Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:4 - ପବିତ୍ର ବାଇବଲ (CL) NT (BSI)

4 ଏ ସମ୍ପର୍କରେ ତୁମେ ଯେଉଁ ସମସ୍ତ ବିଷୟ ଅବଗତ ହୋଇଛ, ତାହାର ପୂର୍ଣ୍ଣ ସତ୍ୟତା ଯେପରି ଉପଲବ୍ଧି କରିପାର, ସେଥିପାଇଁ ମୁଁ ଏହା ଲେଖୁଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଯେପରି ଆପଣ ଯେସମସ୍ତ ବିଷୟ ଶିକ୍ଷା ପ୍ରାପ୍ତ ହୋଇଅଛନ୍ତି, ସେସବୁର ନିଶ୍ଚୟତା ଜ୍ଞାତ ହୋଇ ପାରନ୍ତି।

Gade chapit la Kopi

ଓଡିଆ ବାଇବେଲ

4 ଯେପରି ଆପଣ ଯେ ସମସ୍ତ ବିଷୟ ଶିକ୍ଷା ପାଇଅଛନ୍ତି, ସେ ସବୁର ନିଶ୍ଚୟତା ଜାଣି ପାରନ୍ତି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯେପରି ଆପଣ ଯେ ସମସ୍ତ ବିଷୟ ଶିକ୍ଷା ପାଇଅଛନ୍ତି, ସେସବୁର ନିଶ୍ଚୟତା ଜାଣି ପାରନ୍ତି।

Gade chapit la Kopi

ପବିତ୍ର ବାଇବଲ

4 ମୁଁ ଏଗୁଡ଼ିକ ଲେଖିବା ଫଳରେ ତୁମ୍ଭେମାନେ ଜାଣି ପାରିବ ଯେ ଆପଣଙ୍କୁ ଯାହାସବୁ ଶିକ୍ଷା ଦିଆଯାଇଛି, ତାହା ସତ୍ୟ।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:4
7 Referans Kwoze  

ଏତିକି ବେଳେ ଲେଖାଗଲା, ତୁମେ ଯେପରି ବିଶ୍ୱାସ କରିବ ଯେ, ଯୀଶୁ ହିଁ ଈଶ୍ୱରଙ୍କ ପୁତ୍ର ମସୀହ ଏବଂ ତାଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ତୁମେ ଜୀବନ ପାଇବ।


ସେ ପ୍ରଭୁଙ୍କ ମାର୍ଗ ବିଷୟରେ ଶିକ୍ଷା ପାଇଥିଲେ ଓ ଅତ୍ୟନ୍ତ ଉତ୍ସାହର ସହିତ ପ୍ରକୃତ ତଥ୍ୟ ପ୍ରକାଶ କରି ଶିକ୍ଷା ଦେଉଥିଲେ। କିନ୍ତୁ ଏ ସମ୍ପର୍କରେ ସେ କେବଳ ଯୋହନଙ୍କ ଜଳଦୀକ୍ଷା ବିଷୟ ଜାଣିଥିଲେ।


ଖ୍ରୀଷ୍ଟୀୟ ସୁସମାଚାର ଶିକ୍ଷା କରିବା ବେଳେ ଶିକ୍ଷାଦାତା ଗୁରୁଙ୍କୁ ନିଜେ ଉପଭୋଗ କରୁଥିବା ସମସ୍ତ ଉତ୍ତମ ବିଷୟର ଅଂଶୀ କରାଇବା ଉଚିତ।


କିନ୍ତୁ ମଣ୍ଡଳୀର ଉପାସନାରେ ଅଲୌକିକ ଭାଷାରେ ହଜାର ହଜାର ଶବ୍ଦ ବ୍ୟବହାର ନ କରି ବରଂ ସମସ୍ତଙ୍କର ବୋଧଗମ୍ୟ ହେବା ଭଳି ପାଞ୍ଚଟି ଶବ୍ଦ କହିବା ଉଚିତ୍ ବୋଲି ମୁଁ ମନେକରେ।


ତୁମ ପାଇଁ ଈଶ୍ୱରଙ୍କ ଅଭିମତ ଜାଣିଛ ଓ ବ୍ୟବସ୍ଥାରୁ ସତ୍‍ ଓ ଅସତ୍‍ ଜ୍ଞାନ ପାଇଛ;


Swiv nou:

Piblisite


Piblisite