Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:64 - ପବିତ୍ର ବାଇବଲ (CL) NT (BSI)

64 ସେହି ମୁହୂର୍ତ୍ତରେ ଜିଖରିୟ ବାକ୍ଶକ୍ତି ଫେରିପାଇ ଈଶ୍ୱରଙ୍କୁ ଧନ୍ୟବାଦ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

64 ଆଉ, ତତ୍କ୍ଷଣାତ୍ ତାଙ୍କ ମୁଖ ଓ ଜିହ୍ଵା ଫିଟିଗଲା ଏବଂ ସେ କଥା କହି ଈଶ୍ଵରଙ୍କ ସ୍ତବ କରିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

64 ଆଉ ସେହିକ୍ଷଣି ତାହାଙ୍କ ମୁଖ ଓ ଜିହ୍ୱା ଫିଟିଗଲା ଏବଂ ସେ କଥା କହି ଈଶ୍ୱରଙ୍କ ପ୍ରଶଂସା କରିବାକୁ ଲାଗିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

64 ଆଉ ସେହିକ୍ଷଣି ତାହାଙ୍କ ମୁଖ ଓ ଜିହ୍ୱା ଫିଟିଗଲା ଏବଂ ସେ କଥା କହି ଈଶ୍ବରଙ୍କ ପ୍ରଶଂସା କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ

64 ସବୁ ଲୋକ ଆଶ୍ଚର୍ଯ୍ୟ ହୋଇଗଲେ। ତା'ପରେ ତ‌ତ୍‌କ୍ଷଣାତ୍ ଜିଖରିୟଙ୍କ ପାଟି ଖୋଲିଗଲା। ସେ କଥାବାର୍ତ୍ତା କରି ପାରିଲେ। ସେ ପରମେଶ୍ୱରଙ୍କର ସ୍ତୁତି କରିବାରେ ଲାଗିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:64
14 Referans Kwoze  

କିନ୍ତୁ ମୋର ଏହି ସମ୍ବାଦ ଯଥା ସମୟରେ ସତ୍ୟ ପ୍ରମାଣିତ ହେବ। ତୁମେ ଏହା ବିଶ୍ୱାସ କଲ ନାହିଁ। ତୁମର ଏହି ଅବିଶ୍ୱାସ ହେତୁ ତୁମେ କଥା କହି ପାରିବ ନାହିଁ। ଏହି ପ୍ରତିଜ୍ଞା ସଫଳ ନ ହେବା ଯାଏ ତୁମେ ମୂକ ହୋଇ ରହିବ।”


ଯୀଶୁ ତା’ ଦେହରୁ ଭୂତଟିକୁ ବାହାର କରି ଦେବା ମାତ୍ର ସେ କଥା କହିବାକୁ ଲାଗିଲା। ସମସ୍ତେ ଆଶ୍ଚଯ୍ୟ ହୋଇ କହିଲେ, “ଇଶ୍ରାୟେଲ ଦେଶରେ ଆମେ ଏଭଳି କାର୍ଯ୍ୟ କେବେ ଦେଖି ନ ଥିଲୁ।”


Swiv nou:

Piblisite


Piblisite