Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:3 - ପବିତ୍ର ବାଇବଲ (CL) NT (BSI)

3 ତେଣୁ ମହାଭାଗ, ମୁଁ ଯତ୍ନ ସହକାରେ ଆରମ୍ଭରୁ ଏହିସବୁ ବିଷୟ ଅନୁଧ୍ୟାନ କରିଥିବାରୁ ତୁମ ନିକଯକୁ ଏହାର ଏକ ଧାରାବାହିକ ବିବରଣୀ ଲେଖିବାକୁ ଉଚିତ ମନେକଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଅତଏବ, ହେ ମାନ୍ୟବର ଥୀୟଫିଲ, ଆଦ୍ୟରୁ ସମସ୍ତ ବିଷୟ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରି ସେଥିର ଧାରାବାହିକ ବିବରଣ ଆପଣଙ୍କ ନିମନ୍ତେ ଲେଖିବାକୁ ମୁଁ ମଧ୍ୟ ବିହିତ ମନେ କଲି,

Gade chapit la Kopi

ଓଡିଆ ବାଇବେଲ

3 ଅତଏବ, ହେ ମାନ୍ୟବର ଥିୟଫିଲ, ଆରମ୍ଭରୁ ସମସ୍ତ ବିଷୟ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରି ସେଥିର ଧାରାବାହିକ ବିବରଣ ଆପଣଙ୍କ ନିମନ୍ତେ ଲେଖିବାକୁ ମୁଁ ମଧ୍ୟ ଉଚିତ ମନେ କଲି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଅତଏବ, ହେ ମାନ୍ୟବର ଥୀୟଫିଲ, ଆରମ୍ଭରୁ ସମସ୍ତ ବିଷୟ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରି ସେଥିର ଧାରାବାହିକ ବିବରଣ ଆପଣଙ୍କ ନିମନ୍ତେ ଲେଖିବାକୁ ମୁଁ ମଧ୍ୟ ଉଚିତ୍ ମନେ କଲି,

Gade chapit la Kopi

ପବିତ୍ର ବାଇବଲ

3 ହେ ମାନ୍ୟବର, ଯେହେତୁ ପ୍ରଥମରୁ ମୁଁ ନିଜେ ସାବଧାନ ହୋଇ ଏ ସବୁ ଅନୁଧ୍ୟାନ କରିଛି, ସେଥିସକାଶେ ତୁମ୍ଭ ପାଇଁ ଏହାର ଗୋଟିଏ କ୍ରମିକ ବିବରଣୀ ଏକ ପୁସ୍ତକ ଆକାରରେ ଲେଖିବାକୁ ମୁଁ ଉଚିତ୍ ମନେ କଲି।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:3
17 Referans Kwoze  

ଶ୍ରଦ୍ଧେୟ ଥିୟୋଫିଲ୍‌ସ, ମୋର ପ୍ରଥମ ପୁସ୍ତକରେ ଯୀଶୁ ତାଙ୍କ କାର୍ଯ୍ୟ ଆରମ୍ଭ କରିବା ଦିନଠାରୁ


ପାଉଲ ଉତ୍ତର ଦେଲେ, “ମୁଁ ପାଗଳ ନୁହେଁ, ମଣିମା! ମୁଁ ଯାହା କହୁଛି, ତାହା ସତ୍ୟ ଓ ଯୁକ୍ତିଯୁକ୍ତ।


ପ୍ରତ୍ୟେକ ସ୍ଥାନରେ ଓ ସବୁ ସମୟରେ ଆମେ ଏହାର ସ୍ୱାଗତ କରିଛୁ, ଆମେ ଆପଣଙ୍କ ନିକଟରେ ଗଭୀର ଭାବରେ କୃତଜ୍ଞ।


“ମାନ୍ୟବର ରାଜ୍ୟପାଳ ଫେଲିକ୍ସ୍ଙ୍କୁ କ୍ଳଡିଅସ୍ ଲିସିଅସ୍ର ନମସ୍କାର।


କିନ୍ତୁ ଆରମ୍ଭରୁ ଯାହା ଯାହା ଘଟିଥିଲା, ପିତର ସେମାନଙ୍କୁ ତାହରା ସଂପୂର୍ଣ୍ଣ ବିବରଣୀ ଦେବାକୁ ଯାଇ କହିଲେ:


