ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ। ସେହି ପୁତ୍ର ‘ଇମ୍ମାନୁୟେଲ’ ନାମରେ ଅଭିହିତ ହେବେ। ଇମ୍ମାନୁୟେଲ ଅର୍ଥ ଈଶ୍ୱର ଆମ୍ଭମାନଙ୍କର ସହିତ ଅଛନ୍ତି”।


ସ୍ୱର୍ଗଦୂତ ମରିୟମଙ୍କୁ କହିଲେ, “ତୁମର ଶାନ୍ତି ହେଉ! ଈଶ୍ୱର ତୁମର ସହବର୍ତ୍ତୀ ଓ ତୁମକୁ ପ୍ରଚୁର ଆଶୀର୍ବାଦ କରିଛନ୍ତି।”


Swiv nou:

Piblisite


Piblisite