Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 10:16 - ପବିତ୍ର ବାଇବଲ (CL) NT (BSI)

16 ଯୀଶୁ ତାଙ୍କର ଶିଷ୍ୟମାନଙ୍କୁ କହିଲେ, “ଯେ କେହି ତୁମ କଥା ଶୁଣେ, ସେ ମୋ’ କଥା ଶୁଣେ; ଯେ କେହି ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ; ଏବଂ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋର ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋʼ କଥା ଶୁଣେ, ପୁଣି ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋʼ ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ।

Gade chapit la Kopi

ଓଡିଆ ବାଇବେଲ

16 ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋ' କଥା ଶୁଣେ, ପୁଣି, ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋ' ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋʼ କଥା ଶୁଣେ, ପୁଣି, ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋʼ ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ।

Gade chapit la Kopi

ପବିତ୍ର ବାଇବଲ

16 “ଯେତେବେଳେ କୌଣସି ଲୋକ ତୁମ୍ଭମାନଙ୍କ କଥା ଶୁଣେ, ସେ ପ୍ରକୃତରେ ମୋ’ କଥା ଶୁଣେ। ଯେତେବେଳେ ଜଣେ ତୁମ୍ଭମାନଙ୍କୁ ଗ୍ରହଣ କରିବାକୁ ମନା କରେ, ସେ ପ୍ରକୃତରେ ମୋତେ ଗ୍ରହଣ କରିବାକୁ ମନା କରିଦିଏ ଏବଂ ଯେତେବେଳେ ଜଣେ ମୋତେ ଗ୍ରହଣ କରିବାକୁ ମନା କରେ, ସେ ପ୍ରକୃତରେ ମୋତେ ପଠାଇଥିବା ପରମେଶ୍ୱରଙ୍କୁ ଗ୍ରହଣ କରିବାକୁ ମନା କରିଦିଏ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 10:16
17 Referans Kwoze  

ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ମୋ’ ଦ୍ୱାରା ପ୍ରେରିତ ଜଣେ ବ୍ୟକ୍ତିର ଯେ ଆତିଥ୍ୟ କରେ, ସେ ମୋର ଆତିଥ୍ୟ କରେ ଏବଂ ଯେ ମୋତେ ଗ୍ରହଣ କରେ, ସେ ମୋର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।”


“ଯିଏ ତୁମ୍ଭମାନଙ୍କୁ ସ୍ୱାଗତ କରେ, ସେ ମୋ’ ପ୍ରତି ତାହା କରେ ଏବଂ ଯିଏ ମୋର ସ୍ୱାଗତ କରେ, ସେ ମୋ’ ପ୍ରେରଣକାରୀଙ୍କ ପ୍ରତି ତାହା କରେ।


ତେଣୁ ଯେ କେହି ଆମର ଏହି ଶିକ୍ଷାକୁ ଅଗ୍ରାହ୍ୟ କରେ, ସେ କେବଳ ମନୁଷ୍ୟକୁ ଉପେକ୍ଷା କରେ ନାହିଁ - ପବିତ୍ରଆତ୍ମାଦାନକାରୀ ଈଶ୍ୱରଙ୍କୁ ଅବମାନନା କରେ।


ଯେ ମୋତେ ପ୍ରତ୍ୟାଖ୍ୟାନ କରି ମୋର ବାର୍ତ୍ତା ଗ୍ରହଣ କରେ ନାହିଁ, ମୋ’ ମୁଖର ବାକ୍ୟ ତା’ର ବିଚାରକ ହେବ। ସେହି ବାକ୍ୟ ଅନ୍ତିମ ଦିବସରେ ତା’ର ବିଚାର କରିବ।


ଯୀଶୁ ଉଚ୍ଚ ସ୍ୱରରେ କହିଲେ, “ଯେ ମୋ’ଠାରେ ବିଶ୍ୱାସ କରେ, ସେ କେବଳ ମୋତେ ନୁହେଁ; ମୋର ପ୍ରେରଣକର୍ତ୍ତାଙ୍କୁ ମଧ୍ୟ ବିଶ୍ୱାସ କରେ।


“ଯେ କେହି ମୋ’ ନାମରେ ଏଭଳି ଗୋଟିଏ ଶିଶୁକୁ ସ୍ୱାଗତ କରେ, ସେ ମୋତେ ସ୍ୱାଗତ କରେ ଏବଂ ଯେ ମୋତେ ଗ୍ରହଣ କରେ, ସେ କେବଳ ମୋତେ ନୁହେଁ, ମୋର ପ୍ରେରଣକର୍ତ୍ତାଙ୍କୁ ମଧ୍ୟ ଗ୍ରହଣ କରେ।”


ଏବଂ କେହି ମୋ’ ନାମରେ ଏହିପରି ଗୋଟିଏ ଶିଶୁକୁ ଗ୍ରହଣ କରେ, ସେ ମୋତେ ମଧ୍ୟ ଗ୍ରହଣ କରେ।


ବିକ୍ରୀ କରିବା ପରେ ମଧ୍ୟ ତାହା କ’ଣ ତୁମର ନ ଥିଲା? ତେବେ ତୁମେ କାହିଁକି ଏପ୍ରକାର କାର୍ଯ୍ୟ କରିବାକୁ ସ୍ଥିର କଲ? ତୁମେ ଲୋକମାନଙ୍କୁ ପ୍ରତାରଣା କରି ନାହଁ, ମାତ୍ର ଈଶ୍ୱରଙ୍କ ନିକଟରେ ମିଥ୍ୟା କହିଛ।”


ଓ ସେମାନଙ୍କୁ କହିଲେ, “ଯେ କେହି ମୋ’ ନାମରେ ଏହି ଶିଶୁକୁ ସ୍ୱାଗତ କରେ, ସେ ମୋତେ ସ୍ୱାଗତ କରେ ଓ ଯେ ମୋତେ ପ୍ରେରଣ କରିଛନ୍ତି, ତାଙ୍କୁ ମଧ୍ୟ ସେ ସ୍ୱାଗତ କରେ। କାରଣ ଯେ ତୁମ ସମସ୍ତଙ୍କଠାରୁ ନିଜକୁ ନ୍ୟୂନ କରେ, ସେ ହିଁ ଶ୍ରେଷ୍ଠ।”


କିନ୍ତୁ ମୋର ଶାରୀରିକ ଅବସ୍ଥା ତୁମ୍ଭମାନଙ୍କ ପକ୍ଷରେ ବିରକ୍ତିକର ହୋଇଥିଲେ ହେଁ, ତୁମ୍ଭେମାନେ ମୋତେ ଅବଜ୍ଞା ବା ଅଗ୍ରାହ୍ୟ କରି ନ ଥିଲ, ବରଂ ମୋତେ ଏକ ସ୍ୱର୍ଗଦୂତ ରୂପେ ଗ୍ରହଣ କରିଥିଲ। ଖ୍ରୀଷ୍ଟ ଯୀଶୁଙ୍କୁ ତୁମ୍ଭେମାନେ ଯେପରି ଗ୍ରହଣ କରିଥା’ନ୍ତ, ସେହିପରିଭାବେ ମୋତେ ମଧ୍ୟ ଗ୍ରହଣ କରିଥିଲ।


Swiv nou:

Piblisite


Piblisite