Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:39 - ପବିତ୍ର ବାଇବଲ (CL) NT (BSI)

39 କାଳ ମିଳମ୍ବ ନ କରି ମରିୟମ ପ୍ରସ୍ତୁତ ହେଲେ ଓ ଅତି ଶୀଘ୍ର ପାର୍ବତ୍ୟ ଯିହୂଦା ପ୍ରଦେଶର ଏକ ସହରକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

39 ଏହି ସମୟରେ ମରୀୟମ ଉଠି ପାର୍ବତୀୟ ଅଞ୍ଚଳସ୍ଥ ଯିହୁଦା ପ୍ରଦେଶର ଗୋଟିଏ ନଗରକୁଶୀଘ୍ର ଗମନ କଲେ,

Gade chapit la Kopi

ଓଡିଆ ବାଇବେଲ

39 ଏହି ସମୟରେ ମରୀୟମ ଉଠି ପାର୍ବତୀୟ ଅଞ୍ଚଳସ୍ଥ ଯିହୂଦା ପ୍ରଦେଶର ଗୋଟିଏ ନଗରକୁ ଶୀଘ୍ର ଗଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ଏହି ସମୟରେ ମରୀୟମ ଉଠି ପାର୍ବତୀୟ ଅଞ୍ଚଳର ଯିହୂଦା ପ୍ରଦେଶର ଗୋଟିଏ ନଗରକୁ ଶୀଘ୍ର ଗଲେ,

Gade chapit la Kopi

ପବିତ୍ର ବାଇବଲ

39 ଠିକ୍ ତା'ପରେ ମରିୟମ ପ୍ରସ୍ତୁତ ହେଲେ ଓ ତରତର ହୋଇ ଯିହୂଦାର ପାହାଡ଼ିଆ ପ୍ରଦେଶସ୍ଥିତ ଗୋଟିଏ ନଗରକୁ ବାହାରି ପଡ଼ିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:39
7 Referans Kwoze  

ପ୍ରତିବାସୀମାନେ ସମସ୍ତେ ଭୟଭୀତ ହେଲେ ଏବଂ ଏହି ସବୁ ଘଟଣାର ସମ୍ବାଦ ପାର୍ବତ୍ୟ ଯିହୂଦା ଦେଶର ଚତୁର୍ଦ୍ଦିଗରେ ବ୍ୟାପିଗଲା।


ମରିୟମ କହିଲେ, “ମୁଁ ଈଶ୍ୱରଙ୍କର ଦାସୀ। ଆପଣ କହିବା ଅନୁଯାୟୀ ମୋ’ ପ୍ରତି ଘଟୁ।” ଏହା ପରେ ସ୍ୱର୍ଗଦୂତ ଅନ୍ତର୍ଦ୍ଧାନ ହୋଇଗଲେ।


ସେ ଜିଖରିୟଙ୍କ ଘରକୁ ଯାଇ ଏଲିଶାବେଥ୍ଙ୍କୁ ଅଭିବାଦନ ଜଣାଇଲେ।


Swiv nou:

Piblisite


Piblisite