Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:46 - ପବିତ୍ର ବାଇବଲ (CL) NT (BSI)

46 ମରିୟମ କହିଲେ, “ମୋର ହୃଦୟ ଈଶ୍ୱରଙ୍କ ପ୍ରଶଂସାରେ ପରିପୂର୍ଣ୍ଣ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

46 ଏଥିରେ ମରୀୟମ କହିଲେ, ମୋହର ପ୍ରାଣ ପ୍ରଭୁଙ୍କର ପ୍ରଶଂସା କରୁଅଛି,

Gade chapit la Kopi

ଓଡିଆ ବାଇବେଲ

46 ଏଥିରେ ମରୀୟମ କହିଲେ, ମୋହର ପ୍ରାଣ ପ୍ରଭୁଙ୍କର ପ୍ରଶଂସା କରୁଅଛି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ଏଥିରେ ମରୀୟମ କହିଲେ, “ମୋହର ପ୍ରାଣ ପ୍ରଭୁଙ୍କର ପ୍ରଶଂସା କରୁଅଛି,

Gade chapit la Kopi

ପବିତ୍ର ବାଇବଲ

46 ତା'ପରେ ମରିୟମ କହିଲେ, “ମୋର ଆତ୍ମା ପ୍ରଭୁଙ୍କର ସ୍ତୁତି କରୁଛି।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:46
15 Referans Kwoze  

ତେଣୁ ଧର୍ମଶାସ୍ତ୍ରରେ ଯେପରି ଲେଖାଅଛି: “ଯେ ଦର୍ପ କରିବାକୁ ଚାହେଁ, ପ୍ରଭୁ ଯାହା କରିଛନ୍ତି, ସେଥିପାଇଁ କେବଳ ସେ ଦର୍ପ କରୁ।”


ପ୍ରଭୁଙ୍କ ସହିତ ସଂଯୁକ୍ତ ହୋଇଥିବାରୁ ସବୁବେଳେ ଆନନ୍ଦ କର। ପୁନର୍ବାର କହୁଅଛି, “ଆନନ୍ଦ କର।”


କେବଳ ସେତିକି ନୁହେଁ, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱର ଯେଉଁ ସବୁ କାର୍ଯ୍ୟ ସାଧନ କରିଛନ୍ତି, ସେଥିପାଇଁ ଆମର ହୃଦୟ ଉଚ୍ଛ୍ୱସିତ ଆନନ୍ଦରେ ପରିପୂର୍ଣ୍ଣ। ସେହି ଯୀଶୁ ଈଶ୍ୱରଙ୍କ ସହିତ ଆମ୍ଭମାନଙ୍କର ପୁନର୍ମିଳନ କରାଇଛନ୍ତି।


ବର୍ତ୍ତମାନେ ତୁମ୍ଭେମାନେ ତାଙ୍କୁ ନ ଦେଖିଥିଲେ ହଁ ପ୍ରେମ କରୁଛ ଓ ତାଙ୍କଠାରେ ବିଶ୍ୱାସ କରୁଛ।


ଆମେ ପ୍ରକୃତରେ ସୁନ୍ନତପ୍ରାପ୍ତ; ସେମାନେ ନୁହଁନ୍ତି। ଆମେ ପବିତ୍ରଆତ୍ମାଙ୍କ ସାହାଯ୍ୟରେ ଈଶ୍ୱରଙ୍କ ଉପାସନା କରୁଛୁ ଏବଂ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହୋଇ ଆନନ୍ଦୋଲ୍ଲାସ କରୁଛୁ। ବାହ୍ୟ ରୀତିନୀତି ଉପରେ ଆମର ଆସ୍ଥା ନାହିଁ।


ଈଶ୍ୱରଙ୍କର ଧନ୍ୟବାଦ ହେଉ। କାରଣ ସେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସର୍ବଦା ଆମ୍ଭମାନଙ୍କୁ ବିଜୟ ପଥର ଆଗେଇ ନିଅନ୍ତୁ। ପୁଣି ସୁଗନ୍ଧ ଜ୍ଞାନ ଅନ୍ୟମାନଙ୍କୁ ଦେବା ପାଇଁ ଈଶ୍ୱର ଆମକୁ ବ୍ୟବହାର କରିଥାନ୍ତି।


ଯେଉଁ ଈଶ୍ୱର ଆମକୁ ଶାନ୍ତି ପ୍ରଦାନ କରନ୍ତି, ସେ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣଭାବେ ପବିତ୍ର କରନ୍ତୁ ଓ ଆମର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତୁମର ସମସ୍ତ ସତ୍ତା, ମନ, ଆତ୍ମା, ଶରୀରକୁ ସମ୍ପୂର୍ଣ୍ଣଭାବେ ନିର୍ଦ୍ଦୋଷ ରଖନ୍ତୁ।


Swiv nou:

Piblisite


Piblisite