ଲୂକ ଲିଖିତ ସୁସମାଚାର 1:71 - ପବିତ୍ର ବାଇବଲ (CL) NT (BSI)71 ଶତ୍ରୁମାନଙ୍କ ହସ୍ତରୁ ଏବଂ ଯେଉଁମାନେ ଆମକୁ ଘୃଣା କରନ୍ତି, ସେମାନଙ୍କ କବଳରୁ ସେ ଆମକୁ ଉଦ୍ଧାର କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)71 ସେପରି ଆମ୍ଭମାନଙ୍କ ଶତ୍ରୁମାନଙ୍କଠାରୁ ଓ ଆମ୍ଭମାନଙ୍କ ସମସ୍ତ ଘୃଣାକାରୀଙ୍କ ହସ୍ତରୁ ପରିତ୍ରାଣ ସାଧନ କରିଅଛନ୍ତି, Gade chapit laଓଡିଆ ବାଇବେଲ71 ସେପରି ଆମ୍ଭମାନଙ୍କ ଶତ୍ରୁମାନଙ୍କଠାରୁ ଓ ଆମ୍ଭମାନଙ୍କ ସମସ୍ତ ଘୃଣାକାରୀଙ୍କ ହସ୍ତରୁ ପରିତ୍ରାଣ ସାଧନ କରିଅଛନ୍ତି, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT71 ସେପରି ଆମ୍ଭମାନଙ୍କ ଶତ୍ରୁମାନଙ୍କଠାରୁ ଓ ଆମ୍ଭମାନଙ୍କ ସମସ୍ତ ଘୃଣାକାରୀଙ୍କ ହସ୍ତରୁ ପରିତ୍ରାଣ ସାଧନ କରିଅଛନ୍ତି, Gade chapit laପବିତ୍ର ବାଇବଲ71 ସେ ଆମ୍ଭମାନଙ୍କୁ ଆମ୍ଭମାନଙ୍କର ଶତ୍ରୁମାନଙ୍କଠାରୁ ତଥା ଆମ୍ଭମାନଙ୍କୁ ଘୃଣା କରୁଥିବା ସମସ୍ତଙ୍କ ହାତରୁ ରକ୍ଷା କରିବାକୁ ପ୍ରତିଶ୍ରୁତି ଦେଇଥିଲେ। Gade chapit la |