Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 10:18 - ପବିତ୍ର ବାଇବଲ (CL) NT (BSI)

18 ଯୀଶୁ ସେମାନଙ୍କୁ କହିଲେ, “ମୁଁ ଶୟତାନକୁ ବିଜୁଳି ପରି ଆକାଶରୁ ଖସିବା ଦେଖିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 କିନ୍ତୁ ସେ ସେମାନଙ୍କୁ କହିଲେ, ବିଜୁଳି ପରି ସ୍ଵର୍ଗରୁ ଶୟତାନକୁ ପଡ଼ିବା ମୁଁ ଦେଖୁଥିଲି।

Gade chapit la Kopi

ଓଡିଆ ବାଇବେଲ

18 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ବିଜୁଳି ପରି ସ୍ୱର୍ଗରୁ ଶୟତାନକୁ ପଡ଼ିବା ମୁଁ ଦେଖୁଥିଲି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ବିଜୁଳି ପରି ସ୍ୱର୍ଗରୁ ଶୟତାନକୁ ପଡ଼ିବା ମୁଁ ଦେଖୁଥିଲି।

Gade chapit la Kopi

ପବିତ୍ର ବାଇବଲ

18 ଏହା ଶୁଣି ଯୀଶୁ ସେମାନଙ୍କୁ କହିଲେ, “ମୁଁ ଶୟତାନକୁ ଆକାଶରୁ ବିଜୁଳି ଭଳି ଖସିଥିବାର ଦେଖିଛି।

Gade chapit la Kopi




ଲୂକ ଲିଖିତ ସୁସମାଚାର 10:18
9 Referans Kwoze  

ତା’ପରେ ପଞ୍ଚମ ଦୂତ ତୂରୀ ବଜାଇଲେ ଏବଂ ମୁଁ ଦେଖିଲି, ସଙ୍ଗେ ସଙ୍ଗେ ଆକାଶରୁ ଗୋଟିଏ ନକ୍ଷତ୍ର ଖସି ପୃଥିବୀ ଉପରେ ପଡ଼ିଲା। ତାକୁ ପାତାଳପୁରୀର ଚାବି ଦିଆଯାଇଥିଲା।


ଏ ଜଗତର ଅଧିପତି ଦୋଷୀ ସାବ୍ୟସ୍ତ ହୋଇଛି; ଏଥିରୁ ଈଶ୍ୱରଙ୍କ ନ୍ୟାୟ ବିଚାର ପ୍ରକାଶ ପାଏ।


ଜଗତର ବିଚାର ଦିନ ବର୍ତ୍ତମାନ ଉପସ୍ଥିତ। ଏହି ଜଗତର ଅଧିପତି ଗାଦିଚ୍ୟୁତ ହେବ।


ସେ ଯେଉଁମାନଙ୍କୁ ସନ୍ତାନ ବୋଲି ସମ୍ବାଧନ କରିଛନ୍ତି, ସେମାନେ ରକ୍ତମାଂସ ଶରୀରବିଶିଷ୍ଟ ମନୁଷ୍ୟ ହୋଇଥିବାରୁ ଯୀଶୁ ମଧ୍ୟ ନିଜେ ସେମାନଙ୍କ ପରି ମାନବୀୟ ରୂପ ଓ ସ୍ୱଭାବ ଧାରଣ କଲେ। ସେ ଏହା କରିବାର ଉଦ୍ଦେଶ୍ୟ ହେଉଛି, ସେ ଯେପରି ଆପଣାର ମୃତ୍ୟୁ ଦ୍ୱାରା ଶୟତାନକୁ ବିାନଶ କରିବେ, କାରଣ ମୃତ୍ୟୁ ଉପରେ ଶୟତାନର କତ୍ତ୍ୱର୍ତ୍ୱ ଥଲା।


ସେ ସେହି ପ୍ରାଚୀନ ସର୍ପ, ସେହି ପିଶାଚ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ଜଞ୍ଜିରରେ ବାନ୍ଧି ପକାଇଲେ


ଯୀଶୁ ଉତ୍ତର ଦେଲେ, “ଦୂର ହୁଅ ଶୟତାନ! ଧର୍ମଶାସ୍ତ୍ରରେ ଲେଖାଅଛି, ‘କେବଳ ତୁମ ପ୍ରଭୁ ଈଶ୍ୱରଙ୍କୁ ଉପାସନା କର ଏବଂ ତାଙ୍କର ସେବା କର’।”


Swiv nou:

Piblisite


Piblisite