Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:57 - ପବିତ୍ର ବାଇବଲ (CL) NT (BSI)

57 ଏଲିଶାବେଥ୍‌ଙ୍କୁ ପ୍ରସବ ସମୟ ଉପସ୍ଥିତ ହେଲା ଓ ସେ ଏକ ପୁତ୍ର ପ୍ରସବ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

57 ପରେ ଏଲୀଶାବେଥଙ୍କ ପ୍ରସବକାଳ ଉପସ୍ଥିତ ହୁଅନ୍ତେ, ସେ ଗୋଟିଏ ପୁତ୍ର ପ୍ରସବ କଲେ,

Gade chapit la Kopi

ଓଡିଆ ବାଇବେଲ

57 ପରେ ଏଲୀଶାବେଥଙ୍କ ପ୍ରସବ କାଳ ଉପସ୍ଥିତ ହୁଅନ୍ତେ ସେ ଗୋଟିଏ ପୁତ୍ର ପ୍ରସବ କଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

57 ପରେ ଏଲୀଶାବେଥଙ୍କ ପ୍ରସବ କାଳ ଉପସ୍ଥିତ ହୁଅନ୍ତେ ସେ ଗୋଟିଏ ପୁତ୍ର ପ୍ରସବ କଲେ,

Gade chapit la Kopi

ପବିତ୍ର ବାଇବଲ

57 ଏଲୀଶାବେଥଙ୍କର ସନ୍ତାନ ପ୍ରସବ କରିବା ସମୟ ହେବାରୁ ସେ ପୁତ୍ରସନ୍ତାନଟିଏ ଜନ୍ମ ଦେଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:57
7 Referans Kwoze  

କିନ୍ତୁ ସ୍ୱର୍ଗଦୂତ ତାଙ୍କୁ କହିଲେ, “ଜିଖରିୟ, ଭୟ କର ନାହିଁ। ଈଶ୍ୱର ତୁମ ପ୍ରାର୍ଥନା ଶୁଣିଛନ୍ତି, ତୁମ ସ୍ତ୍ରୀ ଏଲିଶାବେଥ୍ ଏକ ପୁତ୍ର ପ୍ରସବ କରିବେ। ତୁମେ ତାହାଙ୍କ ନାମ ଯୋହନ ଦେବ।


“ଯିହୁଦାର ରାଜା ହେରୋଦଙ୍କ ସମୟରେ ଅବୀୟ ଦଳର ଜିଖରିୟ ନାମକ ଜଣେ ଯାଜକ ଥିଲେ। ତାଙ୍କର ପତ୍ନୀ ଏଲିଶାବେଥ୍ ହାରୋଣ ଯାଜକଙ୍କ ବଂଶଜ ଥିଲେ।


ମରିୟମ ପ୍ରାୟ ତିନି ମାସ ପର୍ଯ୍ୟନ୍ତ ଏଲିଶାବେଥ୍‌ଙ୍କ ସହିତ ରହିବା ପରେ ଗୃହକୁ ବାହୁଡ଼ି ଗଲେ।


ଈଶ୍ୱର ତାଙ୍କୁ କେଡ଼େ ଆଶ୍ଚର୍ଯ୍ୟଭାବେ ଦୟା କରିଛନ୍ତି, ଏ କଥା ଶୁଣି ତାଙ୍କର ପ୍ରତିବାସୀ ଓ ଆତ୍ମୀୟସ୍ୱଜନମାନେ ସମସ୍ତେ ତାଙ୍କ ସହିତ ଆନନ୍ଦ କଲେ।


Swiv nou:

Piblisite


Piblisite