Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:34 - ପବିତ୍ର ବାଇବଲ (CL) NT (BSI)

34 ମରିୟମ ସ୍ୱର୍ଗଦୂତଙ୍କୁ କହିଲେ, “ମୁଁ ତ ଜଣେ କୁମାରୀ। ଏହା କିପରି ସମ୍ଭବ ହେବ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 କିନ୍ତୁ ମରୀୟମ ଦୂତଙ୍କୁ କହିଲେ, ଏହା କିପରି ହେବ? ମୁଁ ତ ପୁରୁଷକୁ ଜାଣେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

34 କିନ୍ତୁ ମରୀୟମ ଦୂତଙ୍କୁ କହିଲେ, ଏହା କିପରି ହେବ ? ମୁଁ ତ ପୁରୁଷକୁ ଜାଣେ ନାହିଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 କିନ୍ତୁ ମରୀୟମ ଦୂତଙ୍କୁ କହିଲେ, ଏହା କିପରି ହେବ? ମୁଁ ତ ପୁରୁଷକୁ ଜାଣେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

34 ମରିୟମ ସ୍ୱର୍ଗଦୂତଙ୍କୁ ପଗ୍ଭରିଲେ, “ଏହା କିପରି ଘଟିବ? ମୁଁ ଏବେ ମଧ୍ୟ କୁମାରୀ ଅଛି?”

Gade chapit la Kopi




ଲୂକ ଲିଖିତ ସୁସମାଚାର 1:34
4 Referans Kwoze  

ଉଠ, ସହରକୁ ଯାଅ, କ’ଣ କରିବାକୁ ହେବ, ସେଠାରେ ତୁମ୍ଭକୁ ଜଣାଇ ଦିଆଯିବ।”


ଓ ସେ ଅନନ୍ତକାଳ ପର୍ଯ୍ୟନ୍ତ ଯାକୁବଙ୍କ ବଂଶଧରମାନଙ୍କ ରାଜା ହେବେ; ତାଙ୍କ ରାଜ୍ୟର କେବେ ଅବସାନ ହେବ ନାହିଁ।”


ସ୍ୱର୍ଗଦୂତ ଉତ୍ତର ଦେଲେ, “ପବିତ୍ର ଆତ୍ମା ତୁମ ଉପରେ ଅଧିଷ୍ଠାନ କରିବେ ଓ ଈଶ୍ୱରଙ୍କ ଶକ୍ତି ତୁମକୁ ଆବୃତ କରିବ। ଏହି ପବିତ୍ର ଶିଶୁ ଈଶ୍ୱରଙ୍କ ପୁତ୍ର ବୋଲି ଖ୍ୟାତ ହେବେ।


Swiv nou:

Piblisite


Piblisite