Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 11:15 - ପବିତ୍ର ବାଇବଲ (CL) NT (BSI)

15 କିନ୍ତୁ କେତେକ କହିଲେ, “ଭୂତମାନଙ୍କ ଅଧିପତି ବାଆଲ୍ଜିବୂଲ୍ର ଶକ୍ତିରେ ସେ ଭୂତ ଛଡ଼ାଉଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 କିନ୍ତୁ ସେମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଭୂତପତି ବାଆଲ୍ଜିବୂଲ୍ର ସାହାଯ୍ୟରେ ଭୂତ ଛଡ଼ାଏ।

Gade chapit la Kopi

ଓଡିଆ ବାଇବେଲ

15 କିନ୍ତୁ ସେମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଭୂତପତି ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତ ଛଡ଼ାଏ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କିନ୍ତୁ ସେମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଭୂତପତି ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତ ଛଡ଼ାଏ।

Gade chapit la Kopi

ପବିତ୍ର ବାଇବଲ

15 କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ କହିଲେ, “ଯୀଶୁ ଭୂତପତି ବାଆ‌‌‌ଲ୍‌ଜିବୂଲ୍‌ର ଶକ୍ତି ଦ୍ୱାରା ଭୂତ ଛଡ଼ାଉଛନ୍ତି, ଭୂତମାନଙ୍କୁ ତଡ଼ି ଦେବାକୁ ବ୍ୟବହାର କରୁଛନ୍ତି।

Gade chapit la Kopi




ଲୂକ ଲିଖିତ ସୁସମାଚାର 11:15
11 Referans Kwoze  

କିନ୍ତୁ ଫାରୁଶୀମାନେ କହିଲେ, “ଏ ଲୋକ ପ୍ରେତପତିଙ୍କ ଶ୍ତିରେ ଭୂତ ଛାଡ଼ାଉଛି।”


କେତେକ କହିଲେ, “ତାକୁ ଭୂତ ଲାଗିଛି। ସେ ଗୋଟିଏ ପାଗଳ, ତା’ କଥା କାହିଁକି ଶୁଣୁଛ?”


ସେମାନେ ତାଙ୍କୁ କହିଲେ, “ବର୍ତ୍ତମାନ ଆମ ଠିକ୍ ଜାଣୁଛୁ ଯେ, ତୁମକୁ ଭୂତ ଧରିଛି। ଅବ୍ରାହାମ ଓ ଭାବବାଦୀମାନେ ସମସ୍ତେ ମରିଛନ୍ତି; ଆଉ ତୁମେ କହୁଛ, ଯିଏ ତୁମ ଉପଦେଶ ପାଳନ କରିବ, ସେ କେବେ ମରିବ ନାହିଁ।


ସେମାନେ ଯୀଶୁଙ୍କୁ ପଚାରିଲେ: “ତୁମେ ଜଣେ ଶମିରୋଣୀୟ ଓ ଭୂତଗ୍ରସ୍ତ, ଏକତା କହିବା ଆମ ପକ୍ଷେ ଠିକ୍ ହୋଇ ନାହିଁ କି?”


ଜନତା ଭିତରୁ ଚିକ୍ରାର ଶୁଣାଗଲା, “ତୁମକୁ ଭୂତ ଧରିଛି। ତୁମକୁ କିଏ ମାରି ଦେବାକୁ ଚେଷ୍ଟା କରୁଛି?”


ସୁତରାଂ ଶିଷ୍ୟ ଗୁରୁ ପରି ଓ ଦାସ ମାଲିକ ପରି ହୋଇପାରିଲେ ସେମାନେ ସେତିକିରେ ସନ୍ତୁଷ୍ଠ ହେବା ଉଚିତ୍। ଗୋଟିଏ ପରିବାରର କର୍ତ୍ତାକୁ ଯଦି ଲୋକେ ବେଲଜିବୁଲ ବୋଲି ଡାକନ୍ତି ଯଦି ଲୋକେ ବେଲଜିବୁଲ ବୋଲି ଡାକନ୍ତି, ପରିବାରର ଅନ୍ୟମାନଙ୍କୁ ଆହୁରି କେତେ କୁସ୍ଥିତ ନାମ ନ ଦେବେ?


ସମୁଦାୟ ସିରିଆରେ ତାଙ୍କ ଖ୍ୟାତି ବ୍ୟାପି ଗଲା ଏବଂ ଲୋକେ ଭୂତଗ୍ରସ୍ତ, ଅପସ୍ମାର, ପକ୍ଷାଘାତ ପ୍ରଭୃତି ସବୁ ପ୍ରକାର ବ୍ୟାଧିଗ୍ରସ୍ତ ଲୋକଙ୍କୁ ତାଙ୍କ ନିକଟକୁ ନେଇ ଆସିଲେ।


ତା’ପରେ ଦିନେ ଲୋକେ ଗୋଟିଏ ଅନ୍ଧ ଓ ମୂକକୁ ନେଇ ଆସିଲେ। ସେ ଭୂତଗ୍ରସ୍ତ ହୋଇଥିବାରୁ କଥା କହିପାରୁ ନ ଥିଲା। ଯୀଶୁ ତାକୁ ସୁସ୍ଥ କଲେ। ସେ ଦେଖି ପାରିଲା ଓ କଥା କହି ପାରିଲା।


Swiv nou:

Piblisite


Piblisite