ଲୂକ ଲିଖିତ ସୁସମାଚାର 10:10 - ପବିତ୍ର ବାଇବଲ (CL) NT (BSI)10 କିନ୍ତୁ ଯଦି ତୁମେ ଗୋଟିଏ ସହରକୁ ଯାଇ ଆତିଥ୍ୟ ପାଅ ନାହିଁ, ଛକ ସ୍ଥାନମାନଙ୍କୁ ଯାଇ କୁହ, Gade chapit laପବିତ୍ର ବାଇବଲ (Re-edited) - (BSI)10 କିନ୍ତୁ ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣକରନ୍ତି ନାହିଁ, ସେଥିର ଦାଣ୍ତମାନଙ୍କୁ ବାହାରିଯାଇ କୁହ, Gade chapit laଓଡିଆ ବାଇବେଲ10 କିନ୍ତୁ ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେଥିର ଦାଣ୍ଡମାନଙ୍କୁ ବାହାରିଯାଇ କୁହ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କିନ୍ତୁ ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେଥିର ଦାଣ୍ଡମାନଙ୍କୁ ବାହାରିଯାଇ କୁହ, Gade chapit laପବିତ୍ର ବାଇବଲ10 “କିନ୍ତୁ ତୁମ୍ଭେମାନେ ଯଦି ଏଭଳି ଏକ ନଗରକୁ ଯାଅ ଓ ସେଠାରେ ଲୋକେ ତୁମ୍ଭମାନଙ୍କର ସ୍ୱାଗତ ନ କରନ୍ତି, ତେବେ ସେହି ନଗରର ଗଳିମାନଙ୍କରେ ଯାଅ ଏବଂ କୁହ, Gade chapit la |