ଯାକୁବ ଆହୁରି ମଧ୍ୟ କହିଲେ, “ମୋ’ ମତରେ, ଯେଉଁ ଅଣଇହୁଦୀମାନେ ଈଶ୍ୱରଙ୍କ ପ୍ରତି ଫେରିଛନ୍ତି, ଆମେ ସେମାନଙ୍କୁ ଆଉ ହଇରାଣ କରିବା ନାହିଁ।


ଭାଇ ଆପୋଲଙ୍କ ସମ୍ପର୍କରେ କହୁଅଛି ଯେ, ଅନ୍ୟ ଭାଇମାନଙ୍କ ସହିତ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ତାଙ୍କୁ ବହୁବାର ଉତ୍ସାହିତ କରିଅଛି। କିନ୍ତୁ ବର୍ତ୍ତମାନ ଯିବା ପାଇଁ ସେ କୌଣସି ପ୍ରକାରେ ରାଜି ନୁହନ୍ତି। ପରେ ସୁଯୋଗ ପାଇଲେ, ସେ ନିଶ୍ଚୟ ତୁମ୍ଭମାନଙ୍କ ପାଖକୁ ଯିବେ।


ମୋ’ ମତରେ, ସେ ଯେଉଁ ଅବସ୍ଥାରେ ଅଛି, ସେହି ଅବସ୍ଥାରେ ରହିଲେ ଅଧିକ ଖୁସି ହେବ। ଏହା ମଧ୍ୟ ଈଶ୍ୱରଙ୍କ ପବିତ୍ରଆତ୍ମାଙ୍କ ଅଭିମତ ବୋଲି ମୁଁ ଭାବୁଛି।


କେତୋଟି ଆବଶ୍ୟକୀୟ ନିୟମ ବ୍ୟତୀତ ତୁମ ଉପରେ ଆଉ କୌଣସି ଭାର ନ ପକାଇବା ପାଇଁ ଆମେ ପବିତ୍ରଆତ୍ମାଙ୍କଠାରୁ ନିର୍ଦ୍ଦେଶ ପାଇଛୁ।


ତେଣୁ ଆମେ ସମସ୍ତେ ଏକ ମତ ହୋଇ କେତେ ଜଣ ସମ୍ବାଦ ବାହାକଙ୍କୁ ମନୋନୀତ କରି ତୁମ୍ଭମାନଙ୍କ ନିକଟକୁ ପଠାଇବା ପାଇଁ ସ୍ଥିର କରିଛୁ। ସେମାନେ ଆମ ପ୍ରିୟ ବନ୍ଧୁ ବର୍ଣ୍ଣବା ଓ ପାଉଲଙ୍କ ସହିତ ଯିବେ।


ଶ୍ରଦ୍ଧେୟ ଥିୟୋଫିଲସ୍, ଆମ ମଧ୍ୟରେ ଯାହା ଯାହା ଘଟିଛି, ତାହାର ବିବରଣୀ ଲେଖିବା ପାଇଁ ଅନେକେ ଯଥାସାଧ୍ୟ ଚେଷ୍ଟା କରିଛନ୍ତି।


ସେଠାରେ କିଛିଦିନ କଟାଇବା ପରେ ସେ ପୁଣି ଯାତ୍ରା କରି ଗାଲାତୀୟ ଓ ଫ୍ରିଜିୟା ଅଞ୍ଚଳ ମଧ୍ୟ ଦେଇ ଗଲେ ଓ ବାଟରେ ବିଶ୍ୱାସୀମାନଙ୍କୁ ସେମାନଙ୍କ ବିଶ୍ୱାସରେ ଦୃଢ଼ ହେବା ପାଇଁ ଉତ୍ସାହିତ କଲେ।


ସତ୍ୟ ଉପରେ ପ୍ରତିଷ୍ଠିତ ଆମ ଧର୍ମବିଶ୍ୱାସ ଓ ତତ୍ତ୍ୱରେ ଅନୁପ୍ରାଣିତ ହୋଇ ତୁମେ ଯଦି ମଣ୍ଡଳୀର ଭାଇମାନଙ୍କୁ ଏହି ସବୁ ଶିକ୍ଷା ଦାନ କର, ତୁମେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ସୁଦକ୍ଷ ସେବକ ହେବ।


Swiv nou:

Piblisite


Piblisite