ଲୂକ ଲିଖିତ ସୁସମାଚାର 1:70 - ପବିତ୍ର ବାଇବଲ (CL) NT (BSI)70 ବହୁ ପୂର୍ବରୁ ସେ ତାଙ୍କ ପବିତ୍ର ଭାବବାଦୀମାନଙ୍କ ମୁଖ ଦେଇ ପ୍ରତିଜ୍ଞା କରିଥିଲେ ଯେ, Gade chapit laପବିତ୍ର ବାଇବଲ (Re-edited) - (BSI)70 ପୁରାକାଳରୁ ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ଵାରା ଯେପରି କହିଥିଲେ, Gade chapit laଓଡିଆ ବାଇବେଲ70 ପ୍ରାଚୀନକାଳରୁ ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା ଯେପରି କହିଥିଲେ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT70 ପ୍ରାଚୀନକାଳରୁ ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା ଯେପରି କହିଥିଲେ, Gade chapit laପବିତ୍ର ବାଇବଲ70 ବହୁତ ଦିନ ପୂର୍ବେ ବାସ କରୁଥିବା ନିଜ ପବିତ୍ର ଭବିଷ୍ୟଦ୍ବକ୍ତାମାନଙ୍କ ମାଧ୍ୟମରେ ପରମେଶ୍ୱର ଏହା କରିବେ ବୋଲି କହିଥିଲେ। Gade chapit la |
ଈଶ୍ୱର ଉକ୍ତ ଭାବବାଦୀମାନଙ୍କ ନିକଟରେ ପ୍ରକାଶ କଲେ ଯେ, ସେମାନେ ନିଜର ହିତ ପାଇଁ କିଛି କରୁ ନ ଥିଲେ। ସେମାନେ ଯାହା କହୁଥିଲେ, ତାହା ତୁମ୍ଭମାନଙ୍କ ପାଇଁ ଉଦ୍ଦିଷ୍ଟ ଥିଲା। ସ୍ୱର୍ଗରୁ ପ୍ରେରିତ ପବିତ୍ରଆତ୍ମାଙ୍କ ଶକ୍ତିରେ ବର୍ତ୍ତମାନ ଯେଉଁ ବାର୍ତ୍ତାବହମାନେ ସୁସମାଚାର ପ୍ରଚାର କରୁଛନ୍ତି, ତୁମ୍ଭେମାନେ ଏବେ ସେମାନଙ୍କଠାରୁ ସେହିସବୁ କଥା ଶୁଣୁଛ- ଏହି ସମସ୍ତ ବିଷୟରେ ମର୍ମ ବୁଝିବା ପାଇଁ ସ୍ୱର୍ଗଦୂତମାନେ ମଧ୍ୟ ଇଚ୍ଛୁକ।