Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 10:30 - ପବିତ୍ର ବାଇବଲ (CL) NT (BSI)

30 ଯୀଶୁ କହିଲେ, “ଥରେ ଜଣେ ଲୋକ ଯିରୂଶାଲମରୁ ଯିରିହୋକୁ ଯାଉଥିବା ସମୟରେ ଡ଼କାୟତମାନେ ତାକୁ ଆକ୍ରମଣ କଲେ। ତା’ର ଲୁଗାପଟା ଛଡ଼ାଇ ନେଇ ମାଡ଼ ଦେଲେ ଓ ତାକୁ ଦରମରା କରି ଛାଡ଼ି ଚାଲିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ଯୀଶୁ ସେହି ପ୍ରସଙ୍ଗ ଧରି କହିଲେ, ଜଣେ ଲୋକ ଯିରୂଶାଲମରୁ ଯିରୀହୋକୁ ଯାଉ ଯାଉ ଡକାଇତମାନଙ୍କ ହାବୁଡ଼ରେ ପଡ଼ିଲା। ସେମାନେ ତାହାର ଲୁଗାପଟା ଛଡ଼ାଇନେଇ ଓ ମାଡ଼ ମାରି ତାହାକୁ ଦରମରା ଅବସ୍ଥାରେ ଛାଡ଼ି ଚାଲିଗଲେ।

Gade chapit la Kopi

ଓଡିଆ ବାଇବେଲ

30 ଯୀଶୁ ସେହି ପ୍ରସଙ୍ଗ ଧରି କହିଲେ, ଜଣେ ଲୋକ ଯିରୂଶାଲମରୁ ଯିରୀହୋକୁ ଯାଉ ଯାଉ ଡକାୟତମାନଙ୍କ ହାବୁଡ଼ରେ ପଡ଼ିଲା । ସେମାନେ ତାହାର ଲୁଗାପଟା ଛଡ଼ାଇନେଇ ଓ ମାଡ଼ ମାରି ତାହାକୁ ଦରମରା ଅବସ୍ଥାରେ ଛାଡ଼ି ଚାଲିଗଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଯୀଶୁ ସେହି ପ୍ରସଙ୍ଗ ଧରି କହିଲେ, “ଜଣେ ଲୋକ ଯିରୂଶାଲମ ସହରରୁ ଯିରୀହୋକୁ ଯାଉ ଯାଉ ଡକାଇତମାନଙ୍କ ହାବୁଡ଼ରେ ପଡ଼ିଲା। ସେମାନେ ତାହାର ଲୁଗାପଟା ଛଡ଼ାଇନେଇ ଓ ମାଡ଼ ମାରି ତାହାକୁ ଦରମରା ଅବସ୍ଥାରେ ଛାଡ଼ି ଚାଲିଗଲେ।

Gade chapit la Kopi

ପବିତ୍ର ବାଇବଲ

30 ଏହି ପ୍ରଶ୍ନର ଉତ୍ତର ଦେବାକୁ ଯାଇ ଯୀଶୁ କହିଲେ, “ଜଣେ ଲୋକ ଯିରୁଶାଲମରୁ ଯିରୀହୋକୁ ଯାଉଥିଲା। ବାଟରେ ସେ ଡକାୟତମାନଙ୍କ ହାବୁଡ଼ରେ ପଡ଼ିଲା। ସେମାନେ ତା’ ଲୁଗାପଟା ସବୁ ଚିରି ବାହାର କରି ଓ ତାକୁ ମାଡ଼ ମାରି ଅର୍ଦ୍ଧମୃତ ଅବସ୍ଥାରେ ପକାଇଦେଇ ଗ୍ଭଲିଗଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 10:30
7 Referans Kwoze  

ଯୀଶୁ ବାର ଶିଷ୍ୟଙ୍କୁ ଗୋଟିଏ ପାଖକୁ ଡ଼ାକି ନେଇ କହିଲେ, “ଶୁଣ! ଆମେ ଯିରୂଶାଲମକୁ ଯାଉଛୁ, ସେଠାରେ ଭାବବାଦୀମାନେ ମନୁଷ୍ୟପୁତ୍ରଙ୍କ ବିଷୟରେ ଲେଖାଥିବା ପ୍ରତ୍ୟେକ ବିଷୟ ସଫଳ ହେବ।


ଯୀଶୁ ଏ କଥା କହି ଯିରୂଶାଲମ ଅଭିମୁଖେ ଯାତ୍ରା କଲେ।


ଘଟଣାକ୍ରମେ ଜଣେ ଯାଜକ ସେହି ବାଟ ଦେଇ ଯାଉଥିଲେ, କିନ୍ତୁ ଲୋକଟିକୁ ଦେଖି, ସେ ଅନ୍ୟ ପାଖ ଦେଇ ଚାଲିଗଲେ।


Swiv nou:

Piblisite


Piblisite