ଲୂକ ଲିଖିତ ସୁସମାଚାର 11:2 - ପବିତ୍ର ବାଇବଲ (CL) NT (BSI)2 ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ପ୍ରାର୍ଥନା କରିବା ସମୟରେ ଏପରି କୁହ: ପିତା: ତୁମର ପବିତ୍ର ନାମ ସମ୍ମାନିତ ହେଉ; ତୁମର ରାଜ୍ୟ ଆସୁ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଏଥିରେ ସେ ସେମାନଙ୍କୁ କହିଲେ, ଯେତେବେଳେ ତୁମ୍ଭେମାନେ ପ୍ରାର୍ଥନା କର, ସେତେବେଳେ କୁହ, ପିତଃ, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ। ତୁମ୍ଭର ରାଜ୍ୟ ଆସୁ। Gade chapit laଓଡିଆ ବାଇବେଲ2 ଏଥିରେ ସେ ସେମାନଙ୍କୁ କହିଲେ, ଯେତେବେଳେ ତୁମ୍ଭେମାନେ ପ୍ରାର୍ଥନା କର, ସେତେବେଳେ କୁହ, ପିତଃ, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ । ତୁମ୍ଭର ରାଜ୍ୟ ଆସୁ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏଥିରେ ସେ ସେମାନଙ୍କୁ କହିଲେ, “ଯେତେବେଳେ ତୁମ୍ଭେମାନେ ପ୍ରାର୍ଥନା କର, ସେତେବେଳେ କୁହ, ‘ପିତଃ, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ। ତୁମ୍ଭର ରାଜ୍ୟ ଆସୁ। Gade chapit laପବିତ୍ର ବାଇବଲ2 ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ପ୍ରାର୍ଥନା କଲାବେଳେ କୁହ: ‘ହେ ପରମପିତା, ଆମ୍ଭେମାନେ ପ୍ରାର୍ଥନା କରୁଛୁ ଯେ ତୁମ୍ଭ ନାମ ସର୍ବଦା ପବିତ୍ର ରହୁ। ଆମ୍ଭେମାନେ ପ୍ରାର୍ଥନା କରୁଛୁ ଯେ ତୁମ୍ଭର ରାଜ୍ୟ ଆସୁ। Gade chapit la |
ତା’ପରେ ମୁଁ ଦେଖିଲି, କେତେକ ସିଂହାସନ ଓ ସେଗୁଡ଼ିକରେ ଉପବିଷ୍ଟ ବ୍ୟକ୍ତିମାନଙ୍କୁ ବିଚାର କରିବାର କ୍ଷମତା ଦିଆଯାଇଛି। ଆଉ ମଧ୍ୟ ମୁଁ ଦେଖିଲି, କେତେକ ମୃତ ବ୍ୟକ୍ତିଙ୍କର ଆତ୍ମା। ଯୀଶୁ ପ୍ରକାଶ କରିଥିବା ସତ୍ୟ ଓ ଈଶ୍ୱରଙ୍କ ବାକ୍ୟ ପ୍ରଚାର କରିଥିବାରୁ ସେହି ବ୍ୟକ୍ତିମାନେ ମୃତ୍ୟୁଦଣ୍ଡ ପାଇଥିଲେ। ସେମାନେ ପଶୁ କିମ୍ବା ତା’ର ପ୍ରତିମୂର୍ତ୍ତିକୁ ପୂଜା କରି ନ ଥିଲେ, କିମ୍ବା କପାଳ ଓ ହାତରେ ପଶୁର ଚିହ୍ନ ଧାରଣ କରି ନ ଥିଲେ। ଖ୍ରୀଷ୍ଟଙ୍କ ସଙ୍ଗରେ ଏକ ସହସ୍ର ବର୍ଷ ରାଜତ୍ୱ କରିବା ପାଇଁ ସେମାନେ ପୁନର୍ଜୀବିତ ହୋଇଥିଲେ।