Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 11:21 - ପବିତ୍ର ବାଇବଲ (CL) NT (BSI)

21 “ଯେତେବେଳେ ଜଣେ ବଳିଷ୍ଠ ଲୋକ ଅସ୍ତ୍ରଶସ୍ତ୍ରରେ ସଜ୍ଜିତ ହୋଇ ନିଜ ଘର ଜଗେ, ତା’ର ସମସ୍ତ ସମ୍ପତ୍ତି ସୁରକ୍ଷିତ ଥାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ବଳବାନ ଲୋକ ଯେପର୍ଯ୍ୟନ୍ତ ଅସ୍ତ୍ରଶସ୍ତ୍ରରେ ସୁସଜ୍ଜିତ ହୋଇ ଆପଣା ଗଡ଼ ରକ୍ଷା କରେ, ସେପର୍ଯ୍ୟନ୍ତ ତାହାର ସମ୍ପତ୍ତି ନିରାପଦରେ ଥାଏ;

Gade chapit la Kopi

ଓଡିଆ ବାଇବେଲ

21 ବଳବାନ ଲୋକ ଯେପର୍ଯ୍ୟନ୍ତ ଅସ୍ତ୍ରଶସ୍ତ୍ରରେ ସୁସଜ୍ଜିତ ହୋଇ ଆପଣା ଗଡ଼ ରକ୍ଷା କରେ, ସେପର୍ଯ୍ୟନ୍ତ ତାହାର ସମ୍ପତ୍ତି ନିରାପଦରେ ଥାଏ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ବଳବାନ ଲୋକ ଯେପର୍ଯ୍ୟନ୍ତ ଅସ୍ତ୍ରଶସ୍ତ୍ରରେ ସୁସଜ୍ଜିତ ହୋଇ ଆପଣା ଗଡ଼ ରକ୍ଷା କରେ, ସେପର୍ଯ୍ୟନ୍ତ ତାହାର ସମ୍ପତ୍ତି ନିରାପଦରେ ଥାଏ;

Gade chapit la Kopi

ପବିତ୍ର ବାଇବଲ

21 “ଯେତେବେଳେ ଜଣେ ଶକ୍ତିଶାଳୀ ଲୋକ ଅନେକ ଅସ୍ତ୍ରଶସ୍ତ୍ର ଧରି ନିଜ ଘରକୁ ଜଗିରହେ, ସେତେବେଳେ ତା'ର ସମସ୍ତ ସମ୍ପତ୍ତି ସୁରକ୍ଷିତ ରହେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 11:21
5 Referans Kwoze  

“ବଳବାନ୍ ଲୋକର ଘରେ କେହି ପ୍ରବେଶ କରି ପ୍ରଥମେ ତାକୁ ନ ବାନ୍ଧିଲେ, ତା’ର ଜିନିଷପତ୍ର ଲୁଟି ନେଇ ପାରିବ ନାହିଁ।


“ଗୋଟିଏ ବଳବାନ୍ ଲୋକକୁ ଆଗେ ବାନ୍ଧି ନ ପକାଇଲେ, କେହି ତା’ ଘରେ ଜବରଦସ୍ତ ପଶି ତା’ର ସମ୍ପତ୍ତି ଲୁଟ ନେଇ ପାରିବ ନାହିଁ।


ନା, ବରଂ ଈଶ୍ୱରଙ୍କ ଶକ୍ତି ସାହାଯ୍ୟରେ ମୁଁ ଭୂତମାନଙ୍କୁ ଛଡ଼ାଏ ଏବଂ ଏହା ପ୍ରମାଣ କରେ ଯେ ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କର ନିକଟବର୍ତ୍ତୀ।


କିନ୍ତୁ ଯେତେବେଳେ ତା’ଠାରୁ ଜଣେ ଅଧିକ ବଳବାନ ଲୋକ ତାକୁ ଆକ୍ରମଣ କରି ପରାଜିତ କରେ, ଯେଉଁ ଅସ୍ତ୍ରଶସ୍ତ୍ର ଉପରେ ସେ ନିର୍ଭର କରୁଥିଲା, ଆକ୍ରମଣକାରୀ ତାହା ସବୁ ନେଇଯାଏ ଓ ତା’ର ଧନ ସମ୍ପତ୍ତି ମଧ୍ୟ ଲୁଟି ନେଇ ସାଥୀମାନଙ୍କ ମଧ୍ୟରେ ବାଣ୍ଟି ନିଏ।


Swiv nou:

Piblisite


Piblisite