Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 10:5 - ପବିତ୍ର ବାଇବଲ (CL) NT (BSI)

5 ଯେତେବେଳେ ତୁମେ ଗୋଟିଏ ଗୃହକୁ ଯାଅ, ପ୍ରଥମେ କୁହ, ‘ଏହି ଗୃହର ଶାନ୍ତି ହେଉ’।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆଉ, ଯେକୌଣସି ଗୃହରେ ତୁମ୍ଭେମାନେ ପ୍ରବେଶ କରିବ, ପ୍ରଥମେ କୁହ, ଏହି ଗୃହ ପ୍ରତି ଶାନ୍ତି ହେଉ।

Gade chapit la Kopi

ଓଡିଆ ବାଇବେଲ

5 ଆଉ, ଯେକୌଣସି ଗୃହରେ ତୁମ୍ଭେମାନେ ପ୍ରବେଶ କରିବ, ପ୍ରଥମେ କୁହ, ଏହି ଗୃହ ପ୍ରତି ଶାନ୍ତି ହେଉ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ, ଯେକୌଣସି ଗୃହରେ ତୁମ୍ଭେମାନେ ପ୍ରବେଶ କରିବ, ପ୍ରଥମେ କୁହ, ଏହି ଗୃହ ପ୍ରତି ଶାନ୍ତି ହେଉ।

Gade chapit la Kopi

ପବିତ୍ର ବାଇବଲ

5 ଯେକୌଣସି ଘରେ ପ୍ରବେଶ କରିବା ମାତ୍ରେ ପ୍ରଥମେ କୁହ, ‘ଏ ଘରକୁ ଶାନ୍ତି ମିଳୁ।’

Gade chapit la Kopi




ଲୂକ ଲିଖିତ ସୁସମାଚାର 10:5
9 Referans Kwoze  

ସେଥିଲାଗି ଖ୍ରୀଷ୍ଟ ଆସିଥିଲେ ଓ ଈଶ୍ୱରଙ୍କଠାରୁ ଦୂରେଇ ଯାଇଥିବା ଅଣଇହୁଦୀ ଓ ତାଙ୍କ ନିକଟବର୍ତ୍ତୀ ଇହୁଦୀମାନଙ୍କ ମଧ୍ୟରେ ସୁସମାଚାର ଘୋଷଣା କରିଥିଲେ।


ଯୀଶୁ ତାକୁ କହିଲେ, “ଆଜି ଏହି ଗୃହକୁ ପରିତ୍ରାଣ ଆସିଛି, କାରଣ ଏହି ବ୍ୟକ୍ତି ମଧ୍ୟ ଅବ୍ରାହମଙ୍କ ଜଣେ ବଂଶଧର।


ତୁମ୍ଭେମାନେ ଜାଣିଛ ଯେ ଈଶ୍ୱର ଇଶ୍ରାଏଲୀୟମାନଙ୍କ ନିକଟକୁ ଯେଉଁ ବାର୍ତ୍ତା ପ୍ରେରଣ କରିଥିଲେ, ତାହା ହିଁ ଯୀଶୁଙ୍କ ଦ୍ୱାରା ଘୋଷଣା କରାଯାଇଥିବା ଶାନ୍ତିର ବାର୍ତ୍ତା।


ଥଳୀ, ଭିକ୍ଷା ଝୋଲି କିମ୍ବା ପାଦୁକା ନିଅ ନାହିଁ। ବାଟରେ କାହାକୁ ଶୁଭେଚ୍ଛା ଜଣାଇବାକୁ ରୁହ ନାହିଁ।


ଯଦି କୌଣସି ଶାନ୍ତିପ୍ରେମୀ ଲୋକ ସେ ଗୃହରେ ବାସ କରୁଥାଏ, ତୁମ ଶାନ୍ତିର ବାଣୀ ତା’ର କଲ୍ୟାଣ କରୁ। ଯଦି ସେପରି କେହି ନ ଥାଏ, ସେହି ଶୁଭେଚ୍ଛା ତା’ର କୌଣସି ମଙ୍ଗଳ ନ କରି ତୁମ ନିକଟକୁ ଫେରି ଆସିବ।


Swiv nou:

Piblisite


Piblisite