Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:40 - ପବିତ୍ର ବାଇବଲ (CL) NT (BSI)

40 ସେ ଜିଖରିୟଙ୍କ ଘରକୁ ଯାଇ ଏଲିଶାବେଥ୍ଙ୍କୁ ଅଭିବାଦନ ଜଣାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ପୁଣି ଜିଖରୀୟଙ୍କ ଗୃହରେ ପ୍ରବେଶ କରି ଏଲୀଶାବେଥଙ୍କୁ ନମସ୍କାର କଲେ।

Gade chapit la Kopi

ଓଡିଆ ବାଇବେଲ

40 ପୁଣି, ଜିଖରୀୟଙ୍କ ଗୃହରେ ପ୍ରବେଶ କରି ଏଲୀଶାବେଥଙ୍କୁ ନମସ୍କାର କଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ପୁଣି, ଜିଖରୀୟଙ୍କ ଗୃହରେ ପ୍ରବେଶ କରି ଏଲୀଶାବେଥଙ୍କୁ ନମସ୍କାର କଲେ।

Gade chapit la Kopi

ପବିତ୍ର ବାଇବଲ

40 ସେ ଜିଖରିୟଙ୍କ ଘରକୁ ଯାଇ ଏଲିଶାବେଥଙ୍କୁ ଅଭିବାଦନ କଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:40
4 Referans Kwoze  

“ଯିହୁଦାର ରାଜା ହେରୋଦଙ୍କ ସମୟରେ ଅବୀୟ ଦଳର ଜିଖରିୟ ନାମକ ଜଣେ ଯାଜକ ଥିଲେ। ତାଙ୍କର ପତ୍ନୀ ଏଲିଶାବେଥ୍ ହାରୋଣ ଯାଜକଙ୍କ ବଂଶଜ ଥିଲେ।


କାଳ ମିଳମ୍ବ ନ କରି ମରିୟମ ପ୍ରସ୍ତୁତ ହେଲେ ଓ ଅତି ଶୀଘ୍ର ପାର୍ବତ୍ୟ ଯିହୂଦା ପ୍ରଦେଶର ଏକ ସହରକୁ ଗଲେ।


ଏଲିଶାବେଥ୍ ମରିୟମଙ୍କ ସମ୍ଭାଷଣ ଶୁଣିବା ମାତ୍ରେ ତାଙ୍କ ଗର୍ଭସ୍ଥ ଶିଶୁଟି ଅଧିର ହୋଇ ଉଠିଲା।


Swiv nou:

Piblisite


Piblisite