Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:42 - ପବିତ୍ର ବାଇବଲ (CL) NT (BSI)

42 ଏଲିଶାବେଥ୍ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଉଚ୍ଚ ସ୍ୱରରେ କହିଲେ, “ସ୍ତ୍ରୀ ଲୋକମାନଙ୍କ ମଧ୍ୟରେ ତୁମେ ପରମ ଧନ୍ୟା ଓ ତୁମେ ଯେଉଁ ସନ୍ତାନ ପ୍ରସବ କରିବ, ସେ ମଧ୍ୟ ଧନ୍ୟ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ଅତି ଉଚ୍ଚ ସ୍ଵରରେ କହିଲେ, ନାରୀମାନଙ୍କ ମଧ୍ୟରେ ତୁମ୍ଭେ ଧନ୍ୟ, ପୁଣି ଧନ୍ୟ ତୁମ୍ଭ ଗର୍ଭର ଫଳ।

Gade chapit la Kopi

ଓଡିଆ ବାଇବେଲ

42 ଅତି ଉଚ୍ଚସ୍ୱରରେ କହିଲେ, ନାରୀମାନଙ୍କ ମଧ୍ୟରେ ତୁମ୍ଭେ ଧନ୍ୟ, ପୁଣି, ଧନ୍ୟ ତୁମ୍ଭର ଗର୍ଭର ଫଳ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ଅତି ଉଚ୍ଚସ୍ୱରରେ କହିଲେ, ନାରୀମାନଙ୍କ ମଧ୍ୟରେ ତୁମ୍ଭେ ଧନ୍ୟ, ପୁଣି, ଧନ୍ୟ ତୁମ୍ଭର ଗର୍ଭର ଫଳ।

Gade chapit la Kopi

ପବିତ୍ର ବାଇବଲ

42 ଏଲୀଶାବେଥ ବଡ଼ ପାଟିରେ କହିଲେ, “ତୁମ୍ଭେ ସମସ୍ତ ନାରୀମାନଙ୍କ ଅପେକ୍ଷା ଅଧିକ ଧନ୍ୟା। କାରଣ ଯେଉଁ ଶିଶୁକୁ ତୁମ୍ଭେ ଜନ୍ମ ଦେବାକୁ ଯାଉଅଛ, ପରମେଶ୍ୱର ତାହାକୁ ଧନ୍ୟ କରିଛନ୍ତି।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:42
13 Referans Kwoze  

“ଯେଉଁ ରାଜା ପ୍ରଭୁଙ୍କ ନାମରେ ଆସୁଛନ୍ତି, ଈଶ୍ୱର ତାଙ୍କୁ ଆଶୀର୍ବାଦ କରନ୍ତୁ! ସ୍ୱର୍ଗରେ ଶାନ୍ତି ଓ ଈଶ୍ୱରଙ୍କ ଗୌରବ ହେଉ!”


ସ୍ୱର୍ଗଦୂତ ମରିୟମଙ୍କୁ କହିଲେ, “ତୁମର ଶାନ୍ତି ହେଉ! ଈଶ୍ୱର ତୁମର ସହବର୍ତ୍ତୀ ଓ ତୁମକୁ ପ୍ରଚୁର ଆଶୀର୍ବାଦ କରିଛନ୍ତି।”


ସେ ମୋ’ ଭଳି ନଗଣ୍ୟା ଦାସୀକୁ ସ୍ମରଣ କରିଛନ୍ତି। ବର୍ତ୍ତମାନଠାରୁ ସମସ୍ତେ ମୋତେ ଧନ୍ୟା ବୋଲି କହିବେ,


ଯାହାଙ୍କ ଉପରେ ଆମ ନିରବଚ୍ଛିନ୍ନ ବିଶ୍ୱାସ ନିର୍ଭର କରୁଛୁ, ସେହି ଯୀଶୁଙ୍କ ପ୍ରତି ଆମ ଦୃଷ୍ଟି ନିବଦ୍ଧ କରି ରଖିବା। ସେ କ୍ରୁଶ ଭୟରେ ନିଜ କର୍ତ୍ତବ୍ୟରୁ ବିରତ ହୋଇ ନ ଥିଲେ; ବରଂ ଭବିଷ୍ୟତରେ ତାଙ୍କ ପାଇଁ ଗଚ୍ଛିତ ରହିଥିବା ଆନନ୍ଦ ହେତୁ, କ୍ରୁଶୀୟ ମରଣର ଅପମାନକୁ ସେ ତୁଚ୍ଛ ଜ୍ଞାନ କଲେ; ବର୍ତ୍ତମାନ ସେ ଈଶ୍ୱରଙ୍କ ସିଂହାସନର ଦକ୍ଷିଣ ପାଶ୍ୱର୍ାରେ ଆସୀନ।


ଆମ ବିଖ୍ୟାଦ ଇହୁଦୀ ପୂର୍ବପୁରୁଷମାନଙ୍କର ସେମାନେ ବଂଶଧର ଏବଂ ମାନବ ରୂପେ ଖ୍ରୀଷ୍ଟ ସେହି ବଂଶରୁ ଜାତ। ସର୍ବାଧିପତି ଈଶ୍ୱର ଯୁଗେ ଯୁଗେ ଧନ୍ୟ ହୁଅନ୍ତୁ।


ଏଲିଶାବେଥ୍ ମରିୟମଙ୍କ ସମ୍ଭାଷଣ ଶୁଣିବା ମାତ୍ରେ ତାଙ୍କ ଗର୍ଭସ୍ଥ ଶିଶୁଟି ଅଧିର ହୋଇ ଉଠିଲା।


“ମୋର କେଡ଼େ ସୌଭାଗ୍ୟ, ମୋ’ ପ୍ରଭୁଙ୍କର ମାତା ମୋତେ ସାକ୍ଷାତ କରିବାକୁ ଆସିଛନ୍ତି।


Swiv nou:

Piblisite


Piblisite