Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 11:53 - ପବିତ୍ର ବାଇବଲ (CL) NT (BSI)

53 ଯୀଶୁ ସେ ସ୍ଥାନ ଛାଡ଼ି ଚାଲି ଯାଉଥିବାବେଳେ ଧର୍ମଗୁରୁ ଓ ଫାରୁଶୀମାନେ ତାଙ୍କୁ ତୀବ୍ର ସମାଲୋଚନା କଲେ ଓ ପ୍ରତ୍ୟେକ ବିଷୟରେ ପ୍ରଶ୍ନ ପଚାରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

53 ଆଉ, ସେ ସେଠାରୁ ବାହାରିଗଲା ଉତ୍ତାରେ ଶାସ୍ତ୍ରୀ ଓ ଫାରୂଶୀମାନେ ଅତିଶୟ ଈର୍ଷାନ୍ଵିତ ହୋଇ

Gade chapit la Kopi

ଓଡିଆ ବାଇବେଲ

53 ଆଉ, ସେ ସେଠାରୁ ବାହାରିଗଲା ପରେ ଶାସ୍ତ୍ରୀ ଓ ଫାରୂଶୀମାନେ ଅତିଶୟ ଈର୍ଷା କରି

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

53 ଆଉ, ସେ ସେଠାରୁ ବାହାରିଗଲା ପରେ ଶାସ୍ତ୍ରୀ ଓ ଫାରୂଶୀମାନେ ଅତିଶୟ ଈର୍ଷା କରି

Gade chapit la Kopi

ପବିତ୍ର ବାଇବଲ

53 ଯୀଶୁ ସେ ସ୍ଥାନ ଛାଡ଼ି ଗ୍ଭଲି ଯାଉଥିବା ସମୟରେ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ ଯୀଶୁଙ୍କୁ ଅନେକ କଷ୍ଟ ଦେବା ଆରମ୍ଭ କରି ଦେଲେ। ସେମାନେ ଯୀଶୁଙ୍କୁ ଅନେକ ବିଷୟରେ ପ୍ରଶ୍ନମାନ ପଗ୍ଭରି ତାହାଙ୍କଠାରୁ ଉତ୍ତର ଗ୍ଭହୁଁଥିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 11:53
11 Referans Kwoze  

ପ୍ରେମ ଋକ୍ଷ ସ୍ୱଭାବ ବା ସ୍ୱାର୍ଥପର ନୁହେଁ, ଅଯଥା ବିରକ୍ତ ହୁଏ ନାହିଁ। ପ୍ରେମ ତା’ ପ୍ରତି କରାଯାଇଥିବା ଅନ୍ୟାୟର ହିସାବ ରଖେ ନାହିଁ।


ମୃତମାନଙ୍କ ପୁନରୁତ୍ଥାନରେ ବିଶ୍ୱାସ କରୁ ନ ଥିବା କେତେଜଣ ସାଦ୍ଦୁକୀ ଯୀଶୁଙ୍କ ନିକଟକୁ ଆସି କହିଲେ,


ତେଣୁ ସେମାନେ ସୁଯୋଗ ଖୋଜିଲେ। ତାଙ୍କୁ ରୋମୀୟ ଶାସକଙ୍କ ନିକଟରେ ଧରାଇ ଦେବା ପାଇଁ ନିଜକୁ ଧାର୍ମିକ ଦେଖାଉଥିବା କେତେକ ଗୁପ୍ତଚରଙ୍କୁ ସେମାନେ ପଠାଇଲେ।


“ହେ ଧର୍ମଗୁରୁମାନେ, ତୁମ ଦଶା କେଡ଼େ ଭୟଙ୍କର ହେବ। ତୁମେ ଜ୍ଞାନରୂପ ଗୃହର ଦ୍ୱାର ଖୋଲିବାକୁ ଚାବି ରଖିଛ; ତୁମେ ନିଜେ ଭିତରକୁ ଯାଉ ନାହଁ ଏବଂ ଯେଉଁମାନେ ଭିତରକୁ ଯିବାକୁ ଚେଷ୍ଟା କରନ୍ତି, ତୁମେ ସେମାନଙ୍କୁ ବାଧା ଦେଉଛ।”


ସେମାନେ ତାଙ୍କ କଥାର ଛିଦ୍ର ଧରିବା ପାଇଁ ଜଗି ରହିଥିଲେ।


“ନାଜରିତୀୟ ଯୀଶୁଙ୍କ ଆନ୍ଦୋଳନକୁ ଦମନ କରିବା ପାଇଁ ମୁଁ ଯଥାସାଧ୍ୟ ଚେଷ୍ଟା କରିବା ଉଚିତ ବୋଲି ଭାବିଥିଲି।


ତିତସଙ୍କ ସହାୟତାରେ ଏହି କାର୍ଯ୍ୟ ଆରମ୍ଭ ହୋଇଥିଲା। ଏହାକୁ ଚଳେଇ ରଖିବା ପାଇଁ ଓ ଏହି ପ୍ରେମାପ୍ଳୁତ ସେବା କାର୍ଯ୍ୟରେ ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ତିତସଙ୍କୁ ଅନୁରୋଧ କରିଛୁ।


Swiv nou:

Piblisite


Piblisite